Home

ଦାର୍ଜିଲିଂରେ ସିଏଏ-ଏନ୍‌ଆର୍‌ସି-ଏନ୍‌ପିଆର୍‌ ବିରୋଧରେ ରାଲି: ଯୋଗଦେଲେ ମମତା; ପିଲାଙ୍କୁ ବାଣ୍ଟିଲେ ପୋଷାକ

କୋଲକତା,୨୨।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦାର୍ଜିଲିଂରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌) ବିରୋଧରେ ରାଲି କରିଛନ୍ତି। କେନ୍ଦ୍ର ସରକାରଙ୍କ ଏସବୁ ଆଇନକୁ ଡରିବାର ଆବଶ୍ୟକତା ନାହିଁ। ରାଜ୍ୟ ସରକାର…

୫ବର୍ଷରେ ୧.୩୦କୋଟି ଟଙ୍କା ବୃଦ୍ଧି ପାଇଛି କେଜରିଓ୍ବାଲଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଆସିବ। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ନୂଆଦିଲ୍ଲୀ ଆସନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନାମାଙ୍କନ ପତ୍ର ଦାଖଲ…

ଚନ୍ଦ୍ରୟାନ-୩ ପାଇଁ ଆରମ୍ଭ ହେଲାଣି କାମ: କେ. ଶିବନ

ବେଙ୍ଗାଲୁରୁ,୨୨।୧: ଚନ୍ଦ୍ରୟାନ-୩ ପାଇଁ କାମ ଆରମ୍ଭ ହୋଇ ସାରିଛି। ଏହାର ନିର୍ମାଣରେ ବୈଜ୍ଞାନିକମାନେ ଉତ୍ସାହର ସହିତ କାର୍ଯ୍ୟ ଜାରି ରଖିଛନ୍ତି ବୋଲି ଇସ୍ରୋ ମୁଖ୍ୟ କେ.ଶିବନ ବୁଧବାର ସୂଚନା ଦେଇଛନ୍ତି। ଚନ୍ଦ୍ରୟାନ-୩ ଲାଣ୍ଡର ଏବଂ କ୍ରାଫ୍ଟ ନିର୍ମାଣ ଲାଗି ୨୫୦ କୋଟି…

କନ୍ୟାକୁ କୋଳରେ ଧରି ଫେରା ନିଅନ୍ତି ବର…

ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିବାହ ନେଇ ରହିଛି ବହୁ ପରମ୍ପରା। ବିବାହ ପରେ କନ୍ୟା ବର ଅଗ୍ନିକୁ ସାକ୍ଷୀ ରଖି ସାତଫେରା ନେଇଥାନ୍ତି । ତେବେ ରାଜସ୍ଥାନରେ ବାସ କରୁଥିବା ଶ୍ରୀମାଲି ସମ୍ପ୍ରଦାୟରେ ଫେରା ସମୟରେ ବର କନ୍ୟାକୁ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକାରେ ମୋଦି, ଶାହା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ…

ମାଙ୍ଗାଲୋର ବିମାନବନ୍ଦରରେ ବିସ୍ଫୋରକ ସାମଗ୍ରୀ ରଖିଥିବା ସନ୍ଦିଗ୍ଧଙ୍କ ଆତ୍ମସମର୍ପଣ

ବେଙ୍ଗାଲୁରୁ,୨୨।୧: ମେଙ୍ଗାଲୁରୁ ବିମାନବନ୍ଦରେ ଏକ ବ୍ୟାଗରେ ଆଇଡି ବିସ୍ଫୋରକ ସାମଗ୍ରୀ ରଖିଥିବା ଆଦିତ୍ୟ ରାଓ ବୁଧବାର ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ସୋମବାର ବିମାନବନ୍ଦରରୁ ଏକ ବ୍ୟାଗରେ ବୋମା ଥିବା ଜଣାପଡିବା ପରେ ପୋଲିସ ବୋମା ଉଦ୍ଧାର କରିଥିଲା। ପରେ ପୋଲିସ…

ଗାଈକୁ ବଞ୍ଚାଇବାକୁ ଯାଇ ସୁବର୍ଣ୍ଣପୁର ଏସ୍‌ପିଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ୨୦ ଫୁଟ ତଳକୁ ଖସିଲା

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ଗାଡ଼ି ବୁଧବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍‌ପି ସମ୍ବଲପୁର ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସଦାଚାର କମିଟି ବୈଠକରେ ଯୋଗ ଦେବାକୁ ଯାଉଥିଲେ। ସିଂଢ଼ୋଲ ନିକଟରେ ଏକ ଗାଈକୁ ବଞ୍ଚାଇବାକୁ ଯାଇ ତାଙ୍କ…

ଓଲଟିଲା ମାଛ ଟ୍ରକ୍‌: ଲୋକେ ନେଲେ ବୋହି

ନୂଆଦିଲ୍ଲୀ,୨୨।୧: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ବେରେ ବୁଧବାର ଏକ୍‌ ମାଛ ଟ୍ରକ୍‌ ଏବଂ ଟ୍ରଲର ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ମାଛ ବୋଝେଇ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ରାସ୍ତା ଉପରେ ମାଛ ପଡ଼ି ରହିଥିଲା। ସ୍ଥାନୀୟ ଲୋକେ ସହାୟତା କରିବା…

ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍‌ସିବି ସ୍ଥାନାନ୍ତର

ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍‌.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ ଉଦ୍ଧାର…

ପାକିସ୍ତାନ ସୀମାରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିର

ଇସଲାମାବାଦ୍‌,୨୨।୧: ପାକିସ୍ତାନ ସୀମାରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିର ରହିଛି। ପଞ୍ଜାବ, ବାଲୁଚିସ୍ତାନ ଏବଂ ପସ୍ତୁନଖ୍ବାରେ ଏସବୁ ଶିବିର ରହିଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ପ୍ରତି ଶିବିରରେ ୭ଶହରୁ ଅଧିକ ସଦସ୍ୟଥିବା କୁହାଯାଉଛି। ଏସବୁ ଶିବିରରେ ଆଧୁନିକ ତାଲିମ ଦିଆଯାଉଛି। ଶିବିରରେ…

ମାଓବାଦୀଙ୍କ ହିଂସାକାଣ୍ଡ: ୨ ଶ୍ରମିକଙ୍କୁ ନିସ୍ତୁକ ମାଡ

ରାୟଗଡ଼ା ଅଫିସ,୨୨।୧: କିଛି ଦିନର ନୀରବତା ପରେ ପୁଣି ଲାଲବାହିନୀର ବର୍ବରକାଣ୍ଡ। ଠିକା କ୍ୟାମ୍ପରେ ଲଙ୍କାକଣ୍ଡ ଘଟାଇ ରାୟଗଡ଼ା ଜିଲାରେ ପୁଣିଥରେ ନିଜର ଉପସ୍ଥିତିକୁ ଜାହିର କରିଛି ଲାଲ ବାହିନୀ। ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରାୟ ୫୦ରୁ ୬୦ ଜଣ ସଶସ୍ତ୍ର…

୨୬ ଜାନୁୟାରୀରୁ ସ୍କୁଲରେ ପ୍ରତିଦିନ ପାଠ କରାଯିବ ସମ୍ବିଧାନ ପ୍ରସ୍ତାବନା

ମୁମ୍ବାଇ,୨୨।୧: ମହାରାଷ୍ଟ୍ରରେ ଜାନୁୟାରୀ ୨୬ଠାରୁ ସମସ୍ତ ସ୍କୁଲରେ ପ୍ରତିଦିନ ସମ୍ବିଧାନ ପ୍ରସ୍ତାବନା ପାଠ କରାଯିବ। ପ୍ରତିଦିନ ପ୍ରାର୍ଥନା କ୍ଲାସ୍‌ ପରେ ଏହି ପାଠ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ବର୍ଷା ଗାଏକଓ୍ବାଡ୍‌ ସୂଚନା ଦେଇଛନ୍ତି। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ସମ୍ବିଧାନର ମହତ୍ତ୍ୱ ବିଷୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri