ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି
ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ ଦ୍ୱାରା ସମାଜରେ ପ୍ରତିଫଳିତ ହୋଇଥାଏ। ନାଗପୁର ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି…
ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର
ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଉମାକାନ୍ତ ବନଛୋରଙ୍କ ସ୍ତ୍ରୀ…
ଭାଜପାର ପୂର୍ବତନ ଏମ୍ପି ଅଶ୍ୱିନୀ ଚୋପ୍ରାଙ୍କ ପରଲୋକ
ହରିୟାଣା,୧୮।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ତଥା ବରିଷ୍ଠ ସାମ୍ବାଦିକ ଅଶ୍ୱିନୀ କୁମାର ଚୋପ୍ରାଙ୍କର ୬୨ ବର୍ଷ ବୟସରେ ଶନିବାର ପରଲୋକ ହୋଇଛି। କିଛିଦିନ ହେବ ସେ କ୍ୟାନସରରେ ପୀଡିତ ଥିବା ବେଳେ ଶନିବାର ହରିୟାଣା ଗୁରୁଗ୍ରାମର ଏକ ଘରୋଇ…
ହଜିଗଲା ମାନବିକତା: କୁଷ୍ଠ ରୋଗୀ ବୋଲି ମିଳିଲାନି କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ
ପର୍ଲା,(ଡି.ଏନ୍.ଏ.),୧୮।୧- ଆଜିର ଅତ୍ୟାଧୁନିକ ସମାଜରେ ମଧ୍ୟ ଅନେକେ ଅନ୍ଧବିଶ୍ୱାସ ଭଳି ସାମାଜିକ ବ୍ୟାଧିଗ୍ରସ୍ତ। ଏପରିକି ସମାଜରେ ମାନବିକତା ଧୀରେ ଧୀରେ ହଜିବାକୁ ବସୁଛି। ଏଭଳି ଅଭାବନୀୟ ଘଟଣା କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଦଣ୍ଡପାଟ ଅଞ୍ଚଳ ଛଞ୍ଚାଣବାହାଳି ପଞ୍ଚାୟତ ବେହେରାଗୁଡାରେ ଦେଖିବାକୁ…
ଜାତୀୟ ଏକତା ପୁରସ୍କାର ଲାଗି ନାମାଙ୍କନ ଆରମ୍ଭ
ନୂଆଦିଲ୍ଲୀ: ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ଅତୁଳନୀୟ ଭୂମିକା ଗ୍ରହଣ କରିଥିବା ନାଗରିକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସର୍ଦ୍ଦାର ପଟେଲ ଜାତୀୟ ଏକତା ପୁରସ୍କାର ଘୋଷଣା କରିଥିଲେ। ଶୁକ୍ରବାର କେନ୍ଦ୍ର ସରକାର ଚଳିତ ବର୍ଷ…
ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା
ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ବାଳିକା ଯୋଗଦେଇ ପ୍ରଥମେ ହାତଯୋଡ଼ି ଗାୟତ୍ରୀ ମନ୍ତ୍ର ପାଠ କରିଥିଲେ। ଏହାପରେ ସେ…
ବୀର ସାଭରକରଙ୍କୁ ବିରୋଧ କରୁଥିବା ଲୋକଙ୍କୁ ଆଣ୍ଡାମାନ ଜେଲକୁ ପଠାଇ ଦିଆଯାଉ: ସଞ୍ଜୟ
ନୂଆଦିଲ୍ଲୀ,୧୮।୧: କିଛିଦିନ ହେବ ବୀର ସାଭରକରଙ୍କୁ ନେଇ ଗଣମାଧ୍ୟମରେ ବିଭିନ୍ନ ବୟାନବାଜି ସାମ୍ନାକୁ ଆସିଛି। ଏବେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେଉଁମାନେ ବୀର ସାଭରକରଙ୍କୁ ବିରୋଧ କରୁଛନ୍ତି ସେମାନଙ୍କୁ ୨ଦିନ ପାଇଁ ଆଣ୍ଡାମାନ ଜେଲ ପଠାଇ ଦିଆଯାଉ। ତା’ହେଲେ…
ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ: ମନ୍ତ୍ରୀ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ ବାଧ୍ୟତାମୂଳକ…
ମା’ଙ୍କ ଜନ୍ମଦିନରେ ଦାମୀ କାର୍ ଉପହାର ଦେଲେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ର ମୋଷ୍ଟ ପପୁଲାର୍ ହିରୋ କାର୍ତ୍ତିକ ଆର୍ୟନ୍ଙ୍କୁ ନେଇ ଆଜିକାଲି ଖୁବ୍ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍ କ୍ୟାରିୟର୍ ଭିତରେ ସେ ବେଶ୍ ଲୋକପ୍ରିୟତା ହାସଲ କରିସାରିଲେଣି। କେବେ ନିଜ ଅଭିନୟକୁ ନେଇ ତ କେବେ ଲଭ୍-ଆଫାୟର୍ସ କାରଣରୁ କାର୍ତ୍ତିକ…
ଗିନିଜ୍ ବୁକ୍ରେ ବିଶ୍ୱର ସବୁଠାରୁ ଲମ୍ବା କେକ୍
ତ୍ରିଶୂର୍(କେରଳ): ରେକର୍ଡ ପାଇଁ ଲୋକେ ସବୁବେଳେ କିଛି ନିଆରା ଚିନ୍ତା କରିଥାନ୍ତି। ଭାରତ ନାମରେ ଏପରି ଅନେକ ରେକର୍ଡ ସମ୍ମାନଜନକ ଗିନିଜ୍ ବୁକ୍ରେ ସ୍ଥାନ ପାଇଛି। ନିକଟରେ କେରଳର ତ୍ରିଶୂର୍ ରାମନିଳୟମ୍ ରୋଡ୍ଠାରେ ବେକର୍ସ ଆସୋସିଏଶନ୍ କେରଳ ପକ୍ଷରୁ ରାଜ୍ୟର ୧୦୦୦ରୁ…
ପିକାସୋ ପେଟିଂ ବିକ୍ରି ଅଭିଯୋଗ: ୧୮ ମାସ ଜେଲ ଦଣ୍ଡ; ୪୧୦ କୋଟି ଜରିମାନା
ମାଦ୍ରିଦ୍,୧୮।୧: ଖ୍ୟାତି ସମ୍ପନ୍ନ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଟିଂକୁ କମ୍ ଦାମରେ ଚୋରାରେ ବିକ୍ରି କରୁଥିବା ଅଭିଯୋଗରେ ସ୍ପେନ୍ର ମାଦ୍ରିଦ୍ ହାଇକୋର୍ଟ ଜଣେ ଅଭିଯୁକ୍ତଙ୍କୁ ୧୮ ମାସ ଜେଲ ସହିତ ୪୧୦ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ୮୩ ବର୍ଷ…
ବିଦ୍ୟା ଦେବୀ: ୯୭ ବର୍ଷ ବୟସରେ ସମ୍ଭାଳିବେ ସରପଞ୍ଚ ଦାୟିତ୍ୱ
ଜୟପୁର,୧୮।୧: ବୟସ ଯେ ଏକ ସଂଖ୍ୟା ଏହାକୁ ଏବେ ପ୍ରମାଣ କରିଛନ୍ତି ରାଜସ୍ଥାନ ସିକାରର ୯୭ ବର୍ଷୀୟା ମହିଳା ବିଦ୍ୟା ଦେବୀ। ନିକଟରେ ଅନୁଷ୍ଠିତ ହୋଇଥିବା ରାଜସ୍ଥାନର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ସେ ବିଜୟୀ ହୋଇ ଏବେ ସରପଞ୍ଚ ଦାୟିତ୍ୱ…
Archives


