ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ
ଢେଙ୍କାନାଳ ଅଫିସ, ୧୬।୧୧ – ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି। ଦାବିପୂରଣ ନ ହେଲେ ଆସନ୍ତା ୨୦ ତାରିଖରୁ ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ…
କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ
ଭୁବନ, ୧୬।୧୧(ଡି.ଏନ୍.ଏ.) – ଭୁବନ ଏନ୍ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ…
ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ
ଜଗତ୍ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍ ଟନ୍ (ଏମ୍ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍ ମୋଟ…
ବିଗ୍ ବଜାର ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ
ଭୁବନେଶ୍ୱର,୧୬-୧୧(ବ୍ୟୁରୋ): ବିଗ୍ ବଜାର ଏବଂ ଏଫ୍ବିବି ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ ହୋଇଯାଇଛି। ଶିଶୁ ଦିବସ ଅବସରରେ ମୌଳିକ ସୁବିଧାରୁ ବଞ୍ଚିତ ଛୋଟ ଛୋଟ ପିଲାଙ୍କ ମୁହଁରେ ଖୁସି ଆଣିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବିଗ୍ ବଜାର ପକ୍ଷରୁ ସୂଚନା…
ଟ୍ରାଫିକ୍ ସମସ୍ୟା, ବିଏମ୍ସିର ଜବରଦଖଲ ଉଚ୍ଛେଦ
ବ୍ରହ୍ମପୁର ଅଫିସ,୧୬ା୧୧-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଏମ୍ସି ଏନ୍ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍ ପୂର୍ବାହ୍ନରେ ପୁରୁଣା ବସ୍ଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ ଓ ଗାନ୍ଧୀନଗର ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ…
ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ
ଜଗତ୍ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…
ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ
ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ…
ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ
ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା…
କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍
ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ସଫେଇ ଦିଆଯାଉଛି। ଏହି ଜିଲାର ଆନନ୍ଦପୁର ବନ୍ୟପ୍ରାଣୀ…
ପଲିଥିନ୍ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ
ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ।…
ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ
କପ୍ତିପଦା,୧୬ା୧୧(ଡି.ଏନ୍.ଏ.)- କପ୍ତିପଦା ବ୍ଲକ୍ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବୁଲବୁଲ ବାତ୍ୟା ପରେ ହାତୀ ଫସଲ ନଷ୍ଟ କରିବା…
ପିଏକ୍ସଇର ପ୍ରତିଷ୍ଠା ସମାରୋହ
ବାଲେଶ୍ୱର ଅଫିସ,୧୬।୧୧-ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ(ପ୍ରୁଫ୍ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ)ର ୧୨୫ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଦତ୍ତାତ୍ରୋୟ କ୍ରିଷ୍ଣାକାନ୍ତ ଯୋଶୀ ଉତ୍ସବକୁ ଉଦ୍ଘାଟନ କରି ଦେଶର ପ୍ରତିରକ୍ଷା କ୍ଷେତ୍ରରେ ପିଏକ୍ସଇର…
Archives


