Home

କାର୍‌ ଦୁର୍ଘଟଣାରେ ଶବାନା ଆଜମୀ ଆହତ

ମୁମ୍ବାଇ,୧୮।୧: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍‌ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ…

ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ ଅଟକ…

ଏହି ମହିଳାଙ୍କୁ ଅଜବ ରୋଗ, ଶୁଣିପାରନ୍ତିନି ପୁରୁଷଙ୍କ କଥା

ବେଜିଂ: ଈଶ୍ୱର ଶୁଣିବା ପାଇଁ ଦୁଇଟି କାନ ଦେଇଛନ୍ତି। ଏହାଦ୍ୱାରା ସମସ୍ତଙ୍କ କଥା ଶୁଣି ହେବ। ମାତ୍ର ଜଣେ ମହିଳାଙ୍କ କାନରେ ଏପରି ରୋଗ ହୋଇଛି ଯାହାଙ୍କୁ ପୁରୁଷଙ୍କ କଥା ଶୁଭେ ନାହିଁ। ବିଶ୍ୱାସ ହେଉ ନ ଥିଲେ ବି ସତ।…

ବନ୍ଦ ହେବନାହିଁ ସାଇବାବାଙ୍କ ମନ୍ଦିର

ଶିରିଡି,୧୮।୧: ମହାରାଷ୍ଟ୍ରର ଶିରିଡିରେ ଥିବା ସାଇବାବାଙ୍କ ମନ୍ଦିର ରବିବାରଠାରୁ ବନ୍ଦ ହେବ ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ଶିରିଡି ସାଇ ମନ୍ଦିରର ଚିଫ୍‌ ଏକ୍ଜିକ୍ୟୁଟିଭ ଅଫିସର ଦୀପକ ମୁଗଲିକର କହିଛନ୍ତି…

ରାତିରେ କଲିଂ ବେଲ୍‌ ବଜାଇ କରୁଥିଲେ ହଇରାଣ, ପରିଣତି ହେଲା ଏପରି

ମୁମ୍ବାଇ: ଦୁନିଆରେ ଭିନ୍ନ ଧରଣର ଲୋକ ଅଛନ୍ତି। ଜଣେ ଜଣେ ଅନ୍ୟମାନଙ୍କୁ ହଇରାଣ କରି ବେଶ୍‌ ଆନନ୍ଦ ପାଇଥା’ନ୍ତି। ମାତ୍ର ଏହି ଆନନ୍ଦ ଯେ ଦିନେ ସେମାନଙ୍କୁ ଅସୁବିଧାରେ ପକାଇବ ସେ କଥା କେବେ ଭାବି ନ ଥା’ନ୍ତି। ଏପରି ଏକ…

ଜମ୍ମୁ-କଶ୍ମୀର: ପ୍ରିପେଡ ସିମକାର୍ଡରେ କଥା ହେବା ସହ ଦେଇ ପାରିବେ ବାର୍ତ୍ତା

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ସ୍ଥିତି ସମିକ୍ଷା କରିବା ପରେ ଏବେ ସେଠାରେ ସମସ୍ତ ସ୍ଥାନୀୟ ପ୍ରିପେଡ ସିମକାର୍ଡରେ କଲ୍‌ କରିବା ସହ ଏସ୍‌ଏମ୍‌ଏସ୍‌ ପଠାଯାଇ ପାରିବ ବୋଲି କୁହାଯାଇଛି। ଏହାସହ ସମିକ୍ଷା କରିବା ପରେ ଜମ୍ମୁ ସମ୍ଭାଲ ଓ କଶ୍ମୀରର ୧୦ ଜିଲାରେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନାଁ ଧରୁନି। ଶନିବାର ପାକିସ୍ତାନ ରାଜୌରୀ ଜିଲାର ନୌସେରା ଏବଂ ଲାମ୍‌ ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରିଛି। ଏହାର ଜବାବରେ ଭାରତୀୟ…

ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍‌ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍‌ ନୁହେଁ, ଗୁଣ୍ଡା ଶାସନକୁ…

ଶୌଚାଳୟରେ ରୋଷେଇ ଘର: ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ବାଟବଣା

ଲକ୍ଷ୍ନୌ,୧୮।୧: ସ୍ବଚ୍ଛ ଭାରତ ମିଶନ ନେଇ କେନ୍ଦ୍ର ସରକାର ନାନା ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ ଉତ୍ତରପ୍ରଦେଶ ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ଅନ୍ତର୍ଗତ ନିର୍ମିତ ହୋଇଥିବା ଏକ ଶୌଚାଳୟ ରୋଷେଇ ଘର ପାଲଟିଥିବା ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ…

୨୦ରେ ହେବ ପବନଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୮।୧: ନିର୍ଭୟା ଗଣବଳାତ୍କାରର ଅନ୍ୟତମ ଦୋଷୀ ପବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ଏହାର ଶୁଣାଣି ଆସନ୍ତା ୨୦ ତାରିଖରେ ହେବ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପବନ କହିଥିଲେ ଘଟଣା ସମୟରେ…

ଦିଲ୍ଲୀର ଶାସନ ଭାଜପା ହାତକୁ ଆସିଲେ ହଟିବ ମସଜିଦ୍‌-ମଦ୍ରାସା ଓ କବରସ୍ତାନର ଅବୈଧ ନିର୍ମାଣ: ସାହିବ ସିଂ

ନୂଆଦିଲ୍ଲୀ,୧୮।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନାନା ପ୍ରତିଶ୍ରୁତି ଦେଇ ଭୋଟରଙ୍କୁ ହାତେଇବାର ପ୍ରୟାସ କରାଯାଉଛି। ଏପରିସ୍ଥଳେ ଭାଜପା ପକ୍ଷରୁ ଏମ୍‌ପି ସାହିବ ସିଂ ବର୍ମା କହିଛନ୍ତି ଯେ, ଦିଲ୍ଲୀର ଶାସନ ଭାଜପା ହାତକୁ…

କାର୍ତ୍ତିକଙ୍କ ସହିତ ଭାଲେଣ୍ଟାଇନ୍‌ ଡେ ପାଳିବେ ସାରା ଅଲ୍ଲୀ ଖାଁ !

ମୁମ୍ବାଇ: ସମ୍ପ୍ରତି ଇମ୍‌ତିଆଜ୍‌ ଅଲ୍ଲୀଙ୍କ ଫିଲ୍ମ ‘ଲଭ୍‌ ଆଜ୍‌କଲ୍‌’କୁ ନେଇ ବଲିଉଡ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଇତିମଧ୍ୟରେ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇ ସାରିଛି। ଟ୍ରେଲର ଦର୍ଶକଙ୍କୁ ବେଶ୍‌ ଆକର୍ଷିତ କରିଛି। ଫିଲ୍ମଟି ଫେବୃୟାରୀ ୧୪ ଭାଲେଣ୍ଟାଇନ୍‌ ଡେରେ ରିଲିଜ୍‌ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri