ସୁନାବେଶରେ ଦର୍ଶନ ଦେଲେ ମା’
କେନ୍ଦୁଝର,୧୪।୪, (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଘଟଗାଁର ମା’ ତାରିଣୀ ପୀଠରେ ପଣା ସଂକ୍ରାନ୍ତି ଧୁମ ଧୁମ ଧାମରେ ପାଳନ ହେଉଛି। ସକାଳୁ ସକାଳୁ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବର ଶେଷ ଦିନରେ ପ୍ରବଳ ଭକ୍ତଙ୍କ ଭିଡ ଜମୁଛି। ମା’ଙ୍କ ସୁନା…
ସମୁଦ୍ରରେ ଚାଲୁଥିଲା ନିଶାର ଭୟଙ୍କର ଖେଳ! ୧୮୦୦ କୋଟିର ମାଲ ଦେଖି ଚମକି ପଡିଲା କୋଷ୍ଟଗାର୍ଡ
ନୂଆଦିଲ୍ଲୀ,୧୪।୪: ଭାରତର ଯୁବ ପିଢ଼ି ଏବଂ ଅର୍ଥନୀତିକୁ ନଷ୍ଟ କରିବା ପାଇଁ ଦେଶର ଶତ୍ରୁମାନେ ନିରନ୍ତର ଅନେକ ପ୍ରକାରର ଷଡ଼ଯନ୍ତ୍ର ରଚନା କରୁଛନ୍ତି। ଏହି ଷଡ଼ଯନ୍ତ୍ରଗୁଡ଼ିକରେ ନାର୍କୋଟିକ୍ସ କିମ୍ବା ଡ୍ରଗ୍ସର ଚୋରା ଚାଲାଣ ସମେତ ବିଭିନ୍ନ କାର୍ଯ୍ୟକଳାପ ଜଡିତ। ଭାରତୀୟ ଏଜେନ୍ସିଗୁଡ଼ିକ…
ତିରୁମାଲା ମନ୍ଦିରରେ ସବୁ କେଶ ଦାନ କଲେ ଉପ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ, ଜାଣନ୍ତୁ କ’ଣ ରହିଛି କାରଣ
ଅମରାବତି,,୧୪।୪: ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ପତ୍ନୀ ଆନ୍ନା କୋନିଡେଲା ରବିବାର ତିରୁମାଲା ମନ୍ଦିରରେ ତାଙ୍କର ସମସ୍ତ କେଶ ଅର୍ପଣ କରିଛନ୍ତି। ମନ୍ଦିରରେ ତାଙ୍କ କେଶ ଲଣ୍ଡା ହେଉଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉପମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ତାଙ୍କ…
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି…
ୟୁକ୍ରେନ ଉପରେ ଚଳିତ ବର୍ଷର ସବୁଠାରୁ ବଡ଼ ଆକ୍ରମଣ କଲା ରୁଷିଆ
କ୍ୱିଭ,୧୪।୪: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ରବିବାର ୟୁକ୍ରେନର ସୁମି ସହରରେ ଚର୍ଚ୍ଚ ପ୍ରାର୍ଥନା ସମୟରେ ରୁଷୀୟ କ୍ଷେପଣାସ୍ତ୍ରଗୁଡ଼ିକ ଧ୍ୱଂସଲୀଳା ସୃଷ୍ଟି କରିଥିଲା। ଏହି ଆକ୍ରମଣରେ ୩୪ ଜଣ ପ୍ରାଣ ହରାଇଥିଲେ, ସେମାନଙ୍କ ମଧ୍ୟରେ ଦୁଇଜଣ…
ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ
ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି।…
ଟାରିଫକୁ ନେଇ ଟ୍ରମ୍ପ ନେଲେ ୟୁ ଟର୍ଣ୍ଣ, ଚାଇନା କହିଲା ବାଘ ବେକରେ ଲାଗିଛି ଘଣ୍ଟି…ସେ ଖୋଲିପାରିବ ଯିଏ ୟାକୁ ବାନ୍ଧିଛି
ବେଜିଂ,୧୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ ଉପରେ ୟୁ-ଟର୍ଣ୍ଣ ନେଇଛନ୍ତି। ସେ କହିଥିଲେ ଯେ ଅନୁଚିତ ବାଣିଜ୍ୟ ସନ୍ତୁଳନ ପାଇଁ କୌଣସି ଦେଶକୁ ଛାଡ ଦିଆଯାଇନାହିଁ। ଶୁକ୍ରବାର କୌଣସି ଶୁଳ୍କ ଛାଡ଼ ଘୋଷଣା କରାଯାଇ ନାହିଁ। ଆମେରିକାର…
ଟାରିଫ୍ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍ ଉପଭୋକ୍ତା
ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍ ଟାରିଫ୍ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ ୩.୪୦ଟଙ୍କା…
ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍
ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍ ଚେନାବ ବ୍ରିଜ୍ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ ଜମ୍ମୁ…
ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ
ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ ଜବତ କରିଛି ଜଙ୍ଗଲ ଓ ପରିବେଶ ବିଭାଗ । ଘଞ୍ଚ ଜଙ୍ଗଲ ମଧ୍ୟରେ…
ନବୀନ ପଟ୍ଟନାୟକଙ୍କ ଟୁଇଟ୍ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ
ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…
ପଳାଅ ନ ହେଲେ ଜେଲ
ଓ୍ବାଶିଂଟନ୍,୧୪ା୪: ଆମେରିକାରେ ବିନା ପଞ୍ଜୀକରଣରେ ୩୦ ଦିନରୁ ଅଧିକ ସମୟ ଧରି ବସବାସ କରୁଥିବା ବିଦେଶୀ ନାଗରିକଙ୍କୁ ଟ୍ରମ୍ପ୍ ପ୍ରଶାସନର ନୂଆ ଛାଟ। ଏଣିକି ଏଭଳି ବିଦେଶୀମାନେ ଆମେରିକା ଛାଡ଼ି ପଳାଇବେ ନଚେତ୍ ସେମାନଙ୍କୁ ଜେଲ ଯିବାକୁ ପଡ଼ିବ ବୋଲି ଦେଶର…
Archives


