୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ ୨ଥର ସଂଶୋଧନ କରାଯାଇ ଲୋକଙ୍କୁ ୬ ମାସ ଲେଖାଏ ମହଲତ ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟର…
ବିଖଣ୍ଡିତ ଚଲାପଥ ସଂଯୋଗ ଉପରେ ଗୁରୁତ୍ୱ
ଅନୁଗୋଳ ସହର,୨୩।୧ – ସେଭ୍ ଏଲିଫ୍ୟାଣ୍ଟ ଫାଉଣ୍ଡେଶନ ଟ୍ରଷ୍ଟ ଆନୁକୂଲ୍ୟରେ ଓଡ଼ିଶା ପରିବେଶ ସମିତି ଓ ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ସହଯୋଗରେ ଚାଲିଥିବା ହାତୀ ଚଲାପଥ ପଦଯାତ୍ରା ବୁଧବାର ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ଟିକରପଡ଼ାଠାରେ ଉଦ୍ଯାପିତ ହୋଇଯାଇଛି। ଅବସରପ୍ରାପ୍ତ…
ପଲିଥିନ କାରଖାନାରେ ଚଢ଼ାଉ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): କଟକଣା ଓ ନିଷେଧ ସତ୍ତ୍ୱେ ଖୁଲମ୍ଖୁଲା ତିଆରି ଓ ବ୍ୟବହାର ହେଉଛି ୫୦ ମାଇକ୍ରୋନ୍ରୁ କମ୍ ଓଜନର ପଲିଥିନ। ଏପଟେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପଲିଥିନମୁକ୍ତ ଭୁବନେଶ୍ୱର ଅଭିଯାନ ଜାରି ରଖିଛି। ଏହି ଅଭିଯାନର ଆଉ ଏକ…
ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍ କଟକଣା ଜାରି କରାଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ଼ ଅନୁଷ୍ଠିତ ହେବ। ତେଣୁ ଆସନ୍ତା ୨୬ ତାରିଖ ସକାଳ ୬ରୁ ପରେଡ଼ ଶେଷ ହେବା ପର୍ଯ୍ୟନ୍ତ କୌଣସି…
ରାତି ୯ଟା ଯାଏ ଖୋଲା ରହିଲା ରାଜାରାଣୀ ମନ୍ଦିର
ପୁରୁଣା ଭୁବନେଶ୍ୱର, ୨୩ା୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ରାଜାରାଣୀ ମନ୍ଦିର ବୁଧବାରଠାରୁ ସକାଳୁ ରାତି ୯ଟା ଯାଏ ଖୋଲା ରହିଛି। ପୂର୍ବରୁ ଟିକେଟ ହେବା ପରଠାରୁ ସୂର୍ଯ୍ୟ ଉଦୟଠାରୁ ସ୍ବର୍ଯ୍ୟାସ୍ତ ପର୍ଯ୍ୟନ୍ତ ମନ୍ଦିର ପରିସରକୁ ଯିବା ଲାଗି ଖୋଲା ରହୁଥିଲା।…
ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି ୭୪.୮…
ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି
ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ କେବଳ ସରକାରୀ ସହାୟତା ପ୍ରଦାନ କରି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିବା…
ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍
ଗୋପ,୨୩ା୧(ଡିଏନ୍ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ ଏକ…
ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର
ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ ଖବର…
‘କୃଷି କ୍ଷେତ୍ରକୁ ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଯୋଗାନ୍ତୁ’
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶାରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବାରୁ ଚାଷକାର୍ଯ୍ୟ ନିମନ୍ତେ ଋଣର ଜରୁରୀ ଆବଶ୍ୟକତା ରହିଛି। ସମ୍ପ୍ରତି ଚାଷ କାର୍ଯ୍ୟରେ ନୂତନ ଜ୍ଞାନକୌଶଳ ଓ ପଦ୍ଧତି ଅନୁସରଣ କରାଯାଉଥିବା ବେଳେ ଏଥି ନିମନ୍ତେ ଅଧିକ…
ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ
କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ ମଧ୍ୟରେ…
ରାସ୍ତାରୁ ପାଇଥିବା ପର୍ସ ଫେରାଇଲେ ଜୋତା ଦୋକାନୀ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ବୃତ୍ତିରେ ଜୋତା ଦୋକାନୀ। ଅଭାବ କେବେ ପିଛା ଛାଡ଼େନା। ସୀମିତ ରୋଜଗାରରେ ଘର ଚଳେ। ଅଭାବ ସତ୍ତ୍ୱେ ଟଙ୍କା ଲୋଭ ତାଙ୍କୁ କବଳିତ କରିପାରି ନାହିଁ। ଟଙ୍କା ଭର୍ତ୍ତି ପର୍ସ ରାସ୍ତାକଡ଼ରୁ ମିଳିଥିଲା। ନିଜ ଖର୍ଚ୍ଚରେ ପର୍ସ ମାଲିକଙ୍କ ଠିକଣା…
Archives


