ସାଇବାବାଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ
ଶିରିଡି,୧୯।୧: ଆଜି ଶିରିଡି ବନ୍ଦ ଥିବା ବେଳେ ସାଇବାବାଙ୍କ ମନ୍ଦିର କିନ୍ତୁ ଖୋଲା ରହିଛି। ସକାଳୁ ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ମନ୍ଦିରରେ ଧାଡିରେ ଠିଆ ହୋଇଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶିରିଡି ସାଇବାବାଙ୍କ ଜନ୍ମସ୍ଥାନ ନୁହେଁ ବୋଲି…
ଭାଇଚାରାର ବାର୍ତ୍ତା ନେଇ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଲେ
ଅଜମେର,୧୯।୧: ଦେଶରେ ସାମ୍ପ୍ରଦାୟିକ ସଦ୍ଭାବ ଏବଂ ଭାଇଚାରା ଜାରି ରଖିବା ପାଇଁ ଅଜମେରର ସୁଫିଆ ଖାଁ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ସୁଫିଆ ୧୦୦ ଦିନରେ ୪ ହଜାର ୩୫ କିମି ଦୌଡ଼ିବା ଲାଗି ଯୋଜନା କରିଥିଲେ। ତେବେ ୮୭ ଦିନରେ…
ପୋଲିସ ସମ୍ମୁଖରେ ପଞ୍ଜାବୀ ଯୁବକଙ୍କୁ ଆକ୍ରମଣ ଘଟଣା: ୩୦୭ ଦଫା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବେ ପରବିନ୍ଦର
ଭୁବନେଶ୍ୱର,୧୯।୧(ବ୍ୟୁରୋ)- ପଞ୍ଜାବୀ ଯୁବକ ପରବିନ୍ଦର ସିଂ ପାଲ୍ଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଘଟଣାକୁ ନେଇ ସମାଲୋଚନାର ଶିକାର ହୋଇଛି କମିଶନରେଟ ପୋଲିସ। କୋହଳ ଦଫା ଲଗାଯିବାରୁ ଗିରଫ ୩ ଅଭିଯୁକ୍ତ ଦୀପକ ଜେନା, ଶଙ୍କର ରାଉତ ଓ ଦୀପକ ମହାନ୍ତି…
୧୩୫ କିଲୋ ଓଜନର ଆଇଏସ୍ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା
ମୋସୁଲ୍,୧୯।୧: ଇରାକର ମୋସୁଲ୍ଠାରୁ ଆଇଏସ୍ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ କରିବା ପରେ କିଭଳି ଜେଲ୍କୁ ନିଆଯିବ ସେ ନେଇ ସ୍ଥାନୀୟ ପୋଲିସ ଚିନ୍ତାରେ ପଡ଼ିଥିଲା।…
କଣ୍ଟାକ୍ଟ ଲେନ୍ସ୍ରେ ଜିପିଏସ୍: ହାର୍ଟ ବିଟ୍ ହେବ ଦେଖି
କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍ ତିଆରି କରାଯାଇଛି। ଏଥିରେ ଜିପିଏସ୍ ଜ୍ଞାନକୌଶଳକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ଆଖିରେ ଲଗାଇଲେ…
ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍ ପଠାଇଲେ ସଚିନ ତେନ୍ଦୁଲକର
ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍ ପଠାଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ମଡ୍ଡାରାମ କବାସୀ। ମଡ୍ଡାରାମ ହ୍ବିଲ୍ଚେୟାର କ୍ରିକେଟ ଖେଳୁଥିବାର ଏକ ଭିଡ଼ିଓ…
ଭାଜପା କର୍ମୀଙ୍କ ଉପରେ ପୋଲିସର ଲାଠିମାଡ଼
କୋଲକାତା,୧୮ା୧(ଏଆଇଏନ୍ଏସ୍): ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ଅନ୍ତର୍ଗତ ନନ୍ଦିଗ୍ରାମରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ଶନିବାର ଶୋଭାଯାତ୍ରା ବାହାର କରିଥିବା ଭାଜପା କର୍ମୀଙ୍କ ଉପରେ ପୋଲିସ ଲାଠିମାଡ଼ କରିଛି। ରାଜ୍ୟ ଭାଜପା ସଭାପତି ଦିଲୀପ ଘୋଷଙ୍କ ନେତୃତ୍ୱରେ ଏହି ର଼୍ୟାଲି…
୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ମୁମ୍ବାଇ,୧୯।୧(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶନିବାର ୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ଏଏପି ନେତା ଆଳକା ଲାମ୍ବା ଚାନ୍ଦ୍ନୀଚୌକ, ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ କୀର୍ତ୍ତି ଆଜାଦ୍ଙ୍କ ସ୍ତ୍ରୀ ପୁନମ୍ ସଙ୍ଗମବିହାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ…
‘ଭଗବାନ କହିଲେ ବି କ୍ଷମାଦେବିନି’
ନୂଆଦିଲ୍ଲୀ,୧୯ା୧(ପି.ଟି.): ଦିଲ୍ଲୀର ପାରାମେଡିକାଲ ଛାତ୍ରୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀମାନଙ୍କୁ କ୍ଷମା କରିଦେବା ପାଇଁ ବରିଷ୍ଠ ଆଇନଜୀବୀ ଇନ୍ଦିରା ଜୟସିଂ କରିଥିବା ଅନୁରୋଧକୁ ନିର୍ଭୟାର ମାଆବାପା ଅଗ୍ରାହ୍ୟ କରିଦେଇଛନ୍ତି। ଭଗବାନ କହିଲେ ବି ସେ କ୍ଷମା ଦେବେନାହିଁ…
ଦୈନିକ ଆତ୍ମହତ୍ୟା କରୁଛନ୍ତି ୩୫ ବେକାର
ନୂଆଦିଲ୍ଲୀ,୧୯ା୧(ପି.ଟି.): ଦେଶରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ୨୦୧୮ରେ ଦୈନିକ ହାରାହାରି ୩୫ ଜଣ ବେରୋଜଗାରୀ ଓ ୩୬ଜଣ ଆତ୍ମନିଯୁକ୍ତି ପାଇଥିବା ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିବର୍ଷ ମୋଟ ୨୬,୦୮୫ ଜଣ ବେରୋଜଗାରୀ ଓ ଆତ୍ମନିଯୁକ୍ତ ବ୍ୟକ୍ତି ଜୀବନ ହାରିଥିବା ଜାତୀୟ…
ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ
ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ ଓ ଯୁବ ସମାଜ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉକ୍ତ…
ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା
ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ,…
Archives


