Home

ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି…

ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍‌ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା…

ସିମେଣ୍ଟ ଟ୍ରକ ଓଲଟି ଡ୍ରାଇଭର ମୃତ

ଖଲ୍ଲିକୋଟ,୧୮ା୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ହରିଡ଼ାମୂଳ ଘାଟିରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟ୍ରକ (ନଂ ଏପି୧୬ଟିଇ୨୧୫୯) ଭାରସାମ୍ୟ ହରାଇ ହରିଡ଼ାମୂଳ ଘାଟି ତଳକୁ ଖସି ପଡ଼ିଥିଲା। ଫଳରେ ଡ୍ରାଇଭର…

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର ନାରାୟଣ ଦଳେଇ। ବୁଗୁଡ଼ା ପୋଲିସ ନଂ. ୨୮୭/୧୯ରେ ମାମଲା ରୁଜୁ କରିଥିଲା। ପ୍ରକାଶ ଯେ,…

ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ

ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହେଉଛି। ଏହିଭଳି ଶୁକ୍ରବାର ଭଞ୍ଜନଗର ପୋଲିସ ଗୋଡ଼ାଇ ଗୋଡ଼ାଇ ଧରିଥିବା ୩ଜଣ…

ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ

ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ କାଟି ରକ୍ତାକ୍ତ କରିପକାଇଛନ୍ତି। ଏହି ମରଣାନ୍ତକ ଆକ୍ରମଣ ନେଇ ନୀଳଗିରି ଥାନାରେ ଅଭିଯୋଗ…

ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ…

ବାର୍ଟି ଜିତିଲେ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ

ଆଡିଲେଡ୍‌, ୧୮ା୧ (ଏଏଫ୍‌ପି)-ଆଶ୍‌ଲେ ବାର୍ଟି ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍‌ସ୍କାଙ୍କୁ ୬-୨, ୭-୫ ସେଟ୍‌ରେ ହରାଇ ଦେଇଛନ୍ତି। ୨୦୧୧ରେ ହୋବାର୍ଟଠାରେ ଜାର୍ମିଲା ଓଫ୍‌ଙ୍କ ପରେ ଘରୋଇ କୋର୍ଟରେ…

ଅର୍ଜୁନ ମୁଣ୍ଡା ଆର୍ଚେରୀ ଆସୋସିଏଶନ ସଭାପତି

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଆର୍ଚେରୀ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୩ଜଣ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ନିର୍ବାଚନ ଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି। ପୂର୍ବତନ ଏଏଆଇ ସଭାପତି ବିଜୟ କୁମାର ମାଲହୋତ୍ରାଙ୍କ…

ଜଳିଗଲା ୮ ବଖରା

ତିହିଡ଼ି,୧୮।୧(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ବାଉଁଶବାଗ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ଜଳିଯାଇଛି। ଗ୍ରାମର ଅଭିମନ୍ୟୁ ପାତ୍ର, ପ୍ରତାପ ପାତ୍ର ଓ ପଞ୍ଚାନନ ପାତ୍ରଙ୍କ ଘର ପୋଡ଼ି ଯାଇଛି। ଏଥିସହ…

ସୈଫଙ୍କ ପସନ୍ଦ ଆସିଲାନି ଝିଅ ସାରାଙ୍କ ଫିଲ୍ମ ଟ୍ରେଲର

ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ୟନଙ୍କ ଅଭିନୀତ ଫିଲ୍ମ‘ଲଭ୍‌ ଆଜ୍‌ କଲ୍‌’ର ଟ୍ରେଲର ରିଲିଜ୍‌ ହୋଇସାରିଛି। ଏହା ପରେ ପ୍ରଶଂସକଙ୍କ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ପ୍ରଶଂସକ ସାରା-କାର୍ତ୍ତିକଙ୍କ ଅଭିନୟକୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ଟ୍ରୋଲ୍‌ ବି…

ଲାକ୍‌ମୀ ଫ୍ୟାଶନ ଉଇକ୍‌ରେ ଚମକିଲେ ନେପାଳର ପ୍ରଥମ ଟ୍ରାନ୍ସଜେଣ୍ଡର ମହିଳା

ବମ୍ବେ: ଲାକ୍‌ମୀ ଫ୍ୟାଶନ ଉଇକ୍‌ରେ ଜଣେ ଟ୍ରାନ୍ସଜେଣ୍ଡର ମହିଳାଙ୍କ ଜଲଓ୍ବା। ସେ ବି ଏଭଳି ଯେ ସେଠାରେ ଉପସ୍ଥିତ ସମସ୍ତଙ୍କ ନଜର ତାଙ୍କ ଉପରେ କେନ୍ଦ୍ରୀଭୂତ ହୋଇଥିଲା। ନେପାଳର ନୁବାକେଟ ଜିଲାର ଏକ କୃଷକ ପରିବାରରେ ଜନ୍ମ ନେଇଥିବା ଅଞ୍ଜଳୀ ଲାମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri