କଳାପଟି ପିନ୍ଧି ଖେଳୁଛନ୍ତି ଭାରତୀୟ ଖେଳାଳି
ବେଙ୍ଗାଲୁରୁ,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଖେଲାଳିମାନେ କଳାପଟି…
ଶିରିଡି ବନ୍ଦ: ସୋମବାର ବୈଠକ ଡାକିଲେ ଉଦ୍ଧବ
ମୁମ୍ବାଇ,୧୯।୧: ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦେଇଥିବା ବୟାନକୁ ବିରୋଧ କରି ରବିବାର ଶିରିଡି ବନ୍ଦ ପାଳନ କରାଯାଇଥିଲା। ଶିରିଡି ରାସ୍ତାରେ ନା ଚାଲିଥିବା ଗାଡି ମଟର ନା ଖୋଲା ଥିଲା ଦୋକାନ ବଜାର। ବନ୍ଦ ଶାନ୍ତି…
ଅଷ୍ଟ୍ରେଲିଆ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି: ସ୍ମିଥ୍, ଲାବୁସେନଙ୍କ ଅର୍ଦ୍ଧଶତକ
ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍ ଚାଲିଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳ ୩୦ ଓଭର ବ୍ୟାଟିଂ କରି…
ଜମ୍ମୁ-କଶ୍ମୀରରେ ଖରାପ ଫିଲ୍ମ ଦେଖିବା ପାଇଁ ବ୍ୟବହୃତ ହେଉଛି ଇଣ୍ଟରନେଟ୍: ନୀତି ଆୟୋଗ ସଦସ୍ୟ
ନୂଆଦିଲ୍ଲୀ,୧୯।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଥିଲା। ଏହା ଦ୍ୱାରା ସ୍ଥାନୀୟ ଅର୍ଥ ବ୍ୟବସ୍ଥା ଉପରେ କୌଣସି ପ୍ରଭାବ ପଡ଼ି ନ ଥିବା ନୀତି ଆୟୋଗ ସଦସ୍ୟ ଭିି.କେ. ସାରସ୍ବତ କହିଛନ୍ତି। ଏଠାରେ ଇଣ୍ଟରନେଟ୍ର ବ୍ୟବହାର…
ନଦୀରେ ପାଣି ନାହିଁ ରହିଛି ପଥର !
ମସ୍କୋ: ନଦୀରେ ସାଧାରଣତଃ ପାଣି ପ୍ରବାହିତ ହୋଇଥାଏ। ତେବେ ନଦୀ ଶଯ୍ୟାରେ ଦୀର୍ଘ ୬ କିମିରୁ ଅଧିକ ବାଟ ପଥର ଭରି ରହିଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ରୁଷିଆରେ ଏଭଳି ନଦୀ ରହିଛି। ଲୋକେ ଏହାକୁ ଷ୍ଟୋନ୍ ରିଭର କୁହନ୍ତି।…
ଖଟିଆରେ ବୁହାହେଲେ ଗର୍ଭବତୀ: ସାଧାରଣରେ ଅସନ୍ତୋଷ
ବିଜେପୁର,୧୯।୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କନଡିହି ଗ୍ରାମକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତାରେ କଲଭର୍ଟ କାମ ଚାଲିଥିବାରୁ ରବିବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହିନେବାକୁ ପଡ଼ିଥିବା ଅଭିଯୋଗ ହୋଇଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।…
ପୋଲିଓ ବୁନ୍ଦା ଖାଇଲେ ଶିଶୁ
ଚନ୍ଦ୍ରଗିରି,୧୯।୧(ଡି.ଏନ୍.ଏ.): ସମଗ୍ର ଭାରତକୁ ପୋଲିଓମୁକ୍ତ କରିବା ଉଦ୍ଦେଶ୍ୟରେ ଜନ୍ମରୁ ପାଞ୍ଚ ବର୍ଷ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଯାଉଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲା ମୋହନା ଅଞ୍ଚଳରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୋଲିଓ କେନ୍ଦ୍ରଗୁଡ଼ିକରେ ରବିବାର ଶିଶୁମାନଙ୍କୁ ପୋଲିଓ ବୁନ୍ଦା ଦିଆଯାଇଛି।…
ଦେଶର ଅର୍ଥ ବ୍ୟବସ୍ଥାକୁ ଖରାପ କରିବା ପାଇଁ ମଧ୍ୟ ବୁଦ୍ଧି ଆବଶ୍ୟକ: ସୁବ୍ରମଣ୍ୟମ୍ ସ୍ବାମୀ
ନୂଆଦିଲ୍ଲୀ,୧୯।୧: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା ଜାରି ରହିଛି। ତେବେ ଭାଜପା ସଦସ୍ୟ ସୁବ୍ରମଣ୍ୟମ୍ ସ୍ବାମୀ ଦେଶରେ ଲାଗି ରହିଥିବା ଆର୍ଥିକ ମାନ୍ଦାବସ୍ଥା ନେଇ ସରକାରଙ୍କୁ ବ୍ୟଙ୍ଗ କରିଛନ୍ତି। ସେ…
ଟ୍ରେନ୍ରେ ଛାଡ଼ିଥିବା ୪ ଲକ୍ଷ ୫୦ ହଜାର ଟଙ୍କା ଫେରିପାଇଲେ ବ୍ୟକ୍ତି
ରାୟଗଡ଼ା ଅଫିସ,୧୯।୧: ବିଶାଖାପାଟନମ୍ରୁ ରାୟଗଡ଼ା ଅଭିମୁଖେ ଶେଖ୍ ୟାସୋଦିନ୍ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସମତା ଏକ୍ସପ୍ରେସରେ ତାଙ୍କର ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗ ଦେବା ପାଇଁ ଆସୁଥିଲେ। ତାଙ୍କ ବନ୍ଧୁ ତାଙ୍କୁ କିଛି ଟଙ୍କା ଧାରସୂତ୍ରରେ ମାଗିଥିବାରୁ…
୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ
ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି।…
ଘନ କୁହୁଡ଼ି: ଦୁଇ ଡଙ୍ଗା ମଧ୍ୟରେ ଧକ୍କା, ଅଳ୍ପକେ ବର୍ତ୍ତିଲେ ୧୮ ମତ୍ସ୍ୟଜୀବୀ
ଗୋପାଳପୁର,୧୯।୧(ଡି.ଏନ୍.ଏ.): କିଛିଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଘନକୁହୁଡ଼ି ଦେଖାଦେଉଛି। ଏହି କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ଗୋପାଳପୁର ସମୁଦ୍ର ମଝିରେ ଦୁଇ ଡଙ୍ଗା ମଧ୍ୟରେ ଧକ୍କା ହୋଇ ଲକ୍ଷାଧିକ ଟଙ୍କାର ଜାଲ, ଡଙ୍ଗା ଓ ମୋଟର ନଷ୍ଟ ହୋଇଥିବା ବେଳେ…
ଧୁଷୂରୀ ପଞ୍ଚାୟତ ପୂର୍ବତନ ସରପଞ୍ଚଙ୍କ ପରଲୋକ
ଧାମନଗର,୧୯।୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ଦାସଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଶୁକ୍ରବାର ସନ୍ଧ୍ୟାରେ ଅଜୟ ୟୁକୋ ବ୍ୟାଙ୍କରୁ ଫେରୁଥିବା ବେଳେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର…
Archives


