Home

ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ ଥିବାବେଳେ…

କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା ଗୁରୁତର…

ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ

କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ ପରିବାରର…

ଗଡ଼ ବିଜୟ ପାଇଁ ଭାଜପାର ନୂଆ ରଣନୀତି: ଛୋଟ ସଭାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋର୍‌ସୋର୍‌ ଆରମ୍ଭ ହୋଇଛି। ଭାଜପା ଚଳିତ ଥର ଗଡ଼ ବିଜୟ ଲକ୍ଷ୍ୟ ନେଇ କେତେକ ନୂଆ ରଣନୀତି ଆପଣେଇଛି। ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାର ସମୟରେ…

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ ଶିକ୍ଷାବିତ ସଦସ୍ୟ ଭାବେ ରହିବେ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଗୁରୁବାର…

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରାଯାଇଛି। ଏହି ପ୍ରଦର୍ଶନ ପଛରେ ୨ ଯାଆଁଳା…

ଜ୍ୱାଳାମୁଖୀ ଲାଭାରେ ମାନବ ମସ୍ତିଷ୍କ ତରଳି କାଚରେ ହୋଇଥିଲା ପରିଣତ

ରୋମ୍‌: ଜ୍ୱାଳାମୁଖୀ ଲାଭାରେ ମଣିଷ ମସ୍ତିଷ୍କ ତରଳି ମାଟି ତଳେ ଚାପି ହୋଇ ହଜାର ହଜାର ବର୍ଷ ରହିବା ପରେ କାଚରେ ପରିଣତ ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏନେଇ ଗବେଷକମାନେ ଦୀର୍ଘଦିନ ଗବେଷଣା ପରେ ଜାଣି…

ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ସୂଚନା…

‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ ଟ୍ରେଲର ରିଲିଜ୍‌ ପରେ ଆୟୁଷ୍ମାନ୍‌ଙ୍କ ମାତାପିତା କହିଲେ ଆମେ ଗର୍ବିତ

ଅଭିନେତା ଆୟୁଷ୍ମାନ ଖୁରାନା ବର୍ତ୍ତମାନ ବଲିଉଡ୍‌ର ଟପ୍‌ ଲିଷ୍ଟ୍‌ରେ ଅଛନ୍ତି। ଯେ କି ଲଗାତର ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଛନ୍ତି। ଇତିମଧ୍ୟରେ ଆୟୁଷ୍ମାନଙ୍କ ଆଗାମୀ ଫିଲ୍ମ ‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ର ଟ୍ରେଲର ରିଲିଜ୍‌ ହୋଇସାରିଛି।…

ପାହାଡ଼ର ୩ ହଜାର ଫୁଟ ଉପରେ ରହିଛି ହଜାରେ ବର୍ଷ ପୁରୁଣା ଗଣେଶଙ୍କ ମୂର୍ତ୍ତି

ରାୟପୁର: ଭାରତର ବିଭିନ୍ନ ସ୍ଥାନରେ ବହୁ ସାଂସ୍କୃତିକ ସ୍ଥାନ ରହିଛି। ସେଥିମଧ୍ୟରେ ଛତିଶଗଡ଼ ଦନ୍ତଓ୍ବାଡା ଜିଲାର ଦନ୍ତେଶ୍ୱରୀ କାଳି ଏବଂ ଗଣେଶଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍‌ ଜମିଥାଏ। ଢ଼ୋଲକଲ ପାହାଡ଼ରେ ଥିବା ପ୍ରଭୁ ଗଣେଶଙ୍କ ମନ୍ଦିରରେ ହଜାରେ ବର୍ଷ ପୁରୁଣା…

ଛାତ୍ରାବାସରେ ମସାଜ୍‌ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ ହେଉଛି। ଭିଡିଓ କେଉଁ ଦିନର ତାହା ଜଣାପଡ଼ି ନ ଥିବା…

ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଖୋଲି କହିବେ ‘ମନ୍‌ କି ବାତ୍‌’

ନୂଆଦିଲ୍ଲୀ,୨୩।୧: ଚଳିତ ଜାନୁୟାରୀ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପରିବର୍ତ୍ତନ ଅଣାଯାଇଛି। ରବିବାର ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ନିଜର ମନର କଥା ଖୋଲି କହିବେ। ଏହି ଦିନ ସାଧାରଣତନ୍ତ୍ର ଦିବସ ପଡୁଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri