Home

ଜାମିଆ ଆହତ ଛାତ୍ରଙ୍କୁ ଦିଆଯାଉ ୨କୋଟି ଟଙ୍କାର କ୍ଷତିପୂରଣ: କେନ୍ଦ୍ର, ଦିଲ୍ଲୀ ସରକାର, ପୋଲିସଙ୍କୁ ନୋଟିସ୍‌

ନୂଆଦିଲ୍ଲୀ,୧୭।୨: ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟର ଜଣେ ଆହତ ଛାତ୍ର କରିଥିବା ଆବେଦନର ଶୁଣାଣି ସୋମବାର ଦିଲ୍ଲୀ ହାଇକୋର୍ଟ କରିଛନ୍ତି। ଏହି ଶୁଣାଣିରେ କୋର୍ଟ କେନ୍ଦ୍ର ସରକାର, ଦିଲ୍ଲୀ ସରକାର ଓ ପୋଲିସକୁ ନୋଟିସ ଜାରି କରିଛନ୍ତି। ଏଥିସହ ଆହତ ଛାତ୍ର…

ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍‌କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ ସାମୁହିକ ରୋଷେଇ ଶାଳ ନିର୍ମାଣ କରାଯାଇଥିବା ଦର୍ଶାଇ ଏକ ସତ୍ୟପାଠ ଦାଖଲ କରିବାକୁ ଗତ…

୭ ବର୍ଷର ବାଳକଙ୍କ ଅଜବ କାରନାମା: ୬ ପ୍ୟାକ୍‌ ଆବ୍‌ସ ସାଙ୍ଗକୁ ଖେଳୁଛନ୍ତି ଫୁଟବଲ୍‌

ବୟସ ମାତ୍ର ୭ ବର୍ଷ। ନାଁ ଆରାତ୍‌ ହୋସେଇନି। ଇରାନର ଏହି ବାଳକ ଜଣଙ୍କ କଅଁଳ ବୟସରେ ନିଜ ଅଜବ କାରାନାମାରେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୬ ପ୍ୟାକ୍‌ ଆବ୍‌ସ ସାଙ୍ଗକୁ ଚମତ୍କାର ଫୁଟବଲ୍‌ ଖେଳୁଛନ୍ତି ଆରାତ୍‌। କେବଳ ଏତିକି ନୁହେଁ,…

ବ୍ୟାକ୍ଟେରିଆକୁ ରୋକିବ ଲାଳ

ସାଧାରଣତଃ ବ୍ୟାକ୍ଟେରିଆ ଯୋଗୁ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରତିହତ କରିବାରେ ଲାଳର ଭୂମିକା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ବିଶେଷଭାବରେ ଆମେ ଖାଇବା ପରେ ଭଲ ଭାବରେ ପାଟି ସଫା ନ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାରରୁ ଊର୍ଦ୍ଧ୍ୱ କରୋନା ଭାଇରସ ସଂକ୍ରମିତ

ବେଜିଂ,୧୭।୨: କରୋନା ଭାଇରସ୍‌ ଏବେ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ଏବେ ଏହା ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ଚାଇନାରେ ୧,୭୭୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦,୫୪୮ଜଣ ଆକ୍ରାନ୍ତ ହୋଇଛନ୍ତି। ସବୁଠାରୁ ଖୁସିର ଖବର…

ଅଣ୍ଡା ଖୋଳପାରେ ରାସ୍ତା ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ର

ଇନ୍ଦୋର: ବିଶ୍ୱରେ ପ୍ରତି ସେକେଣ୍ଡ୍‌ରେ ୪୫୦ ସଡ଼କ ଦୁର୍ଘଟଣା ଘଟୁଛି। ଏହାର କାରଣ ଲୋକେ ରାସ୍ତା ସୁରକ୍ଷା ନିୟମ ମାନୁନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ଇନ୍ଦୋରର ଗଜେନ୍ଦ୍ର ଶର୍ମା ନାମକ ଜଣେ ଛାତ୍ର ଅଣ୍ଡା ଖୋଳପାରେ ପେଣ୍ଟିଂ ଜରିଆରେ ସଡ଼କ ସୁରକ୍ଷାର…

ବେକାରଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ ସିଂ: ୪ ଗାଈ ପାଳିଲେ ରୋଜଗାର ହେବ ୨୦ ଲକ୍ଷ ଟଙ୍କା

ମିରଟ,୧୭।୨: ନିଜର ମନ୍ତବ୍ୟ ନେଇ ବାରମ୍ବାର ବିବାଦୀୟ ହେଉଥିବା ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି। ଉତ୍ତରପ୍ରଦେଶ ସୁରଟରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ବେକାରଙ୍କୁ ନେଇ ସେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ବେକାର…

ମୁଣ୍ଡବ୍ୟଥାର ଘରୋଇ ଉପଚାର

ମୁଣ୍ଡବ୍ୟଥା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାଦ୍ୱାରା ଏଥରୁ ଅନେକାଂଶରେ ଉପଶମ ମିଳିପାରିବ। ସେ ସମ୍ପର୍କରେ ଟିପ୍ସ… ଡାଲଚିନି ଗୁଣ୍ଡକୁ ପାଣିରେ ମିଶାଇ ମଥାରେ ଲେପ ଦେଲେ ମୁଣ୍ଡ ବିନ୍ଧାରୁ…

କେନ୍ଦ୍ରୀୟ ଅଧିକାରୀଙ୍କୁ ଡକରା

ଭୁବନେଶ୍ୱର,୧୭।୨(ବ୍ୟୁରୋ): ବିଭିନ୍ନ ସର୍ବଭାରତୀୟ ସେବା (ଏଆଇଏସ୍‌) ଏବଂ ଆଲାଏଡ୍‌ ସେବା ଅଧିକାରୀମାନେ ଯେପରି ଓଡ଼ିଶା ଆସି କାର୍ଯ୍ୟ କରିପାରିବେ, ସେନେଇ ରାଜ୍ୟ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ସାଧାରଣ ପ୍ରଶାସନ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏଆଇଏସ୍‌ ଏବଂ ଆଲାଏଡ୍‌…

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି କ୍ରମରେ କଂଗ୍ରେସ ଟିକେଟରୁ ଚଳିତ ଥର ଚାନ୍ଦିନ ଚୌକ ନିର୍ବାଚନ ମଣ୍ଡଳିରୁ ଲଢିଥିବା ଅଳକା…

କେଜରିଓ୍ବାଲଙ୍କୁ ପ୍ରଶଂସା: କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା-ଅଜୟ ମାକନ ମୁହାଁମୁହିଁ

ନୂଆଦିଲ୍ଲୀ, ୧୭।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପ୍ରଶଂସା କରିବାକୁ ନେଇ କଂଗ୍ରେସର ଦୁଇ ନେତା ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା କେଜରିଓ୍ବାଲଙ୍କ ଶାସନ ସମୟରେ ରାଜ୍ୟର ରାଜସ୍ବ ଦୁଇଗୁଣା ହୋଇ ୬୦ ହଜାର କୋଟି ଟଙ୍କାରେ ପହଞ୍ଚିଥିବାରୁ…

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସାଧାରଣ ପ୍ରଶାସନ, ବାରିପଦା ମେଡିକାଲ କଲେଜ ପାଇଁ ୧୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?