Home

କୋର୍ଟ ପରିସରରେ ଫୁଟିଲା ବୋମା: ମିଳିଥିଲା ପୂର୍ବରୁ ଧମକ

ଲକ୍ଷ୍ନୌ,୧୩।୨: ଲକ୍ଷ୍ନୌର କୋର୍ଟ ପରିସରରେ ଗୁରୁବାର ବୋମା ବିସ୍ଫୋରଣ ଘଟିଛି। ଦୁଇ ଆଇଜଜୀବୀ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ଗଣ୍ଡଗୋଳ ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ବୋମା ବିସ୍ଫୋରଣ ଯୋଗୁ କେତେକ ଆଇନଜୀବୀ ଆହତ ହୋଇଛନ୍ତି। କୋର୍ଟରେ ଆଇନଜୀବୀ ସଂଘର…

ଶବ୍ଦରେ ଛନ୍ଦି ହେବାକୁ ଦିଅନ୍ତିନି ଖୋକାଭାଇ

ଓଡ଼ିଆ ଭଜନ ହେଉ କି ଆଧୁନିକ ସଙ୍ଗୀତ, ନିଜର ଯାଦୁକରି କଣ୍ଠ ସାହାଯ୍ୟରେ ଯିଏ ଅଗଣିତ ଓଡ଼ିଆ ସଙ୍ଗୀତପ୍ରେମୀଙ୍କ ମନରେ ଜାଗା ସୃଷ୍ଟି କରି ପାରିଛନ୍ତି ସିଏ ହେଲେ ଖ୍ୟାତନାମା କଣ୍ଠଶିଳ୍ପୀ ତୃପ୍ତି ଦାସ। ତୃପ୍ତିଙ୍କ ଅନୁଭୂତିରୁ କିଛି.. ପ୍ରତ୍ୟେକ କଳାକାର…

ବୁନା ପନିର୍‌

ହୋଟେଲ ହେଉ ଅବା ରେସ୍ତୋରାଁ ଯେଉଁଠି ସୁସ୍ବାଦୁ ଖାଦ୍ୟ ମିଳେ ସେଇଠି ପର୍ଯ୍ୟଟକଙ୍କ ଗହଳି ଲାଗେ। ତେଣୁ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ପୁରୀର ବିଭିନ୍ନ ହୋଟେଲ ଏବଂ ରେସ୍ତୋରାଁରେ ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଏ। ପୁରୀ ସିଟିରୋଡ ବାଙ୍କୀ ମୁହାଣ ନିକଟ…

‘ପ୍ରେମ ହିଁ ଜୀବନ’: ସାଢ଼େ ୧୭ ଶହ ବର୍ଷର ବାର୍ତ୍ତା

ପ୍ରେମର ପରିଭାଷା ମଣିଷଙ୍କଠାରୁ ଆରମ୍ଭ କରି ପ୍ରାଣୀଜଗତ ସବୁଠାରେ ପରିଲକ୍ଷିତ ହୋଇଥାଏ। ସ୍ନେହ ପ୍ରେମରେ ସାରା ଦୁନିଆକୁ ଜୟ କରାଯାଇପାରେ ବୋଲି ବୁଦ୍ଧିଜୀବି ମତ ଦେଇଥାନ୍ତି। ତେଣୁ ତ କୁହାଯାଇଥାଏ ହିଂସା ପ୍ରଣୋଦିତ ତରବାରୀ ଦ୍ୱାରା କରାଯାଇଥିବା ଜୟ ପ୍ରକୃତ ଜୟ…

ୟୁଟ୍ୟୁବ୍‌ ମ୍ୟୁଜିକ୍‌କୁ ଖୋଲା କାନ୍‌ଭାସ୍‌ ଦେଇଛି

ସ୍ମିତା ରାଓ ବେଲୁର। ଜଣେ ହିନ୍ଦୁସ୍ଥାନୀ କ୍ଲାସିକାଲ ତଥା ସୁଫି ଗାୟିକା ଭାବେ ସେ ଦେଶ ବିଦେଶରେ ପରିଚିତ। ତାଙ୍କ ସୁମଧୁର କଣ୍ଠ ଶ୍ରୋତାଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛିି। ଜୟପୁର କିରନ ଘରାନାରୁ ଆସିଥିତ୍ବା ସ୍ମିତା ଦୂରଦର୍ଶନ,…

୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ…

ନାୟିକା ହେବ ଏମିତି

ସତରେ ନାୟିକା ହେବ ଏମିତି। ନିର୍ମାଣାଧୀନ ସିନେମା ‘ଲାଲ୍‌ ସିଂ ଚଢ଼ା’ର ଶୁଟିଂ ସେଟ୍‌ରେ ଏପରି ଏକ ଘଟଣା ଘଟିଥିଲା, ଯେଉଁଥିପାଇଁ କରୀନା ପ୍ରଶଂସା ସାଉଁଟିବାରେ ଲାଗିଛନ୍ତି। ଘଟଣାଟି ଏପରି- ସେଦିନ ଏହି ଫିଲ୍ମର ଶୁଟିଂ ଲେଟ୍‌ ନାଇଟ୍‌ ପର୍ଯ୍ୟନ୍ତ ଚାଲିଥିଲା।…

ମାଟ୍ରିକ ପରୀକ୍ଷା ଲାଗି ପ୍ରଶ୍ନପତ୍ର ପହଞ୍ଚିଲା, ପ୍ରସ୍ତୁତି ଜୋର୍‌ଦାର

ଗଞ୍ଜାମ,୧୩।୨(ଡି.ଏନ୍‌.ଏ.): ଚଳିତମାସ ୧୯ ତାରିଖରେ ସାରା ରାଜ୍ୟରେ ହେବ ମାଟ୍ରିକ ପରୀକ୍ଷା l ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି l ଗୁରୁବାର ମାଧ୍ୟମିକ ପରିଷଦ (କଟକ)ପକ୍ଷରୁ ଗଞ୍ଜାମ ଭାରତୀ ବିଦ୍ୟାପୀଠକୁ ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ଯୋଗେ ପ୍ରଶ୍ନପତ୍ର ପହଞ୍ଚିଛି। ଗଞ୍ଜାମ…

ମିଳିଲା କାର ଆକାରର କଇଁଛ ଜୀବାଶ୍ମ

ଓ୍ବାଶିଂଟନ, ୧୩।୨: ଦକ୍ଷିଣ ଆମେରିକାରେ ଏକ କଇଁଛର ଜୀବାଶ୍ମ ମିଳିଛି। ଏହାର ଆକାର ଏକ ବଡ଼ କାର ସଦୃଶ। କଲମ୍ବିଆର ତାତାକୋଆ ମରୁଭୂମିରୁ ଏହି ଜୀବାଶ୍ମ ମିଳିଛି। ଏଭଳି ପ୍ରଜାତିର କଇଁଛ କୋଟିଏ ୩୦ ଲକ୍ଷ ବର୍ଷ ତଳେ ପୃଥିବୀ ପୃଷ୍ଠରେ…

ନୂଆ ସିନେମା ଧର୍ମାସୁର

ଏକ ଭିନ୍ନଧରଣର କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଧର୍ମାସୁର’। ୧୯୬୦ର ଏକ ଜାତିଭିତ୍ତିକ ଘଟଣାକୁ ନେଇ ଏହି ଫିଲ୍ମର କାହାଣୀ ପରିକଳ୍ପନା କରାଯାଇଛି। ଖାସ୍‌ କଥା ହେଲା, ନିକଟରେ ଓଲିଉଡ୍‌ରେ ପାଦ ଦେଇଥିବା ବିଶ୍ୱରୂପ…

ନିର୍ଭୟା ମାମଲା: ଗୋଟିଏ ଦିନ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୩।୨: ନିିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କର ବଞ୍ଚିବାର ବାଟ ପ୍ରାୟତଃ ବନ୍ଦ ହୋଇଯାଇଥିବା ବେଳେ ଏମାନଙ୍କ ଫାଶୀ ତାରିଖକୁ ନେଇ କେନ୍ଦ୍ର ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣିକୁ ଶୁକ୍ରବାର ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ବୁଧବାର ଏହି ମାମଲାର ଶୁଣାଣି କରାଯାଇଥିବା ବେଳେ…

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ ଡୋନାଲ୍ଡ ଟ୍ରମ୍ପ

ଅହମଦାବାଦ୍‌,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପଙ୍କ ସମ୍ମାନାର୍ଥେ ଗୁଜରାଟର ଅହମ୍ମଦାବାଦଠାରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ହ୍ୟୁଷ୍ଟନରେ ‘ହାଓଡି ମୋଦି’ ଶୈଳୀରେ ‘କେମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?