ବୋଲ ମାନୁନି ଦନ୍ତା: ପୁଣି ଛିଣ୍ଡାଇଲା ଚେନ୍
ଢେଙ୍କାନାଳ ଅଫିସ,୨୩।୧: ତାଳଚେରରୁ କପିଳାସକୁ ଅଣାଯାଇଥିବା ଦନ୍ତାହାତୀଟି କାହା ବୋଲ ମାନୁ ନ ଥିବା ବେଳେ ବନ୍ଧା ଯାଇଥିବା ଚେନ୍ ଛିଣ୍ଡାଇ ଦେଇଛି। ଚେନ୍ରେ ବାନ୍ଧିବାକୁ ପୁଣି ଟ୍ରାଙ୍କୁଲାଇଜ୍ କରିବାକୁ ସାତକୋଶିଆରୁ ଅଧିକାରୀମାନେ ଆସୁଛନ୍ତି ବୋଲି କପିଳାସ ରେଞ୍ଜର ଦର୍ଶନିଆ ଭୋଇ…
ବାଲ ଠାକରେଙ୍କୁ ମନେପକାଇଲେ ଫଡନବିସ
ମୁମ୍ବାଇ,୨୩।୧: ଶିବସେନାର ପ୍ରତିଷ୍ଠାତା ବାଲ ଠାକରେଙ୍କ ୯୪ତମ ଜନ୍ମ ଜୟନ୍ତିରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଟୁଟଇ୍ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ତାଙ୍କ ଟୁଇଟରରେ ଲେଖିଛନ୍ତି, ବାଲ ସାହେବ କଠୋର ସତ, ହେଲେ ତାଙ୍କର ଉତ୍ସାହ…
ଟଙ୍କା ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ଏହି ପାକିସ୍ତାନ କ୍ରିକେଟର୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟର ସୋଏବ ଅଖତରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ସୋଏବ ଭାରତର ଭଲ ବନ୍ଧୁ ହୋଇଯାଇଛନ୍ତି। କାରଣ ଭାରତରୁ ଭଲ ବ୍ୟବସାୟ ଚାହୁଁଛନ୍ତି ସେଥିପାଇଁ ସେ ଭାରତୀୟ ଦଳକୁ…
ପୁରୀ ମାରାଥନ୍: ସମ୍ସଦ୍ ଆରା, ମୁକୁନ୍ଦ ଚାମ୍ପିଅନ
ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍ସଦ୍ ଆରା ବେଗମ୍ ଏବଂ ପୁରୁଷବର୍ଗରେ ମୁକୁନ୍ଦ ବାନରା ଚାମ୍ପିଅନ ହୋଇଛନ୍ତି। ତାଳବଣିଆସ୍ଥିତ ଜିଲା ସ୍ପୋର୍ଟସ କମ୍ପ୍ଲେକ୍ସରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି…
ନେହା କକ୍କରଙ୍କ ବଦାନ୍ୟତା: ଦମକଳ କର୍ମଚାରୀଙ୍କୁ ୨ ଲକ୍ଷ ଟଙ୍କା ଦେଲେ ସହାୟତା
ବଲିଉଡ୍ ଗାୟିକା ନେହା କକ୍କର ଏବେ ବେଶ୍ ଚର୍ଚ୍ଚାରେ। ଗାୟକ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ତାଙ୍କ ବିବାହକୁ ନେଇ ଆଲୋଚନା ଚାଲିଛି। ଇଣ୍ଡିଆନ୍ ଆଇଡଲ୍-୧୧ରେ ଜଜ୍ ଭୂମିକାରେ ଥିବା ନେହା ଜଣେ ଦମକଳ କର୍ମଚାରୀଙ୍କ ପ୍ରତି ବଦାନତା ଦେଖାଇଛନ୍ତି।…
ଟ୍ରେନ୍ରେ କଟି ମହିଳାଙ୍କ ଜୀବନଗଲା
ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ପୋଲିସ ଜିଲାର ବାଘମାରୀ ଥାନା ବାଘମାରୀ ଓଭର ବ୍ରିଜ୍ଠାରେ ଗୁରୁବାର ସକାଳେ ଟ୍ରେନରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବାଘମାରୀ ପୋଲିସ ପହଞ୍ଚି ତଦନ୍ତ…
ନିର୍ଭୟା ବଳାତ୍କାରୀଙ୍କ ସହ ୪ ଦିନ ଜେଲରେ ରୁହନ୍ତୁ ଇନ୍ଦିରା ଜୟସିଂ: କଙ୍ଗନା
ମୁମ୍ବାଇ,୨୩।୧: ବଲିଉଡ୍ର ‘ପଙ୍ଗା’ ଅଭିନେତ୍ରୀ କଙ୍ଗନା ରାନାଓ୍ବତ କିଛି କା କିଛି ବିବାଦୀୟ ବୟାନ ଦେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। ଏଥର ସେ ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଉପରେ ସେମିତି ଏକ ବିବାଦୀୟ ବୟାନ ଦେଇଛନ୍ତି। କଙ୍ଗନା…
ଇମ୍ଫାଲରେ ଆଇଇଡି ବିସ୍ଫୋରଣ
ଇମ୍ଫାଲ,୨୩।୧: ମଣିପୁରର ରାଜଧାନୀ ଇମ୍ଫାଲର ନାଗମପାଲ ରିମ୍ସ ରୋଡରେ ଗୁରୁବାର ସକାଳେ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ଖବରପାଇ ସୁରକ୍ଷା କର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ,…
ଦେଶ ସ୍ବାଧୀନତା ପାଇଁ ଏଭଳି ପଦବୀ ଛାଡିଥିଲେ ନେତାଜୀ
ସାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ। ତାଙ୍କ ପିତା ଥିଲେ ଜଣେ ଆଇନଜୀବୀ। ଚଉଦ ଭାଇଭଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ। ଅନ୍ୟ ଭଉଣୀଭାଇଙ୍କ ପରି…
ଓଡ଼ିଆ ପୁଅ ୟଶ୍ଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ପୁଅ ୟଶ୍ ମିଶ୍ର। ଭୁବନେଶ୍ବର ବାସିନ୍ଦା ୟଶ୍ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ପ୍ରଦାନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ…
ନେତାଜୀଙ୍କ ବୀରତ୍ୱକୁ ମନେ ପକାଇଲେ ମୋଦି
ନୂଆଦିଲ୍ଲୀ,୨୩।୧: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ତାଙ୍କର ବୀରତ୍ୱ ଓ ଉପନିଷବାଦକୁ ଭାରତ ସବୁବେଳେ ମନେ ପକାଇବ ବୋଲି ମୋଦି ଟୁଇଟ୍ କରି କହିଛନ୍ତି। ୨୩…
ଆଉ ୨ ଦିନ ଘନ କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ଅଧିକାଂଶ ସ୍ଥାନରେ ପାରଦ ୧୨ ଡିଗ୍ରୀ ସେଲସିୟସ ଉପରେ ରହିଛି। କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଛୁଇଁଲାଣି। ଜାନୁୟାରୀ ମାସରୁ ଗରମର ଆଭାସ ମିଳିଲାଣି। ଫେବୃୟାରୀରୁ ପ୍ରବଳ ଖରା ହନ୍ତସନ୍ତ…
Archives


