Home

ଇଣ୍ଡିଆନ୍‌ ଅଏଲ, ଘାନାର ଏନ୍‌ପିଏ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଭାରତ ଏବଂ ଘାନା ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ ପାଦ ଆଗକୁ ବଢାଇଛନ୍ତି। ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବୁଧବାର ଇଣ୍ଡିଆନ୍‌ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍‌ପିଏ) ମଧ୍ୟରେ…

କୋରୋନା ଭାଇରସ୍‌ ସଂକ୍ରମଣ ମୃତ୍ୟୁସଂଖ୍ୟା ୧୭

ବେଜିଂ,୨୩ା୧(ପି.ଟି.): ଚାଇନାରେ କୋରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୭ରେ ପହଞ୍ଚତ୍ଛି। ଏହି ରୋଗରେ ୪୪୪ ଜଣ ଆକ୍ରାନ୍ତ ହୋଇଛନ୍ତି। ଚାଇନା ନବବର୍ଷ ଓ ସ୍ପ୍ରିଂ ଫେଷ୍ଟିଭାଲ ଛୁଟି ୨୪ରୁ ଆରମ୍ଭ ହେଉଥିବାରୁ ଲକ୍ଷ ଲକ୍ଷ ଚାଇନାବାସୀ ନିଜ ଦେଶ…

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତାର ସ୍ଥାନ ନାହିଁ

ନୂଆଦିଲ୍ଲୀ,୨୩ା୧(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନ ଦିଗରେ ଭାରତ ଓ ପାକିସ୍ତାନକୁ ସହାୟତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତାବ ଦେଇଥିବାବେଳେ ନୂଆଦିଲ୍ଲୀ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଛି। କଶ୍ମୀର ଭାରତ ଓ ପାକିସ୍ତାନ…

ପୂର୍ବତନ ପାଟଣା ବିଧାୟକ ଗୌରହରୀଙ୍କ ଦେହାନ୍ତ

ପାଟଣା,୨୩/୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରୀ ନାଏକଙ୍କ ପରଲୋକ ଘଟିଛି। ବୁଧବାର ରାତିରେ ସାହାରପଡା ବ୍ଲକ ହଲଦୀବଟା ଗାଁରେ ଥିବା ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ସେ…

ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ, ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୩।୧: ବାଲେଶ୍ୱର ପୋଲିସ ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଛାତ୍ରୀଛାତ୍ର ଓ ଅଭିଭାବକ ଧାରଣାରେ ବସିଛନ୍ତି। ଗୁରୁବାର ବିଭିନ୍ନ ଦାବି ନେଇ ଛାତ୍ରୀଛାତ୍ର ଓ ଅବିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି। ପିଲାଙ୍କ ପାଠପଢା…

ଟପ୍‌ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଗତ କିଛିଦିନ ଧରି ପାପା…

ଖୁବ୍‌ଶୀଘ୍ର ୧୨ ନୂଆ ବିମାନ ସେବା

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଓଡ଼ିଶାବାସୀ ଗତ ୨୦ ତାରିଖରେ ୨ ନୂଆ ବିମାନ ସେବା ପାଇଛନ୍ତି। ଖୁବ୍‌ଶୀଘ୍ର ଆଉ ୧୨ ନୂଆ ବିମାନ ସେବା ପାଇବେ। ଏନେଇ ରାଜ୍ୟ ସରକାର ଯୋଜନା କରିଛନ୍ତି। ନୂଆ ରୁଟ୍‌ଗୁଡ଼ିକ ହେଲା କୋଲକାତା-ଝାରସୁଗୁଡ଼ା, ଭୁବନେଶ୍ୱର-ବାରାଣସୀ, ବାରାଣସୀ-ଭୁବନେଶ୍ୱର, ଝାରସୁଗୁଡ଼ା-ମୁମ୍ବାଇ, ପ୍ରୟାଗରାଜ-ଭୁବନେଶ୍ୱର,…

ଓ୍ବାରେଣ୍ଟ ଜାରିର ୭ ଦିନ ପରେ ଦିଆଯାଉ ଫାଶୀ

ନୂଆଦିଲ୍ଲୀ,୨୩ା୧: ରିଭ୍ୟୁ ପିଟିଶନ, କ୍ୟୁରେଟିଭ୍‌ ପିଟିଶନ ଏବଂ ରାଜକ୍ଷମା ଆବେଦନ ଆଳରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ଫାଶୀ ସମୟ ଗଡ଼ିଚାଲିଥିବାବେଳେ ଏନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ମୃତ୍ୟୁଦଣ୍ଡ ପାଇଥିବା ଅପରାଧୀଙ୍କୁ ତୁରନ୍ତ ଫାଶୀ…

ସାମ୍ବିଧାନିକ ପୀଠରେ ହେବ ସିଏଏ ଶୁଣାଣି

ନୂଆଦିଲ୍ଲୀ,୨୩ା୧(ପି.ଟି.): କେନ୍ଦ୍ର ସରକାରଙ୍କ ଯୁକ୍ତି ନ ଶୁଣି ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ୧୪୩ ପିଟିଶନ ଦାଏର ହୋଇଥିବାବେଳେ ଏହା ଉପରେ…

ଖାଦ୍ୟ ମାନ ଯାଞ୍ଚ କରିବେ ଡାକ୍ତରୀ ଦଳ

ଅନୁଗୋଳ ଅଫିସ,୨୩।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ରୋଗୀ କଲ୍ୟାଣ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ୧୯୨ ରୁ…

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଛନ୍ତି। ଏ ନେଇ ପୋଲିସ ନିଜଆଡ଼ୁ ଏକ…

ନକଲି ତେଲ କାରଖାନାରେ ଚଢ଼ାଉ ଘଟଣା, ମାଲିକ ଗିରଫ

ଟାଙ୍ଗୀ(କଟକ),୨୩ା୧(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗୁଳି ଅଞ୍ଚଳରେ ଗତ ନଭେମ୍ବର ୨୩ ତାରିଖରେ ପୋଲିସ ପକ୍ଷରୁ ଏକ ଖାଇବା ତେଲ କାରଖାନାରେ ଚଢ଼ାଉ କରାଯାଇଥିଲା। ଖାଇବା ତେଲ ଅପମିଶ୍ରଣ ସମ୍ପର୍କରେ ପ୍ରମାଣ ମିଳିବା ପରେ ବୁଧବାର ଟାଙ୍ଗୀ ପୋଲିସ ସମ୍ପୃକ୍ତ କାରଖାନାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri