Home

ସଚିନ୍‌ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ

ସିଡ୍‌ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍‌ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍‌ ଖୁବ୍‌ ଶୀଘ୍ର କୋଚ୍‌ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍‌ ଟିମ୍‌ ପକ୍ଷରୁ କୁହାଯାଇଛି ଯେ, ସଚିନ୍‌ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି…

ମାଲେସିଆ ଭାରତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅକ୍ଷମ: ମୋହାତିର୍‌ ମହମ୍ମଦ୍‌

କୁଆଲାଲମ୍ପୁର,୨୧।୧: ଭାରତ ମାଲେସିଆରୁ ପାମ୍‌ ଅଏଲ୍‌ ଆମଦାନୀ କରିବା ଉପରେ କଡ଼ା କଟକଣା ଜାରି କରିଛି। ତେବେ ଏହାକୁ ନେଇ ମାଲେସିଆ ପ୍ରଧାନମନ୍ତ୍ରୀ ମୋହାତିର୍‌ ମହମ୍ମଦ୍‌ ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ଭାରତ ଭଳି ବୃହତ୍‌ ଅର୍ଥବ୍ୟବସ୍ଥା ବିରୋଧରେ ଦୃଢ଼…

କେଜରିଓ୍ବାଲଙ୍କ ବିପକ୍ଷରେ ଲଢିବାକୁ ଭାଜପା ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ସହ ମେଣ୍ଟ କରିବା ପରେ ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥିରେ ଭାଜପା…

ଇଣ୍ଟରନେଟ୍‌ ସର୍ଚ୍ଚରେ ଏକ ନମ୍ବର ସ୍ଥାନରେ ବିରାଟ କୋହଲୀ: ଦ୍ୱିତୀୟ ସ୍ଥାନରେ ଧୋନୀ

ନୂଆଦିଲ୍ଲୀ,୨୧।୧: କ୍ରିକେଟ୍‌ ଖେଳରେ ଶ୍ରେଷ୍ଠତ୍ୱ ଜାରି ରଖିଥିବା ବିରାଟ କୋହଲୀ ଇଣ୍ଟରନେଟ୍‌ ସର୍ଚ୍ଚରେ ମଧ୍ୟ ଏକ ନମ୍ବର ସ୍ଥାନରେ ରହିଛନ୍ତି। ୨୦୧୫ ଡିସେମ୍ବର ରୁ ୨୦୧୯ ଡିସେମ୍ବର ମଧ୍ୟରେ ସର୍ବାଧିକ ୟୁଜର ବିରାଟଙ୍କୁ ସର୍ଚ୍ଚ କରିଛନ୍ତି। ଏନେଇ ହୋଇଥିବା ଏକ ସର୍ଭେ…

୧୨ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ,୨୧।୧(ସ୍ବ.ପ୍ର): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲାରେ ଜମି ହରାଇଥିବା ପ୍ରଜାମାନେ ବଜାର ଦର ଆଧାରରେ କ୍ଷତିପୂରଣ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଛନ୍ତି। କ୍ଷତିଗ୍ରସ୍ତ ପ୍ରଜା ସମିତି ପକ୍ଷରୁ ସକାଳ ୬ଟାରୁ ସହରର ବ୍ରିଜ୍‌ ଛକଠାରେ…

ସିଦ୍ଧି ବିନାୟକ ମନ୍ଦିରକୁ ୧୪ କୋଟି ଟଙ୍କାର ସୁନା ଦାନ କଲେ ଭକ୍ତ

ମୁମ୍ବାଇ,୨୧।୧: ମହାରାଷ୍ଟ୍ରର ସିଦ୍ଧି ବିନାୟକଙ୍କ ମନ୍ଦିରକୁ ଦିଲ୍ଲୀର ଜଣେ ଭକ୍ତ ୩୫ କିଲୋ ଓଜନର ସୁନା ଦାନ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୪ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଇଛି। ସିଦ୍ଧି ବିନାୟକ ମୁମ୍ବାଇର ଧନୀ ମନ୍ଦିର ମଧ୍ୟରେ…

ଆମେରିକା ଦୂତାବାସ ନିକଟରେ ୩ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨୧।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାକର ବାଗଦାଦ୍‌ରେ ଆମେରିକା ଦୂତାବାସ ନିକଟରେ ଥିବା ହାଇ ସିକ୍ୟୁରିଟି ଗ୍ରୀନ୍‌ ଜୋନ୍‌ ଅଞ୍ଚଳରେ ଇରାନ୍‌ ୩ଟି କ୍ଷେପଣାସ୍ତ୍ର ମାଡ଼ କରିଛିି। କ୍ଷେପଣାସ୍ତ୍ର ମାଡ଼ ହେବାରୁ ସମଗ୍ର ଅଞ୍ଚଳରେ ସାଇରନ୍‌…

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

ରଘୁବୀର ମାର୍କେଟରେ ନିଆଁ

ସୁରଟ,୨୧।୧: ଗୁଜରାଟ ସୁରଟର ରଘୁବୀର ମାର୍କେଟରେ ମଙ୍ଗଳବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁକୁ ଲିଭାଇବା ପାଇଁ ୪୦ ଦମକଳ ଗାଡି ଚେଷ୍ଟା ଚଲାଇଥିବା ଜଣାପଡିଛି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି…

୩୪ ବର୍ଷରେ ସୁଶାନ୍ତ ସିଂ: ଅଙ୍କିତାଙ୍କ ପରେ କ୍ରିତି ସେନନ୍‌ଙ୍କ ସହ କରୁଥିଲେ ଡେଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍‌ରେ ଅଙ୍କିତା…

ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୨୧ା୧(ପି.ଟି.): ରାଜନୈତିକ ଦଳଗୁଡିକର ପାଣ୍ଠି ସଂଗ୍ରହ ପାଇଁ ରହିଥିବା ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏଥିସହିତ କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କଠାରୁ ଅଦାଲତ ଜବାବ ଲୋଡ଼ିଛନ୍ତି। ଦୁଇ ସପ୍ତାହ…

୧୦ ଆତଙ୍କବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା,୨୧ା୧(ପି.ଟି.): ୨୦୦୧ ଜାନୁୟାରୀ ୨୦ରେ ବାଂଲାଦେଶରେ କମ୍ୟୁନିଷ୍ଟ ପାର୍ଟିର ଏକ ର଼୍ୟାଲିରେ ବୋମା ବିସ୍ଫୋରଣ ହେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିଲା ଓ ୫୦ ଆହତ ହୋଇଥିଲେ। ଏହି ମାମଲାର ବିଚାର କରି ଢାକା ମେଟ୍ରୋପଲିଟାନ ସେସନ୍ସ କୋର୍ଟ ବେଆଇନ ସଂଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri