Home

ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ପରିବେଷଣ ହୋଇଥିବା ଢ଼ାବୁଲ…

ପୂରା ହେଲା ଆକାଶରେ ଉଡ଼ିବାର ସ୍ବପ୍ନ: ବିମାନଯାତ୍ରାର ମଜା ନେଲେ ୪୮ ଦିବ୍ୟାଙ୍ଗ ଶିଶୁ, କିଶୋର

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବପ୍ନ ବାସ୍ତବ ରୂପ ନେଲା। ଆକାଶରେ ଉଡ଼ିବାର ଇଚ୍ଛା ପୂରଣ ହେଲା। ସମସ୍ତଙ୍କ ଆଖିରେ ଥିଲା ଚମକ, ମୁହଁରେ ଖୁସି, ଓଠରେ ହସ ଓ ମନରେ ପରିତୃପ୍ତି। ପ୍ରଥମଥର ପାଇଁ ୪୮ ଦିବ୍ୟାଙ୍ଗ ଶିଶୁ ଓ କିଶୋର ବିମାନଯାତ୍ରାର ଆନନ୍ଦ…

୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ ଓ…

ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍‌ପି

ରସୁଲପୁର,୨୩ା୧(ଡି.ଏନ୍‌.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍‌ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ ସରକାର…

ଜାଲ ଟିକଟ ବିକ୍ରି ଅଭିଯୋଗରେ ୨ ଗିରଫ

ବାଲେଶ୍ୱର ଅଫିସ,୨୩।୧-ଜାଲ ଟିକଟ ବିକ୍ରି କରୁଥିବା ଅଭିଯୋଗରେ ରେଲୱେ ଡିଭିଜନାଲ ଟାସ୍କଫୋର୍ସ ଟିମ୍‌ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସୋର ଅଞ୍ଚଳର ଜଗନ୍ନାଥ ଦାସ ଓ ରେଳ ବିଭାଗର ଆର୍‌ଏମ୍‌ଏସ୍‌୍‌ କର୍ମଚାରୀ ହେମନ୍ତ ପୃଷ୍ଟି ରେଳ ଟିକଟକୁ କଳାବଜାରୀ ମାଧ୍ୟମରେ…

ଦିଶା ବୈଠକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଗୁରୁତ୍ୱ

ନୟାଗଡ଼ ଅଫିସ/ଗଣିଆ (ଡି.ଏନ୍‌.ଏ.),୨୩ା୧: ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ଡାକବଙ୍ଗଳାଠାରେ ବୁଧବାର ଡିଷ୍ଟ୍ରିକ୍ଟ ଡେଭଲପ୍‌ମେଣ୍ଟ କୋ ଅର୍ଡ଼ିନେସନ୍‌ ଆଣ୍ଡ ମନିଟରିଂ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ଷ ଆରମ୍ଭରୁ ଏହି ବୈଠକ ହୋଇଥିବାରୁ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ…

କିଡ୍‌ନୀ ଷ୍ଟୋନ୍‌ ଥିଲେ…

ଅତ୍ୟାଧୁନିକ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା, ଫାଷ୍ଟ ଫୁଡ୍‌, ତେଲ ମସଲାଯୁକ୍ତ ଖାଦ୍ୟ ଆଜିକାଲି ବିଭିନ୍ନ ରୋଗକୁ ଡାକି ଆଣୁଛି । ଏହି କ୍ରମରେ କିଡ୍‌ନୀ ଷ୍ଟୋନ ଅନ୍ୟତମ ସ୍ୱାସ୍ଥ୍ୟ ଭାବେ ସମସ୍ୟା ଉଭାହୋଇଛି । ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା…

ଅଷ୍ଟ୍ରେଲିଆନ୍‌ ଓପନ୍‌: ତୃତୀୟ ରାଉଣ୍ଡରେ ଫେଡେରର, ଜୋକୋଭିଚ୍‌

ମେଲବୋର୍ନ,୨୨।୧(ଏଏଫ୍‌ପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ବୁଧବାର ତୃତୀୟ ଦିନରେ ପହଞ୍ଚିଛି। ସିଡେଡ ଖେଳାଳିମାନେ ଦ୍ୱିତୀୟ ରାଉଣ୍ଡରେ ବିଜୟୀ ହୋଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌…

ରଣ୍‌ଜୀ ଟ୍ରଫି: ଦିଲ୍ଲୀକୁ ଜିତାଇଲେ ରାଣା, ୩ ବର୍ଷ ପରେ ବିଦର୍ଭର ପ୍ରଥମ ପରାଜୟ

ନୂଆଦିଲ୍ଲୀ, ୨୨।୧ (ପି.ଟି.): ନୀତୀଶ ରାଣାଙ୍କ କ୍ୟାରିୟର ଶ୍ରେଷ୍ଠ ଶତକୀୟ ଇନିଂସ ବଳରେ ଏଠାରେ ଖେଳାଯାଇଥିବା ରଣ୍‌ଜୀ ଟ୍ରଫିର ଏକ ମ୍ୟାଚ୍‌ରେ ଦିଲ୍ଲୀ ୬ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ବିଦର୍ଭକୁ ପରାସ୍ତ କରିଛି। ବିଦର୍ଭ ପକ୍ଷରୁ ଧାର୍ଯ୍ୟ ୩୪୭ ରନର ଏକ…

ପରୀକ୍ଷା ସରିବାର ୧୦ଦିନ ପରେ ମିଳିଲା ଆଡମିଟ କାର୍ଡ

ଲୋଇସିଂହା,୨୨।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରଧିଆପାଲି ପୋଷ୍ଟମାଷ୍ଟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ପୋଷ୍ଟ ଅଫିସ ଅଧୀନ ପଣ୍ଡକିଟାଲ ଗାଁର ଶଶିକାନ୍ତ ପଧାନ ଏପରି ଅଭିଯୋଗ ଆଣିଛନ୍ତି। ଏକ ପରୀକ୍ଷାର ସରିବା ୧୦ ଦିନ ପରେ…

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ: ନଷ୍ଟ କଲେ ଧାନ, କଦଳୀ ଓ ପନିପରିବା

ଗୋପାଳପୁର,୨୨ା୧: ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ…

ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ

ଯଶିପୁର,୨୨ା୧(ଡ଼ି.ଏନ୍‌.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଗ୍ରାମବାସୀ ରରୁଆଁ ଛକଠାରୁ ଏକ ଶୋଭାଯାତ୍ରାରେ ଯାଇ ବ୍ଲକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri