Home

ମିଳୁନି ବସ୍ତା, ଲୋଡିଂ ବାବଦ ଟଙ୍କା

ତିର୍ତ୍ତୋଲ, ୨୨।୧ (ଡି.ଏନ୍‌.ଏ.):ମଣ୍ଡିରେ ଧାନ ବିକ୍ରି କରୁଥିବା ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯିବ ବୋଲି ଚଳିତବର୍ଷ ରାଜ୍ୟ ସରକାର ଘୋଷଣା କରିଥିଲେ। ମିଲରମାନେ ଏ ନେଇ ଖାଉଟି ଯୋଗାଣ ବିଭାଗ ସହ ଚୁକ୍ତି କରି ସମସ୍ତ ସେବା ସମବାୟ ମଣ୍ଡିକୁ ଅଖାବସ୍ତା…

ସମନ୍ବୟ ଅଭାବ:ମଣ୍ଡିରେ ପଡ଼ିଛି ଧାନ, ଆସୁନାହାନ୍ତି ମିଲର

ବାଲିକୁଦା,୨୨ା୧(ସ୍ବ.ପ୍ର.):ଇ-ଟୋକୋନ ମାଧ୍ୟମରେ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏହିକ୍ରମରେ ବାଲିକୁଦାର ସମସ୍ତ ସମବାୟ ସମିତିରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି। ମାତ୍ର ଧାନ ସଂଗ୍ରହରେ ୩ଟି ସଂସ୍ଥାର ଦାୟିତ୍ୱ ଥିବାବେଳେ ମୁଖ୍ୟତ…

ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ କରେ ଲାଉ ଜୁସ୍‌

ଲାଉରେ ୯୦ ପ୍ରତିଶତ ପାଣି ଏବଂ ୧୦ ପ୍ରତିଶତ ଫାଇବର ଥାଏ। ଏଥିରେ କାର୍ବୋହାଇଡ୍ରେଡ୍‌ ମାତ୍ରା ଆଦୌ ନ ଥାଏ। ଡାଇବେଟିସ୍‌ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି…

କଂଗ୍ରେସର ମିଡିଆ ସେଲ୍‌ ତାଲିକା ଭାଇରାଲକୁ ନେଇ ଅଡୁଆ: ସତ୍ୟ ପ୍ରକାଶ ଦଳ ଛାଡିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ନୂଆ ମିଡିଆ ସେଲ୍‌ କମିଟି ଗଠନ କରିବା ଲାଗି ଯୋଜନା ଆରମ୍ଭ କରିଛନ୍ତି। ମିଡିଆ ସେଲ୍‌ରେ ୨୭ଜଣ ନେତାଙ୍କୁ ଥଇଥାନ କରିବାର ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କିତ ପୁରା ତାଲିକା ପ୍ରସ୍ତୁତ…

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି ବିକ୍ଷୋଭକାରୀମାନେ ଶାହିନ ବାଗ୍‌ରେ ଧାରଣାରେ ବସିଥିବାରୁ ଦିଲ୍ଲୀ ଓ ନୋଏଡାକୁ ସଂଯୋଗକାରୀ ମୁଖ୍ୟ ରାସ୍ତା…

କଥା ବଦଳାଇଲେ ସୁର: କହିଲେ ‘ବିରୋଧୀ ଦଳ କଂଗ୍ରେସ ଭବନକୁ ବାଉନ୍ସର ପଠାଇଥାଇପାରନ୍ତି’

ଭୁବନେଶ୍ୱର,୨୧।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାକୁ ପ୍ରଥମେ ବିଧାୟକ ସୁର ରାଉତରାୟ ତୀବ୍ର ବିରୋଧ କରିଥିବା ବେଳେ ମଙ୍ଗଳବାର ନିଜ କଥାକୁ ବଦଳାଇଛନ୍ତି। ପ୍ରସଙ୍ଗରେ ପୁଣି ଥରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, କିଏ ବାଉନ୍ସର ପଠାଇଲା ତାହା ଜାଣିନାହିଁ।…

ଏଏପି ଛାଡିଲେ ଦିଲ୍ଲୀ କାଣ୍ଟର ବିଧାୟକ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ଆମ ଆଦମୀ ପାର୍ଟି(ଏଏପି)କୁ ବଡ଼ ଝଟ୍‌କା ଲାଗିଛି। କାଣ୍ଟର ବିଧାୟକ କମାଣ୍ଡୋ ସୁରେନ୍ଦ୍ର ସିଂହ ମଙ୍ଗଳବାର ଏଏପିରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏଏପିରୁ ଇସ୍ତଫା ଦେବା ନେଇ ସେ…

ଫେବୃୟାରୀ ୧୮ରେ ଆଗତ ହେବ ରାଜ୍ୟ ବଜେଟ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୪ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ୨ଟି ପର୍ଯ୍ୟାୟରେ ଚାଲିବ। ଫେବୃୟାରୀ ୧୪ରୁ ଫେବୃୟାରୀ ୨୯ ଯାଏ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୧୧ରୁ ଏପ୍ରିଲ ୯ ଯାଏ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହେବ।…

କ୍ଷମା ମାଗିବେ ନାହିଁ ରଜନୀକାନ୍ତ

ନୂଆଦିଲ୍ଲୀ,୨୧।୧: ତାମିଲ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତ ଇଭି ରାମସାମୀ ପେରିୟରଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଏହାକୁ ନେଇ ତାଙ୍କ ନାଁରେ ଅଭିଯୋଗ ମଧ୍ୟ ହୋଇଛି। ହେଲେ ଏହାକୁ ନେଇ ରଜନୀକାନ୍ତ ଦୁଃଖ ପ୍ରକାଶ କରି ନାହାନ୍ତି। ଏହାସହ…

କାନାଡା ପହଞ୍ଚିଲେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୧: ରାଜପଦ ଛାଡିବା ପରେ ପ୍ରିନ୍ସ ହ୍ୟାରୀ ନିଜ ପତ୍ନୀ ଓ ପୁଅଙ୍କ ସହ ଆମେରିକା ପହଞ୍ଚିଥିବା ଖବର ମିଳିଛି। ସ୍ବାଧୀନ ଭାବେ ଜୀବନ ବିତାଇବାକୁ ନିଷ୍ପତ୍ତି ନେଇଥିବା ଏହି ଦମ୍ପତି ଶେଷରେ କାନାଡା ପହଞ୍ଚିଥିବା ବେଳେ ବିମାନ ବନ୍ଦରରେ ତାଙ୍କୁ…

ଦିଲ୍ଲୀ ଆସିବାକୁ ଭୀମ ଆର୍ମି ମୁଖ୍ୟଙ୍କୁ ମିଳିଲା ସର୍ତ୍ତମୂଳକ ଅନୁମତି

ନୂଆଦିଲ୍ଲୀ,୨୧।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ରାଜଧାନୀକୁ ଆସିବା ପାଇଁ ଅନୁମତି ମିଳିଛି। କିନ୍ତୁ ଏହି ଅନୁମତି ତାଙ୍କୁ ସର୍ତ୍ତମୂଳକ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ତିସ ହଜାରି କୋର୍ଟ ଭୀମ ଆର୍ମି ମୁଖ୍ୟଙ୍କ ମାମଲାର ଶୁଣାଣି କରି ତାଙ୍କୁ ଦିଲ୍ଲୀ…

ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ ଆଡମେ ମାଡ଼କାମି। ତାଙ୍କ ଘର ମାଥିଲି ଥାନା ଅନ୍ତର୍ଗତ କମାରପାଲ୍ଲୀ ଗ୍ରାମରେ ବୋଲି ଜଣାପଡ଼ିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri