Home

ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ସବ୍‌-ଇନସ୍ପେକ୍ଟରଙ୍କ ଚାକିରି ଗଲା: ଭିଡ଼ିଓ ଭାଇରାଲ

ପାଟନା,୧୫।୨: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାରରେ ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ଜଣେ ସବ୍‌-ଇନସ୍ପେକ୍ଟରଙ୍କୁ ଚାକିିରିରୁ ନିଲମ୍ବିତ କରାଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସ୍ଥାନୀୟ ସିଓ୍ବାନ ଅଞ୍ଚଳକୁ ଏକ ହସ୍ପିଟାଲର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ରାଜ୍ୟ ସରକାରଙ୍କ କେତେକ…

ବଦଳିଲେ ଭାଜପାର ରାଜ୍ୟ ଅଧ୍ୟକ୍ଷ

ଭୋପାଳ,୧୫।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ.ପି. ନଡ୍ଡା କେତେକ ରାଜ୍ୟର ଅଧ୍ୟକ୍ଷଙ୍କୁ ବଦଳାଇଥିବା ଜଣାପଡ଼ିଛି। ଶନିବାର ରାକେଶ ସିଂହଙ୍କ ସ୍ଥାନରେ ବିଷ୍ଣୁ ଦତ୍ତ ଶର୍ମାଙ୍କୁ ମଧ୍ୟପ୍ରଦେଶର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ବିଷ୍ଣୁ ଦତ୍ତ ଖଜୁରାହୋର ଏମ୍‌ପି ରହିଥିଲେ।…

ଏଫ୍‌ଏଟିଏଫ୍‌ ବୈଠକ ପରେ ମୁକୁଳି ପାରନ୍ତି ହାଫିଜ

ଇସ୍‌ଲାମାବାଦ,୧୫।୨: ଫାଇନାନସିୟାଲ ଆକ୍ସନ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ର ବୈଠକ ପରେ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ହାଫିଜ ସଇଦ ମୁକୁଳି ପାରନ୍ତି ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଫିଜଙ୍କୁ ଗିରଫ କରିବା ସମୟରେ ଏହି ଦିଗକୁ ଜାଣିଶୁଣି ଛାଡି…

କେଜରିଓ୍ବାଲ ନେବେ ଶପଥ: ରାମଲୀଳା ମଇଦାନରେ ୧୦ ଫୁଟ ଉଚ୍ଚ ମଞ୍ଚ

ନୂଆଦିଲ୍ଲୀ,୧୫।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେବେ। ଏଥିପାଇଁ ରାମଲୀଳା ମଇଦାନରେ ୨୦ ଫୁଟ ଲମ୍ବ,୧୦ ଫୁଟ ଉଚ୍ଚ ଏବଂ ୭୦ ଫୁଟ ଚୌଡ଼ାର ମଞ୍ଚ ନିର୍ମାଣ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ମଞ୍ଚ ନିକଟରେ ବହୁଗୁଡ଼ିଏ…

୨୦୨୪ ପୂର୍ବରୁ ପୁଣି ହେବ ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ: ଉଦିତ୍‌ ରାଜ

ନୂଆଦିଲ୍ଲୀ,୧୫।୨: କଂଗ୍ରେସ ନେତା ଉଦିତ୍‌ ରାଜ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ୨୦୨୪ ପୂର୍ବରୁ ପୁଣି ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ ଘଟଣା ହେବାର ଆଶଙ୍କା ରହିଛି। ଏହି ଘଟଣାରେ କେବଳ ଯବାନ କାହିଁକି…

ଆସନ୍ତାକାଲି ବାରଣାସୀ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀ ୧୬ରେ ନିଜ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଚଳିତ ବର୍ଷ ମୋଦିଙ୍କର ଏହା ପ୍ରଥମ କାଶୀ ଗସ୍ତ। ରବିବାର କାଶୀରେ ମୋଦି ଦେଢ଼ ହଜାର କୋଟିର ଟଙ୍କାର ୪୮ଯୋଜନାର ଶିଳାନ୍ୟାସ ଓ ବିଭିନ୍ନ ପ୍ରକଳ୍ପର…

ପ୍ରେମରୁ ବିରହ: ପ୍ରେମ ସପ୍ତାହ ପରେ ପାଳିତ ହୋଇଥାଏ ଆଣ୍ଟି ଭାଲେଣ୍ଟାଇନ୍‌ ଓ୍ବିକ୍‌

ଦୁନିଆରେ କୌଣସି ଜିନିଷ ସ୍ଥାୟୀ ନୁହେଁ। ସଭିଙ୍କର ଶେଷ ବା ଅନ୍ତିମ ପର୍ଯ୍ୟାୟ ରହିଛି। ଏହା ପୃଥିବୀର ପ୍ରତିଟି ପ୍ରାକୃତିକ କାର୍ଯ୍ୟରେ ପରିଲକ୍ଷିତ ହୋଇଥାଏ। ଜୁଆର ପରେ ଭଟ୍ଟା ହିଁ ଆସିଥାଏ। ଏହାର ପ୍ରତିଫଳନ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ମଧ୍ୟ ଦୃଷ୍ଟି ଗୋଚର…

୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ

ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍‌ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ ସହାୟତାରେ ଏଭଳି କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଘୁଷୁରିର ହୃଦୟକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସୁରକ୍ଷିତ…

ବିଶ୍ୱର ସବୁଠାରୁ ବୟସ୍କ ପୁରୁଷ

ନୂଆଦିଲ୍ଲୀ: ବୟସ ବଢ଼ିବା ସହ ରୋଗ ଏବଂ ଦୁଃଖ ମଧ୍ୟ ବଢ଼ିଚାଲେ। ତେଣୁ ଗୋଡ଼ ହାତ ଚାଲି ସଂସାରରୁ ବିଦାୟ ନେବାକୁ ସମନ୍ତେ ଚାହାନ୍ତି। ହେଲେ ଜୀବନ ଉପରେ କାହାର ବା ଜୋର୍‌। ଯାହାର ଯେତିକି ଦିନ ଆୟୁଷ, ସେ ସେତିକି…

ଟ୍ରମ୍ପଙ୍କ ଭାରତ ଗସ୍ତ: ୩ ଘଣ୍ଟା ପାଇଁ ଖର୍ଚ୍ଚ ହେବ ଶହେ କୋଟି ଟଙ୍କା!

ନୂଆଦିଲ୍ଲୀ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଫେବୃୟାରୀ ୨୪-୨୫ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ଟ୍ରମ୍ପ ଦମ୍ପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋମ୍‌ ଟାଉନ୍‌ ଗୁଜରାଟର ଅହମ୍ମଦାବାଦ ସହର ଗସ୍ତ କରିବାର କାର୍ଯ୍ୟକ୍ରମ…

ପୁରୁଣାକୁ ଅଣଦେଖା

ଚଳିତ ରେଳ ବଜେଟରେ ସମ୍ବଲପୁର ଜିଲାକୁ ମିଳିଥିବା ଅନୁଦାନ ଆଶାନୁରୂପକ ନୁହେଁ। ଦାବି ଓ ଆବଶ୍ୟକତାଠାରୁ କମ୍‌ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି । ସମ୍ବଲପୁର ରେଳମଣ୍ଡଳ ଅଧୀନରେ ଅନେକ ପ୍ରକଳ୍ପ ଘୋଷଣା କରାଯାଇଛି। ହେଲେ ପୁରୁଣା ପ୍ରକଳ୍ପ…

ରେଳପଥ ଆଧୁନିକୀକରଣ ଯୋଗୁ ବାଧାପ୍ରାପ୍ତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଉତ୍ତର, କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ସଂରକ୍ଷଣ ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?