ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍ସର ହସ୍ପିଟାଲ
ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ ଓ…
ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ
ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍ ରାଷ୍ଟ୍ରପତି ଜୈର୍ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୋଲସୋନାରୋ ଜାନୁୟାରୀ ୨୪ରୁ ୨୭ ପର୍ଯ୍ୟନ୍ତ ଭାରତରେ ରହିବେ। ୨୪…
ବିଦ୍ୟୁତ୍ ବିଲ୍ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା
ଭଦ୍ରକ ଅଫିସ୍,୨୧।୧: ବକେୟା ବିଦ୍ୟୁତ୍ ବିଲ୍ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍ ପଇଠ ଲାଗି ସେସୁ କାର୍ଯ୍ୟାଳୟରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଲ୍ ପଇଠ କରି ଭଦ୍ରକର…
ଦିଲ୍ଲୀରେ ବିଏସ୍ପି ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜିବେ ମାୟାବତୀ
ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କୁ ଜନତାଙ୍କ ସହ ନିକଟତର କରିବା ଏବଂ ନିର୍ବାଚନ ଜିତାଇବା ପାଇଁ ବିଭିନ୍ନ ଦଳର ମୁଖ୍ୟ କସରତ କରୁଥିବା ଦେଖିବାକୁ…
ହୋଟେଲରେ ୮ ପର୍ଯ୍ୟଟକଙ୍କ ମୃତ୍ୟୁ
କାଠମାଣ୍ଡୁ,୨୧।୧: ନେପାଳର ଦାମନରେ ଏକ ହୋଟେଲରେ ୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ କେରଳର ବୋଲି କୁହାଯାଉଛି। ମକଓ୍ବାନପୁରର ଏସ୍ପି ସୁଶୀଲ ସିଂ ରାଥୋଡ ଏହି ସୂଚନା ଦେଇଛନ୍ତି। ଏମାନଙ୍କ ପରିଚୟ ମିଳି ନ ଥିବା…
ଅଫଜଲ ଗୁରୁଙ୍କୁ କରାଯାଇଥିଲା ବଳିର ଛେଳି: ସୋନୀ ରାଜଦାନ୍
ମୁମ୍ବାଇ,୨୧।୧: ଆତଙ୍କବାଦୀଙ୍କ ସହିତ ଡିଏସ୍ପି ଦାବିନ୍ଦର ସିଂଙ୍କ ସମ୍ପର୍କ ପ୍ରସଙ୍ଗରେ ବଲିଉଡ୍ର ପୂର୍ବତନ ଅଭିନେତ୍ରୀ ସୋନୀ ରାଜଦାନଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୋନୀ କହିଛନ୍ତି ଯେ, ପାର୍ଲାମେଣ୍ଟ ଆକ୍ରମଣର ମାଷ୍ଟର ମାଇଣ୍ଡ୍ ଅଫଜଲ ଗୁରୁଙ୍କୁ ବଳିର ଛେଳି…
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯାଉ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯିବା ନିମନ୍ତେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ସର୍ବଶକ୍ତିମାନ ପ୍ରତିନିଧି।…
ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି
ପୁରୀ ଅଫିସ୍, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ…
‘ଚାମ୍ପିୟନ ଅଫ୍ ଚେଞ୍ଜ’ ସମ୍ମାନରେ ସମ୍ମାନୀତ ହେଲେ ଶିଳ୍ପା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଫିଟନେସ୍ କୁଇନ ଶିଳ୍ପା ସେଟ୍ଟୀ କୁନ୍ଦ୍ରା ଓ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ‘ଚାମ୍ପିୟନ ଅଫ୍ ଚେଞ୍ଜ’ ପୁରସ୍କାର ୨୦୧୯ରେ ସମ୍ମାନୀତ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ପାଇଁ ଲୋକଙ୍କୁ ପ୍ରୋତ୍ସାହିତ କରିବା ଲାଗି କରିଥିବା ଉଦ୍ୟମ…
ଅଯୋଧ୍ୟା ମାମଲା: ସୁପ୍ରିମ୍କୋର୍ଟରେ କ୍ୟୁରେଟିଭ୍ ପିଟିଶନ୍ ଦାଖଲ କଲା ପିସ୍ ପାର୍ଟି
ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟା ମାମଲାର ପୁନର୍ବିଚାର ପାଇଁ ପିସ୍ ପାର୍ଟି ପକ୍ଷରୁ କ୍ୟୁରେଟିଭ୍ ପିଟିଶନ୍ ଦାଖଲ କରାଯାଇଛି। ନଭେମ୍ବର ୯ରେ ସର୍ବୋଚ୍ଚ ଆଦାଲତ ପକ୍ଷରୁ ଦିଆଯାଇଥିବା ରାୟରେ ମୁସଲମାନ୍ ପକ୍ଷକାରଙ୍କ ପ୍ରାମାଣିକ ତଥ୍ୟକୁ ବିଚାର ପରିସରଭୁକ୍ତ କରା ନ ଥିଲା। ରାୟରେ ଆସ୍ଥା…
ସହଯୋଗରେ ସମ୍ପର୍କ ହେବ ମଜଭୁତ
ନୂଆଦିଲ୍ଲୀ,୨୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ମଙ୍ଗଳବାର ମିଳିତ ଭାବେ ଯୋଗବାନି-ବିରାଟନଗରରେ ଦ୍ୱିତୀୟ ଇଣ୍ଟିଗ୍ରେଟେଡ ଚେକ୍ପୋଷ୍ଟର ଉଦ୍ଘାଟନ କରିଛନ୍ତି। ଏହା ବ୍ୟବସାୟ ଓ ଲୋକଙ୍କ ଗମନା ଗମନର ସୁବିଧା ପାଇଁ ଭାରତର ସହଯୋଗରେ ନିର୍ମାଣ…
ପୃଥିବୀର ଖରାପ ଆର୍ଥିକ ସ୍ଥିତି ପାଇଁ ଦାୟୀ ଭାରତ: ଗୀତା ଗୋପିନାଥ
ନୂଆଦିଲ୍ଲୀ,୨୧।୧: ସମ୍ପ୍ରତି ପୃଥିବୀରେ ଦେଖାଦେଇଥିବା ଖରାପ ଆର୍ଥିକ ସ୍ଥିତି ପାଇଁ ଭାରତ ଦାୟୀ। ଭାରତ ଯୋଗୁ ଅନ୍ତର୍ଜାତୀୟସ୍ତର ଧାର୍ଯ୍ୟ ଅଭିବୃଦ୍ଧି ଲକ୍ଷ୍ୟ ୮୦ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି। ଏନେଇ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍)ର ମୁଖ୍ୟ ଅର୍ଥଶାସ୍ତ୍ରୀ ତଥା ମୂଳ ଭାରତୀୟ…
Archives


