Home

ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଛି ଆଇଏସ୍‌ଆଇ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୯।୧: ଆଗକୁ ଗଣତନ୍ତ୍ର ଦିବସ। ଏହା ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଅଲ-ବଦ୍ର ଆତଙ୍କବାଦୀ ସଂଗଠନ ସହାୟତାରେ ଏଭଳି ଆକ୍ରମଣ କରିବା ଲାଗି ଆଇଏସ୍‌ଆଇ ବ୍ଲୁପ୍ରିଣ୍ଟ୍‌…

୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ

ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା ଖାରଜ ହୋଇଛି। ତେବେ ଇତିମଧ୍ୟରେ ପଓ୍ବନ ଗୁପ୍ତା ମାମଲା ଦାଏର ସମୟରେ ସେ ନାବାଳକ…

ବଳଶାଳୀ ବିଲ୍‌ଡରଙ୍କ ବଡ଼ କାରନାମା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବେଖାତିର, ପୁଣି ଜବରଦଖଲ ଉଦ୍ୟମ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ଏବେ ଜମି ଦର ଆକାଶଛୁଆଁ। ଜଣେ ସାଧାରଣ ବର୍ଗର ଲୋକ ପାଇଁ ଭୁବନେଶ୍ୱରରେ ଜମି କିଣିବା ସ୍ବପ୍ନ। ଏପରି ସ୍ଥଳେ କେତେକ ଅସାଧୁ ଅଫିସରଙ୍କ ସହାୟତାରେ ଜାଲ ନକ୍ସା ତିଆରି କରି ଏକରରୁ ଊର୍ଦ୍ଧ୍ୱ ଜଳାଶୟ ଜମି ଓ…

ଜିଲାସ୍ତରୀୟ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ: ୩୫୨୫୮୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ବ୍ରହ୍ମପୁର,୧୯।୧: ଜିଲାସ୍ତରୀୟ ପଲସ ପୋଲିଓ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଯାଇଛି। ସିଟି ହସ୍ପିଟାଲ ପରିସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ(ସିଡିଏମ୍‌ପିଏଚଓ) ଡା. ବିଜୟ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ…

ଜଳ-ଜୀବନ-ସବୁଜିମା ସଚେତନତା: ତିଆରି ହେଲା ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ

ପାଟନା,୧୯।୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାରଙ୍କ ପକ୍ଷରୁ ରବିବାର ଏକ ନିଆରା କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ ବିବାହକୁ ବିରୋଧ କରି ରାଜ୍ୟବ୍ୟାପି ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ…

ମୁମ୍ବାଇ ମାରାଥନରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୯।୧: ରବିବାର ସକାଳେ ଡ୍ରିମ୍‌ ରନ୍‌ ମୁମ୍ବାଇ ମାରାଥନ ଆରମ୍ଭ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଥିଲେ। ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହର ସହ ଏଥିରେ ଦୌଡୁଥିବା ଦେଖାଯାଇଥିଲା। ଏହି ସମୟରେ ୬୪ ବର୍ଷୀୟ ଜଗାନନ ମାଲଜାଲକରଙ୍କ ହୃଦ୍‌ଘାତରେ…

ଗଛରେ ପିଟିହେଲା ଟ୍ୟାଙ୍କର

ମାଧପୁର,୧୯।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲିକ ବ୍ଲକ ଅନ୍ତର୍ଗତ ଲାଉପାଳ ଭଗାମୁଣ୍ଡା ଛକ ନିକଟ ଶନିବାର ବିଳମ୍ବିତ ରାତିରେ ଏକ ଆମ୍ବଗଛରେ ଟ୍ୟାଙ୍କର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେଇଛି। ସୂଚନାଯୋଗ୍ୟ, ଗାଡ଼ିଟି ବୌଦ୍ଧରୁ ଆଠମଲିକ ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ…

ର଼୍ୟାମ୍ପ୍‌ରେ ଚାଲିବେ କୁକୁର: ୪୦ ଦେଶୀ-ବିଦେଶୀ ପ୍ରଜାତି ହେବେ ସାମିଲ୍‌

ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍‌ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ ନିଆରା ଶୋ ଆୟୋଜିତ ହେବାକୁ ଯାଉଛି। ସ୍ଥାନୀୟ ଦଶହରା ପଡ଼ିଆରେ ରାଜସ୍ଥାନ କେନଲ କ୍ଲବ୍‌…

ପାକିସ୍ତାନ ପାଇଁ ଗୁପ୍ତଚରୀ: ୯ ବର୍ଷରେ ୩୨ ସେନା ଓ ବିଏସ୍‌ଏଫ୍‌ ଯବାନ ଗିରଫ

ଯୋଧପୁର,୧୯।୧: ଗତ ୯ ବର୍ଷରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଭାରତର ୩୨ ସେନା ଓ ବିଏସ୍‌ଏଫ୍‌ ଯବାନଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୦୧୯ରେ ସର୍ବାଧିକ ୧୩ଙ୍କୁ ଏହି ଅଭିଯୋଗରେ ଗିରଫ କରାଯାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି।…

ମୁମ୍ବାଇ ମାରାଥନରେ ଭାଗନେଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୧୯।୧: ରବିବାର ସକାଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ୧୭ତମ ମୁମ୍ବାଇ ମାରାଥନକୁ ପତାକା ଦେଖାଇ ଆରମ୍ଭ କରିଛନ୍ତି। ଏହି ଡ୍ରିମ୍‌ ରନ୍‌ରେ ଯୋଗ ଦେବାକୁ ବହୁ ସଂଖ୍ୟକ ପ୍ରତିଯୋଗୀ ପହଞ୍ଚିଥିବା ଦେଖାଯାଇଛି। ପିଲାମାନଙ୍କ ସହ ବଲିଉଡ୍‌ ଅଭିନେତା ରାହୁଲ ବୋଷ,…

ଶବାନାଙ୍କ ଡ୍ରାଇଭରଙ୍କ ନାଁରେ ଆସିଲା ଅଭିଯୋଗ

ମୁମ୍ବାଇ,୧୯।୧: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଶନିବାର ଏକ କାର୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଖବର ମିଳିଥିଲା। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ ହୋଇଥିଲେ। ହେଲେ କାର୍‌ରେ ତାଙ୍କ ସହ ଥିବା ତାଙ୍କ ସ୍ବାମୀ ଜାଭେଦ ଅଖତର ଅଳ୍ପକେ…

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସ୍ତ୍ରୀ ଦୀପାଳି ଇତିମଧ୍ୟରେ ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ୭୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri