Home

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିପାରିବେ ନାହିଁ ବାଚସ୍ପତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୧: କର୍ନାଟକ ବିଧାନସଭାର ବାଚସ୍ପତି ଜେଡିଏସ୍‌ ଓ କଂଗ୍ରେସ ସରକାରଙ୍କ ୧୭ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏନେଇ ବିଧାୟମାନେ ସୁପ୍ରିମକୋର୍ଟ ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ଏହି ମାମଲାର ଶୁଣାଣି କରି କୋର୍ଟ ବାଚସ୍ପତିଙ୍କ ଉପରେ ବର୍ଷିବା ସହ କଡ଼ା ଟିପ୍ପଣୀ…

ଜେଡିୟୁର ଷ୍ଟାର ପ୍ରଚାରକ ତାଲିକାରେ ନାହାନ୍ତି ପ୍ରଶାନ୍ତ-ପବନ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜନତା ଦଳ ୟୁନାଇଟେଡ(ଜେଡିୟୁ) ତା’ର ଷ୍ଟାର ପ୍ରଚାରକଙ୍କ ଏକ ତାଲିକା ଜାରି କରିଛି। ଏଥିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ଦଳର ବଡ଼ ବଡ଼ ନେତାଙ୍କ ନାମ ସାମିଲ କରାଯାଇଛି। ହେଲେ ଏହି…

ମଣିପୁର-ତ୍ରିପୁରା-ମେଘାଳୟ ସ୍ଥାପନା ଦିବସ: ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨୧।୧: ମଣିପୁର-ତ୍ରିପୁରା-ମେଘାଳୟର ସ୍ଥାପନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି ତିନି ରାଜ୍ୟର ଜନସାଧାରଣଙ୍କୁ ଅଲଗା ଅଲଗା ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ଦେଶର ବିକାଶରେ ତ୍ରିପୁରାର ପରମ୍ପରାର ଯୋଗଦାନ ନେଇ ସେ ପ୍ରଶଂସା…

ଚହଲଙ୍କ ଶର୍ଟଲେସ୍‌ ଫଟୋ ଶେୟାର କରି ଏମିତି କହିଲେ ରୋହିତ ଶର୍ମା

ଘରୋଇ ମାଟିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିବା ପରେ ଟିମ୍‌ ଇଣ୍ଡିଆରେ ଏବେ ବର୍ଷର ପ୍ରଥମ ବିଦେଶ ଗସ୍ତକୁ ସଫଳ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି। ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଦଳର ପ୍ରାୟ ଖେଲାଳି ମଜାକିଆ ମୁଡ୍‌ରେ…

ନାମାଙ୍କନ ପୂର୍ବରୁ ଚର୍ଚ୍ଚାରେ କେଜରିଓ୍ବାଲଙ୍କ ଟୁଇଟ୍‌

ନୂଆଦିଲ୍ଲୀ,୨୧।୧: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ତାଙ୍କ ଟୁଇଟ୍‌କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥିରେ ସେ ବିପକ୍ଷ ଦଳଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟରରେ…

ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ କୋହଲି

ନୂଆଦିଲ୍ଲୀ, ୨୧।୧: ଅଧିନାୟକ ବିରାଟ କୋହଲି ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ ବୋଲି କହିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମୟରେ ଏପରି ହେଉ ନ ଥିଲା। ସେ ସବୁ ଖେଳାଳିଙ୍କ…

ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ଚିନ୍ତାରେ ପାକିସ୍ତାନ

ଇସ୍‌ଲାମାବାଦ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃୟାରୀରେ ଭାରତ ଗସ୍ତ କରିପାରନ୍ତି। ଏବେ ଏହି ଖବର ପାକିସ୍ତାନକୁ ଚିନ୍ତାରେ ପକାଇ ଦେଇଥିବା ଜଣାପଡିଛି। ଏହାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଚିନ୍ତା ପ୍ରକଟ କରିବା ସହ ଟ୍ରମ୍ପ ଭାରତ ଯିବା…

ତାନାଜୀ ରଚିଲା ଇତିହାସ: ୩ସେନା ମୁଖ୍ୟ ଏକାଠି ଦେଖିଲେ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ୍‌ ଓ୍ବାରିୟର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଥିବା ବେଳେ ଫିଲ୍ମ ଭଲ ବ୍ୟବସାୟ କରୁଛି। ସୂଚନା ମୂତାବକ ଏହି ଫିଲ୍ମ ଏବେ…

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ ଅଭ୍ୟାସ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ତମାଡସ୍ଥିତ ଦେଓଡି ବନ୍ଦିରରେ…

ପାଣି, ପବନ ଓ ବିଦ୍ୟୁତ୍‌ ଶକ୍ତିରୁ ତିଆରି ହେଲା ବିକଳ୍ପ ଖାଦ୍ୟ: ରହିବେନି କେହି ଭୋକିଲା

ହେଲସିଙ୍କି,୨୧।୧: ଆଗାମୀ ଦିନରେ ପୃଥିବୀର ଖାଦ୍ୟ ସମସ୍ୟା କିଭଳି ଦୂର କରାଯିବ ସେ ନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଏହି ମର୍ମରେ ଫିନ୍‌ଲାଣ୍ଡର ବୈଜ୍ଞାନିକ ପାଣି, ପବନ ଏବଂ ବିଦ୍ୟୁତ୍‌ ଶକ୍ତିରୁ ବିକଳ୍ପ ଖାଦ୍ୟ ସୋଲେନ୍‌ ତିଆରି କରିଥିବା ଦାବି…

ଭୁଲ ତଥ୍ୟ ଦେଇ ବିବାଦରେ ତ୍ରୀନଗର ବିଧାୟକ: ଏଏପି କାଟିଲା ପ୍ରାର୍ଥୀ ଟିକେଟ

ନୂଆଦିଲ୍ଲୀ,୨୧।୧: ପୂର୍ବତନ ମନ୍ତ୍ରୀ ତଥା ଦିଲ୍ଲୀ ତ୍ରୀନଗରରୁ ବିଧାୟକ ଜିତେନ୍ଦ୍ର ସିଂହ ତୋମାରଙ୍କ ଟିକେଟକୁ ଆମ ଆଦମୀ ପାର୍ଟି (ଏଏପି) କାଟିଦେଇଛି। ଜିତେନ୍ଦ୍ରଙ୍କ ଟିକେଟ କାଟି ତାଙ୍କ ପତ୍ନୀ ପ୍ରୀତିଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ…

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri