Home

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଅଟୋରେ ହୁଣ୍ଡି: ଶହୀଦ ଦିବସରେ ଅଟୋ ଡ୍ରାଇଭର ଟ୍ରଷ୍ଟର ଭିନ୍ନ ପ୍ରୟାସ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ପୁଲଓ୍ବାମା ଶହୀଦଙ୍କ ସ୍ମୃତିରେ ଫେବୃୟାରୀ ୧୪ତାରିଖକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି। ଶୁକ୍ରବାର ଏହି ଦିବସ ପାଳନ ଅବସରରେ ଭାରତ ମହାସଂଘ ଅଟୋ ଡ୍ରାଇଭର ଟ୍ରଷ୍ଟ ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଅସହାୟ ଦିବ୍ୟାଙ୍ଗମାନଙ୍କୁ ସହାୟତା…

ଦ୍ୱିତୀୟ ସୋପାନ ମାନ୍ୟତା ପାଇଁ ସ୍ଥିତି ଜଣାଇଲା ବିଏମ୍‌ସି

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସ୍ବଚ୍ଛ ଭାରତ ମିଶନ ଭଳି ପ୍ରମୁଖ ତଥା ଦୀର୍ଘମିଆଦୀ କାର୍ଯ୍ୟକ୍ରମରେ ସହରାଞ୍ଚଳଗୁଡ଼ିକ ମଧ୍ୟରେ ପ୍ରତିଯୋଗିିତା ଲାଗିରହିଛି। ଭୁବନେଶ୍ୱର ଖୋଲା ମଳତ୍ୟାଗମୁକ୍ତ ସହରର ପ୍ରଥମ ସୋପାନ ଅତିକ୍ରମ କରି ଦ୍ୱିତୀୟ ସୋପାନ ବା ଓଡିଏଫ୍‌ ++ ରେ ନିଜର ସ୍ଥାନ…

ରାସ୍ତା ମଝିରେ ଜଳିଗଲା ବୋଲେରୋ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଇନ୍‌ଫୋସିଟି ଛକ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବୋଲୋରୋ (ଓଡି-୦୨ଏନ୍‌-୦୧୪୩)ରେ ନିଅଁ। ଲାଗିଯାଇଥିଲା। ଫଳରେ ବୋଲେରୋରେ ଥିବା ଡ୍ରାଇଭର ଏବଂ ଜଣେ ଯାତ୍ରୀ ଜୀବନ ବଞ୍ଚାଇବାକୁ ଦୌଡ଼ିି ପଳାଇଥିଲେ। ଏହାପରେ ବୋଲେରୋଟି ହୁତୁହୁତୁ ହୋଇ ଜଳିିଥିଲା। ଖବର…

ଆଞ୍ଚଳିକ ଖାଦ୍ୟ ସହ ଅବଗତ କରାଇବାକୁ ପ୍ରୟାସ

ଭୁବନେଶ୍ୱର, ୧୫।୨ ୧୪ା୨(ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗରସ୍ଥିତ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ, ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧୀନ ୨୧ କେନ୍ଦ୍ରୀୟ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥା ମଧ୍ୟରୁ ଅନ୍ୟତମ। ବିଭିନ୍ନ ରାଜ୍ୟର ଆଞ୍ଚଳିକ ଖାଦ୍ୟ ସମ୍ପର୍କରେ ଅବଗତ କରାଇବାକୁ ସଂସ୍ଥାନ…

ହାତପାହାନ୍ତାରେ ଝୁଲୁଛି ବିପଦ

ଭଦ୍ରକ ଅଫିସ, ୧୫।୨- ଭଦ୍ରକ ଜିଲା ଧାମନଗର ବ୍ଲକ ପଦ୍ମପୋଖରୀ ଛକ ନିକଟରେ ହାତପାହାନ୍ତାରେ ଝୁଲିଛି ବିପଦ। ସତେ ଯେପରି ଯେକୌଣସି ମୁହୂର୍ତ୍ତରେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ୍‌ ତାର ବିପଦକୁ ଚାହିଁ ରହିଛି। ଧାମନଗର ବ୍ଲକର ଭଗବାନପୁର ଏବଂ…

‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ ପରାମର୍ଶ କର୍ମଶାଳା ବାରିପଦାଠାରେ ଅନୁଷ୍ଠିତ ହୋଇଯାଇଛି ା କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିିଭାଗ…

ପୁରୀରେ କାଉ ମଡ଼କ: ବାର୍ଡ ଫ୍ଲୁ ସନ୍ଦେହ

ପୁରୀ ଅଫିସ,୧୫।୨ : ପୁରୀ ସହରରେ କାଉ ମଡ଼କ ଦେଖା ଦେଇଛି। ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହେଉଥିବା ସନ୍ଦେହ କରି ସହରବାସୀ ମଧ୍ୟ ଭୟଭୀତ ହୋଇପଡିଛନ୍ତି। ସୋମବାର ସକାଳେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ (ଡିଇଓ) ସମ୍ମୁଖ ରାସ୍ତାରେ ଦୁଇଟି…

ଜଲିଉଡ ଚନ୍ଦନ ଆୱାର୍ଡ ଉତ୍ସବ: ୧୦୦ କଳାକାର ସମ୍ମାନିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଆଠଦିନ ବ୍ୟାପୀ ଗୀତଗୋବିନ୍ଦ ସଦନରେ ଯାତ୍ରା ଜଗତର କଳାକାରମାନଙ୍କୁ ନେଇ ଆୟୋଜିତ ଜଲିଉଡ୍‌ ଚନ୍ଦନ ଆୱାର୍ଡ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ୧୦୦ରୁ ଉର୍ଦ୍ଧ୍ୱ କଳାକାରମାନଙ୍କୁ ଚନ୍ଦନ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ ୫୦୦ରୁ ଊର୍ଦ୍ଧ୍ୱ…

ଜମି ଚିହ୍ନଟ ଦାବିରେ ଆର୍‌ଆଇ ଅଫିସ୍‌ ଘେରିଲେ ଭୂମିହୀନ

ବାଲେଶ୍ୱର ଅଫିସ, ୧୫।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ହିଡ଼ିଗାଁ ପଞ୍ଚାୟତରେ ଥିବା ଭୂମିହୀନମାନେ ୫ବର୍ଷ ପୂର୍ବରୁ ଚିହ୍ନଟ ହୋଇ ଚାନ୍ଦିପୁର ଆର୍‌ଆଇ ଅଫିସରୁ ପଟ୍ଟା ପାଇଥିଲେ। ପଟ୍ଟା ପାଇଥିବା ଭୂମିହୀନମାନେ ନିଜର ଜମି ଚିହ୍ନଟ ଦାବିରେ ଶୁକ୍ରବାର ଘେରାଉ କରିଥିଲେ।…

ଏସ୍‌ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ

କଟକ ଅଫିସ,୧୫।୨: କଟକ ଏସ୍‌ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଉଥିବା…

୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ

ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର ଓ…

ବୀର ଯବାନଙ୍କୁ ମନେପକାଇଲେ ବିରୋଧୀ ଗୋଷ୍ଠୀ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): କେତେବେଳେ ବିଛୁଆତି, ବାଇଡଙ୍କ ଲଗାଇ ତ କେତେବେଳେ ରାଖୀ ବାନ୍ଧି ଭାଲେଣ୍ଟାଇନ୍ସ ଡେ’ରେ ପାର୍କ, ସିନେମା ହଲ୍‌ ଏବଂ ଶପିଂ ମଲ୍‌ରେ ପହଞ୍ଚି ପ୍ରେମୀଯୁଗଳଙ୍କୁ ବିଭିନ୍ନ ଉପାୟରେ ହଇରାଣ ହରକତ କରୁଥିବା ଗୋଷ୍ଠୀଗୁଡ଼ିକ ଏଥର କିନ୍ତୁ ନିଆରାଭାବେ ଦିନଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?