ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ ରୁହନ୍ତି। ଶୁକ୍ରବାର ଶଙ୍କର୍ଷଣ ମା’ ରୁକ୍ମଣୀ ନାୟକ(୭୫)ଙ୍କୁ ମଦ ପିଇବା ପାଇଁ ୧୦୦…
ହୋଇପାରିଲାନି ଫାର୍ମଗେଟ୍ ବସ୍ତି ଉଚ୍ଛେଦ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ହୋଇପାରିଲାନି ଫାର୍ମଗେଟ୍ ବସ୍ତି ଉଚ୍ଛେଦ। ରବିବାର ବସ୍ତି ଉଚ୍ଛେଦ ପାଇଁ ଯାଇଥିବାବେଳେ ବସ୍ତିବାସିନ୍ଦାମାନେ ପୋଲିସ ଓ ଏନ୍ଫୋର୍ସମେଣ୍ଟ୍ ଟିମ୍କୁ ବିରୋଧ କରିବାରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଡିଏ ଓ ବିଏମ୍ସିର ବରିଷ୍ଠ ଅଧିକାରୀଙ୍କ ବୁଝାଶୁଝା ସତ୍ତ୍ୱେ ବସ୍ତିବାସିନ୍ଦା ନିଜ…
ଆଜି ‘ପରୀକ୍ଷା ପେ ଚର୍ଚ୍ଚା’
ନୂଆଦିଲ୍ଲୀ,୨୦ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ବୋର୍ଡ ଓ ପ୍ରବେଶିକା ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ସୋମବାର ଆଲୋଚନା କରିବେ। ପିଲାମାନେ କିପରି ସହଜରେ ପରୀକ୍ଷା ଦେଇପାରିବେ ସେ ନେଇ ମୋଦି ତାଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’…
ଶ୍ରୀଲିଙ୍ଗରାଜ ମନ୍ଦିର: କାମରେ ଲାଗୁନି ପାଦ ଚଲା ପଥ
ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗର ତରବରିଆ ଏବଂ ଖାମଖିଆଲ କାର୍ଯ୍ୟ ନେଇ ବହୁ ଯୋଜନା ସଫଳ ରୂପାୟନ ହେଉ ନ ଥିବା ଅଭିଯୋଗ ହେଉଛି। ଆମସାର ଆକ୍ଟ ଉଲ୍ଲଂଘନ କରି ବ୍ୟାଖ୍ୟାନ କେନ୍ଦ୍ର, ଟୁରିଷ୍ଟ ଶେଡରେ କୋଟି କୋଟି ଟଙ୍କା…
ଅପହୃତ ୧୯ ଭାରତୀୟ ମୁକୁଳିଲେ
ଅବୁଜା,୨୦ା୧(ପି.ଟି.): ଗତମାସରେ ଆଫ୍ରିକାର ପଶ୍ଚିମ ଉପକୂଳ ନିକଟବର୍ତ୍ତୀ ସମୁଦ୍ରରେ ଏକ ଜାହାଜରୁ ଅପହୃତ ହୋଇଥିବା ୧୯ ଜଣ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ପଣବନ୍ଦୀ ଥିବାବେଳେ ଜଣକର ମୃତ୍ୟୁ ଘଟିଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଡିସେମ୍ବର ୧୫ରେ ଏମ୍ଟି ଡ୍ୟୁକ୍ ନାମକ…
‘ସାମ୍ବିଧାନିକ ଘୋଷଣା ହେଲେ ସିଏଏକୁ ରାଜ୍ୟ ବିରୋଧ କରିବା ସମସ୍ୟା ହେବ’
ନୂଆଦିଲ୍ଲୀ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପ୍ରତ୍ୟାହାର ପାଇଁ ସଂକଳ୍ପନାମା ଗୃହୀତ କରାଇବା ପ୍ରତି ରାଜ୍ୟ ବିଧାନସଭାର ସାମ୍ବିଧାନିକ ଅଧିକାର। ତେବେ ଯଦି ସୁପ୍ରିମକୋର୍ଟ ଏହି ଆଇନକୁ ସାମ୍ବିଧାନିକ ଘୋଷଣା କରନ୍ତି ତେବେ ଏହାକୁ ବିରୋଧ କରିବା ରାଜ୍ୟଗୁଡ଼ିକ ପାଇଁ ସମସ୍ୟା ହେବ…
ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ…
ସିଏଏ ଅନାବଶ୍ୟକ, କିନ୍ତୁ …
ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କହିଛନ୍ତି। ତେବେ ଏଭଳି ଆଇନର ଆବଶ୍ୟକତା ନ ଥିଲା ବୋଲି ସେ ମତ ଦେଇଛନ୍ତି। ସିଏଏ…
ଚିଲିକାରେ ଗଣା ହେଲେ ଡଲଫିନ୍
ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ ମୋଟରବୋଟ ସଂଘର କର୍ମଚାରୀ, ସ୍ବେଚ୍ଛାସେବୀ ସଂଗଠନର ମିଳିତ ଉଦ୍ୟମରେ ଏହି ଗଣନା କାର୍ଯ୍ୟ…
କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ନିଶ୍ଚିତ ହେବ ବୋଲି କହିଲେ ପ୍ରଦୀପ
ଭୁବନେଶ୍ୱର,୨୦।୧(ବ୍ୟୁରୋ): କଂଗ୍ରେସରେ ସଭାପତି ପଦରେ ପରିବର୍ତ୍ତନକୁ ନେଇ ବାଦ ବିବାଦ ଲାଗି ରହିଛି। ଏହାସହ ଛାତ୍ର, ଯୁବ ସଭାପତି ପଦକୁ ନେଇ ମଧ୍ୟ ସମାନସ୍ଥିତି ରହିଛି। ଏଭଳି ବିବାଦ ଚାଲିଥିବା ବେଳେ କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ଗତ ଶୁକ୍ରବାର ବାଉନ୍ସର ପ୍ରବେଶ…
ଲୋକଙ୍କ ଅର୍ଥରେ ଆତ୍ମପ୍ରଚାର ମନା
ନୂଆଦିଲ୍ଲୀ, ୨୦।୧: (ଆଇଏଏନ୍ଏସ୍): ଜନସାଧାରଣଙ୍କ କଷ୍ଟ ଉପାର୍ଜିତ ଧନକୁ ବ୍ୟବହାର କରି ରାଜ୍ୟ ସରକାରଗୁଡ଼ିକ ବିଜ୍ଞାପନ ଜରିଆରେ ଆତ୍ମପ୍ରଚାର କରିପାରିବେ ନାହିଁ। ଶାସକ ଦଳର ନେତାମାନେ ରାଜକୋଷରୁ ଅର୍ଥ ଉଠାଇ ଗଣମାଧ୍ୟମରେ ବିଜ୍ଞାପନ ଦେଉଥିବା ନେଇ ଅଭିଯୋଗ ଆସିବା ପରେ ସୁପ୍ରିମକୋର୍ଟଙ୍କ…
କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ
କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…
Archives


