ଶେଷରେ କପିଳାସ ଗଲା ନରହନ୍ତା ହାତୀ
ବନ୍ତଳା/ତାଳଚେର,୨୨।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ଶେଷରେ କପିଳାସ ପଠାଯାଇଛି। ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି। ଢେଙ୍କାନାଳ…
୪୪୪ କିଲୋ ଓଜନର ଯୁବକ ଖୋଜୁଛନ୍ତି ୧୦୦ କିଲୋ ଓଜନ କନିଆ…
ଇସଲାମାବାଦ୍,୨୨।୧: ବିବାହ ନେଇ ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ବହୁ ସ୍ବପ୍ନ ଥାଏ। ନିଜ ମନ ପସନ୍ଦର ଜୀବନ ସାଥୀ ପାଇବା ପାଇଁ ସଭିଙ୍କ ମନରେ ଇଛା ରହିଥାଏ। ପାକିସ୍ତାନର ଜଣେ ୪୪୪କିଲୋ ଓଜନ ଯୁବକ ୧୦୦ କିଲୋ ଓଜନର କନିଆ…
କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ
କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ ହାଡ଼ିଆପଡାଠାରେ ପ୍ରସ୍ତାବିତ ବରଫି ପ୍ରକଳ୍ପ କାର୍ଯ୍ୟ ଉପରେ ପାଣ୍ଡିଆନ ସମୀକ୍ଷା କରିବା ସହିତ ଉକ୍ତ…
୪୮ ବର୍ଷରେ ନମ୍ରତା: ୪ ବର୍ଷ ଡେଟିଂ ପରେ ଧରି ଥିଲେ ମହେଶ ବାବୁଙ୍କ ହାତ
ମୁମ୍ବାଇ: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ନମ୍ରତା ଶିରୋଦକର ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୨୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୯୯ରେ ବଲିଉଡ୍ରେ ବାସ୍ତବ ଫିଲ୍ମରେ ତାଙ୍କୁ ମିଳିଥିଲା ପରିଚୟ। ସଞ୍ଜୟ ଦତ୍ତଙ୍କ ସହିତ ଏହି ଫିଲ୍ମରେ…
ନେପାଳରେ ୮ କେରଳ ପର୍ଯ୍ୟଟକ ମୃତ
ଥିରୁଭାନନ୍ଥପୁରମ,୨୨।୧(ପି.ଟି.): ଭାରତର ୧୫ ଜଣିଆ ଟିମ୍ ନେପାଳର ପୋଖରା ଗସ୍ତରେ ଯାଇଥିବାବେଳେ ସେଠାରେ ଶ୍ୱାସରୁଦ୍ଧ ହୋଇ ୮ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ କେରଳର ବୋଲି ଜଣାପଡ଼ିଛି। ନେପାଳର ଏକ ରିସୋର୍ଟରେ ସେମାନେ ଥିବାବେଳେ ଗ୍ୟାସ୍ ଲିକ୍ ଯୋଗୁ ଶ୍ୱାସରୁଦ୍ଧ…
୧୪୩ ପିଟିଶନର ଶୁଣାଣି ଆଜି
ନୂଆଦିଲ୍ଲୀ,୨୨ା୧(ପି.ଟି.): ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ୧୪୩ଟି ପିଟିଶନର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ ହେବ। ପ୍ରଧାନ ବିଚାରପତି ଏସ୍.ଏ. ବୋବ୍ଡେଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍ ଅବ୍ଦୁଲ ନଜିର ଓ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ…
ଇ-ଟିକେଟ ରାକେଟ୍ର ପର୍ଦ୍ଦାଫାଶ
ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍ ରାକେଟ୍ର ପର୍ଦ୍ଦାଫାଶ୍ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍ପିଏଫ୍ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା ନାମକ ଜଣେ ବ୍ୟକ୍ତିଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଥିବାବେଳେ ତାଙ୍କ ସହ ଏକ ଟିମ୍ କାମ…
୨୦୧୯ରେ ୫୬ ଖବରଦାତାଙ୍କୁ ହତ୍ୟା
ଜାତିସଂଘ,୨୨।୧(ଆଇଏଏନ୍ଏସ୍): ୨୦୧୯ରେ ବିଶ୍ୱର ୫୬ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଅଧିକାଂଶ ବିବାଦୀୟ ଅଞ୍ଚଳ ବାହାରେ ପ୍ରାଣ ହରାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ ତୁଳନାରେ ଏହା ପ୍ରାୟ ଅଧା କମିଥିବା ଜାତିସଂଘ ମହାସଚିବ ଆଣ୍ଟୋନିିଓ ଗୁଟେରେସ୍ ସୂଚନା ଦେଇଛନ୍ତି। ଏ ସମ୍ପର୍କିତ…
ନାମାଙ୍କନପତ୍ର ଦାଖଲ କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ ,୨୨।୧: ଦୀର୍ଘ ୬ ଘଣ୍ଟାକାଳ ଅପେକ୍ଷା କରିବା ପରେ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ନୂଆଦିଲ୍ଲୀ ଆସନ ଲାଗି ମଙ୍ଗଳବାର ସନ୍ଧ୍ୟା ୬.୩୦ରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଲାଇନ୍ରେ କେଜ୍ରିଓ୍ବାଲଙ୍କ ନମ୍ବର ୪୫ ଥିବାବେଳେ ଆଗରେ…
୨୭ରେ ଟିଏମ୍ସିର ସିଏଏ ବିରୋଧୀ ସଂକଳ୍ପନାମା
କୋଲକାତା,୨୨ା୧(ପି.ଟି.): ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଆଣିବ। ନୂଆ ନାଗରିକତ୍ୱ ଆଇନ ବିରୋଧରେ ଜାନୁୟାରୀ ୨୭ରେ ଗୃହରେ ପ୍ରସ୍ତାବ ଆଗତ କରାଯିବ ବୋଲି ଦଳ ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। କେରଳ ଓ ପଞ୍ଜାବ…
‘ଟ୍ରମ୍ପ୍ଙ୍କୁ ହତ୍ୟା କଲେ ୩ ନିୟୁତ ଡଲାର ’
ତେହେରାନ,୨୨ା୧(ଏଏଫ୍ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କେହି ହତ୍ୟା କଲେ ତାଙ୍କୁ ପୁରସ୍କାର ସ୍ବରୂପ ୩ ନିୟୁତ ଡଲାର ଦିଆଯିବ ବୋଲି ଇରାନର ଜଣେ ଏମ୍ପି ଘୋଷଣା କରିଛନ୍ତି। ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ୍ ସୋଲେମାନୀଙ୍କ ହତ୍ୟାର ପ୍ରତିଶୋଧ…
ବିଶ୍ୱ ସ୍ତରରେ ବଢ଼ିବେ ୨୫ ଲକ୍ଷ ବେକାର
ଜାତିସଂଘ,୨୨ା୧: ସାରା ବିଶ୍ୱରେ ବେକାରି ସମସ୍ୟା ଏବେ ଉତ୍କଟ ହେଉଛି। ୨୦୨୦ରେ ବେକାରି ହାର ବଢ଼ିବା ସହ ଏହି ସଂଖ୍ୟାରେ ଆଉ ୨୫ ଲକ୍ଷ ବେକରୀ ଯୋଡି ହେବେ। ସେହିଭଳି ପର୍ଯ୍ୟାପ୍ତ କାମ ନ ଥିବା ଯୋଗୁ ପ୍ରାୟ ୫୦ କୋଟି…
Archives


