Home

ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ ଆୟୋଜିତ ଏହି ସମ୍ମିଳନୀରେ ଲୋକ ସଭା ଓ ରାଜ୍ୟ ବିଧାନସଭାର ଉପଯୁକ୍ତ ପରିଚାଳନା…

‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ ଗଣତନ୍ତ୍ରରେ ଡିଜିଟାଲ ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ…

ବାରବାଟୀ-କଟକ ନିର୍ବାଚନୀ ମାମଲାରେ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୮ା୧: ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ବିଦ୍ୟାଧର ମିଶ୍ର ଶୁକ୍ରବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ଶୁଣାଣି ଅଧାରେ ରହିଥିଲା। ମାମଲାର ପରବର୍ତ୍ତୀ ଶୁଣାଣି…

ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା

କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ ଓକିଲ ହାଇକୋର୍ଟ ଆସିଛନ୍ତି। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଏହି ଜାମିନ ଆବେଦନର…

ଏମ୍ସ୍‌ ନେଲା ଆୟୁର୍ବେଦର ସହାୟତା: ଡାଇବେଟିସ୍‌ ସମସ୍ୟା ଦୂର କରିବାରେ କାଞ୍ଚନ ଗଛର ପ୍ରଭାବ ସମ୍ପର୍କରେ ହେବ ଅଧ୍ୟୟନ

ନୂଆଦିଲ୍ଲୀ,୧୮।୧: ଏମ୍ସ୍‌ ଏବେ ଆୟୁର୍ବେଦର ସହାୟତା ନେବାକୁ ମନସ୍ଥ କରିଛି। କାଞ୍ଚନ ଗଛର ମଣିଷ ଶରୀର ଉପରେ କିଭଳି ପ୍ରଭାବ ଅନୁଭୁତ ହେଉଛି ସେ ନେଇ ଅନୁଧ୍ୟାନ କରାଯିବ। ଏହାଦ୍ୱାରା ଡାଇବେଟିସ୍‌ ସମସ୍ୟା କିଭଳି ଦୂର ହୋଇପାରୁଛି ତାହା ଉପରେ ଗବେଷଣା…

ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଉଠିଲା ବିବାଦ: ଅନିର୍ଦ୍ଦିଷ୍ଟକାଳ ପାଇଁ ହୋଇପାରେ ବନ୍ଦ

ଶିରିଡି,୧୮।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଇଥିବା ବୟାନ ଏବେ ବିବାଦ ଘେରକୁ ଚାଲି ଆସିଛି। ଠାକରେଙ୍କ ବୟାନକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ରବିବାରଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିରିଡିକୁ ବନ୍ଦ ରଖିବାକୁ…

ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍‌ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍‌ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍‌ ଶ୍ରୀ ଲିଙ୍ଗରାଜ ମନ୍ଦିର ଓ ଦେବୀ ପାଦହରା ନିକଟରୁ ସରକାରୀ ଅବୈଧ ନିର୍ମାଣ ଉଚ୍ଛେଦ କରିବା ସହ ହାତଗଣତି…

ମଦ ପାଇଁ ୮୫ ବର୍ଷର ମା’, ଭଉଣୀଙ୍କୁ ହାଣିଲେ

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମଦ ପାଇଁ ଅନ୍ଧ ପାଲଟିଲେ ନିର୍ଦ୍ଦୟ ପୁଅ। ୮୫ ବର୍ଷର ବୃଦ୍ଧ ମା’ ଓ ୬୮ ବର୍ଷର ଭଉଣୀଙ୍କୁ ଗୋଡାଇ ଗୋଡାଇ ହାଣିଲେ। ଯନ୍ତ୍ରଣାରେ ଛଟପଟ ହେଉଥିଲେ ମଧ୍ୟ ସେମାନଙ୍କୁ ଡାକ୍ତରଖାନାକୁ ନେବାକୁ କେହି ନ ଥିଲେ। ଏୟାରଫିଲ୍ଡ ଥାନା…

୫ ଶହ ବର୍ଷ ତଳର ଭୟଙ୍କର ଖେଳ: ଘୋଡ଼ାର ଶୁଦ୍ଧିକରଣ ପାଇଁ ନିଆଁରେ ପ୍ରବେଶ କରନ୍ତି ଘୋଡ଼ା ସବାର

ମାଦ୍ରିଦ୍‌: ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ସ୍ପେନ୍‌ରେ ଘୋଡ଼ାର ଶୁଦ୍ଧିକରଣ ପାଇଁ ଏକ ଭୟଙ୍କର ଖେଳ ହୋଇଥାଏ। ଗତ ୫ ଶହ ବର୍ଷ ଧରି ଏଠାରେ ଏହା ଜାରି ରହିଛି। ସ୍ଥାନୀୟ ସେନ୍‌ ବାର୍ଟୋଲୋମ ଡେ ଲୋସ୍‌…

ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ଆମେରିକା-କାରିବିଅନ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଆଶଙ୍କା !

ଓ୍ବାଶିଂଟନ୍‌,୧୮।୧: ପୃଥିବୀ ଉପରେ ଭୟଙ୍କର ବିପଦ ମାଡ଼ି ଆସୁଛି। ଆଗାମୀ ଦିନରେ ଦକ୍ଷିଣ ଆମେରିକା, କେନ୍ଦ୍ରୀୟ ଆମେରିକା, କାରିବିଅନର ପ୍ୟୁର୍ଟୋ ରିକୋ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ହେବାର ଆଶଙ୍କା ରହିଛି। ଏନେଇ ସେସ୍‌ମିକ୍‌ ଓ୍ବେବ୍‌ସାଇଟ୍‌ ଦାତ୍ରିଆନୁମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ହେବାକୁଥିବା…

ଘୁଞ୍ଚିଲା ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୮।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲର ଶୁଣାଣିକୁ ଦିଲ୍ଲୀର ଏକ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ଏହି ମାମଲାର ଶୁଣାଣି କରାଯିବ ବୋଲି କୋର୍ଟ ଶନିବାର କହିଛନ୍ତି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ…

ଜମ୍ମୁ-କଶ୍ମୀର ଗସ୍ତରେ ମୋଦିଙ୍କ ୩୬ ମନ୍ତ୍ରୀ: ସପ୍ତାହରେ ବୁଲିବେ ୬୦ ଅଞ୍ଚଳ

ଶ୍ରୀନଗର,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩୬ ଜଣ ମନ୍ତ୍ରୀଙ୍କର ଶନିବାରଠାରୁ ଏକ ସପ୍ତାହ ବ୍ୟାପି ଜମ୍ମୁ-କଶ୍ମୀର ଗସ୍ତ ଆରମ୍ଭ ହୋଇଛି। ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରରେ ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟର ପ୍ରଚାର କରିବେ। ଏହି ସମୟ ମଧ୍ୟରେ ମନ୍ତ୍ରୀମାନେ ଜମ୍ମୁ-କଶ୍ମୀରର ୬୦ଟ ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri