Home

ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି ପେମେଣ୍ଟ ଦିଆଯିବ। ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଏଫ୍‌ଏମ୍‌ଏସ୍‌) ଏବଂ ଇ-କୁବେର ଜରିଆରେ ଏହାକୁ…

ସମ୍ବିଧାନ ମୁଖବନ୍ଧରେ ‘ଅହିଂସା’କୁ ସ୍ଥାନ ଦିଆଯାଉ: ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଭାରତୀୟ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ରଖିବା ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଥରେ ଦୋହରାଇଛନ୍ତି। ସେ କହିଛନ୍ତି ଯେ ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଅହିଂସା ହିଁ ଆମ ସ୍ବାଧୀନତା ସଂଗ୍ରାମକୁ ବିଶ୍ୱର ସବୁ…

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩ ଜଣଙ୍କ…

ରାଜ୍ୟର ୧୩ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ଅନୁମତି

କଟକ ଅଫିସ,୧୯ା୧୨- ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ୧୩ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ନିମନ୍ତେ ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ଅର୍ଗାନ ହାର୍ଭେଷ୍ଟିଂ ସେଣ୍ଟର ଭାବେ ମାନ୍ୟତା ଦିଆଯାଇଛି। ଏହି…

ପୁରୀ ଗଣବଳାତ୍କାର ଘଟଣା: ହାଇକୋର୍ଟରେ ମିସ୍‌ କେସ୍‌ ଦାଏର

କଟକ ଅଫିସ,୧୯ା୧୨- ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣାରେ ଗୁରୁବାର ହାଇକୋର୍ଟରେ ଏକ ମିସ୍‌ କେସ୍‌ ଦାଏର କରାଯାଇଛି। ଉକ୍ତ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଏହି କେସ୍‌ ଦାଏର କରାଯାଇଛି। ପିଟିଶନରେ ଆବେଦନକାରୀ ଦର୍ଶାଇଛନ୍ତି,…

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର ବେହାରି ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୭ହଜାର ଟଙ୍କା ଜରିମାନା ଆଦେଶ…

ସାପ ଧରି ଯୁବକଙ୍କ ଉନ୍ମତ୍ତ କାଣ୍ଡ

ଔପଦା,୧୯।୧୨(ଡି.ଏନ.ଏ.)-ଔପଦା ବ୍ଲକ ସଦର ବଜାରରେ ଥିବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ମଧ୍ୟକୁ ଜଣେ ଯୁବକ ହାତରେ ସାପ ଧରି ପଶି ଉନ୍ମତ୍ତ କାଣ୍ଡ ଭିଆଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବିଷୟ ହୋଇଛି। ଉକ୍ତ ଯୁବକ ହେଲେ ପୃଥ୍ବୀରାଜ କର (୨୬)। ଗୁରୁବାର…

ବେଆଇନ ଇଟାଭାଟି ଉଚ୍ଛେଦକୁ ବିରୋଧ: ବିଫଳ ହୋଇ ଫେରିଲେ ଅଧିକାରୀ

ବାଲେଶ୍ୱର ଅଫିସ,୧୯।୧୨-ବାଲେଶ୍ୱର ଜିଲା ସଦର ତହସିଲ ଅନ୍ତର୍ଭୁକ୍ତ ଫୁଲାଡ଼ି ଅଞ୍ଚଳରେ ଥିବା ୪ଟି ବେଆଇନ ଇଟାଭାଟି ଉଚ୍ଛେଦ ଲାଗି ପ୍ରଶାସନ ପ୍ରସ୍ତୁତ ହୋଇ ଗୁରୁବାର ପୂର୍ବାହ୍ନରେ ପହଞ୍ଚତ୍ଥିଲା। ଗ୍ରାମବାସୀ ଏକାଠି ହୋଇ ତହସିଲଦାର ପଞ୍ଚାନନ ପାତ୍ରଙ୍କ ଗାଡ଼ିକୁ ଘେରିଯିବା ସହ ରାସ୍ତା…

ଫିଫା ର଼୍ୟାଙ୍କିଙ୍ଗ୍‌: ଭାରତ ସ୍ଥିର

ନୂଆଦିଲ୍ଲୀ,୧୯।୧୨(ପି.ଟି.)-ସଦ୍ୟ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଫୁଟବଲ ଦଳ ବର୍ଷ ଶେଷରେ ୧୦୮ତମ ସ୍ଥାନରେ ପୂର୍ବପରି ସ୍ଥିର ରହିଛି। ତେବେ ଗତ ଗୋଟିଏ ବର୍ଷରେ ଭାରତ ୧୧ଟି ସ୍ଥାନ ତଳକୁ ଖସିଛି। ଗତ ବର୍ଷ ଡିସେମ୍ବର ମାସରେ ଭାରତ ୯୭ତମ…

ବାରବାଟୀ ନିର୍ଣ୍ଣାୟକ ଲଢ଼େଇ: ଭୁବନେଶ୍ୱରରେ ଟିମ୍‌ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ

ଭୁବନେଶ୍ୱର, ୧୯।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଘରୋଇ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଟିମ୍‌ ମଧ୍ୟରେ ଦିନିକିଆ ସିରିଜର ଅନ୍ତିମ ତଥା ୩ୟ ମ୍ୟାଚ୍‌ ରବିବାର କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ବାରବାଟୀ ମ୍ୟାଚ୍‌ ପାଇଁ ଉତ୍କଣ୍ଠା ବଢ଼ି ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ…

ଭିଜିଲାନ୍ସ ଜାଲରେ ଏଆରଆଇ

ନବରଙ୍ଗପୁର,୧୯।୧୨(ବି.ପ୍ର.)-ନବରଙ୍ଗପୁର ଜିଲା କୋଡିଙ୍ଗା ତହସିଲ ଅଧୀନ ବଡଆମ୍ବଡା ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନିରିକ୍ଷକ(ଏଆରଆଇ) ହରିବନ୍ଧୁ ରନ୍ଧାରୀ ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତିି । କୋଷାଗୁମୁଡା ବ୍ଲକ ଅଞ୍ଚଳା ଗାଁର ଘାସିରାମ ହରିଜନଙ୍କ…

ଭଣ୍ଡାରିପୋଖରୀରେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୧୯।୧୨ (ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଏଡବ୍ଲ୍ୟୁଏଡିଏଚ୍‌ ରିସର୍ଚ ଫାଉଣ୍ଡେଶନ ଦ୍ୱାରା କେନ୍ଦ୍ରୀୟ ଏଡବ୍ଲ୍ୟୁଏଡିଏଚ୍‌ ସଂସ୍ଥାର ଏକ ଟିମ୍‌ ଭଣ୍ଡାରିପୋଖରୀ ଅଞ୍ଚଳ ବୁଲି ନିରୀକ୍ଷଣ କରି ଫେରିଛନ୍ତି। ଏଡବ୍ଲ୍ୟୁଏଡିଏଚ୍‌ ପ୍ରୋଜେକ୍ଟ ଅଧିକାରୀ ଅମ୍ବିକା ପ୍ରସାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri