ଆଜି ମା’ରାମଚଣ୍ଡୀଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦେବେ ଦର୍ଶନ
ମହାକାଳପଡ଼ା,୧୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀ ମନ୍ଦିରରେ ମହାବିଷୁବ ସଂକ୍ରାନ୍ତି ଅବସରରେ ସୋମବାର ଝାମୁ ଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ମା’ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । ମା’ରାମଚଣ୍ଡୀ ଆଞ୍ଚଳିକ…
ଏଇ ଭାରତରେ
ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…
ପୁରୁଷ ଆଇନ କେତେ ଜରୁରୀ
ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…
ନୀତିଭ୍ରଷ୍ଟ ଶିକ୍ଷା ଓ ଛାତ୍ରୀଛାତ୍ର
ନିକଟ ଅତୀତରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବା ଦୁଇଟି ଭିଡିଓ ବେଶ୍ ହୃଦୟସ୍ପର୍ଶୀ। ପ୍ରଥମଟି ଆନ୍ଧ୍ରପ୍ରଦେଶର ଗୋଟିଏ ସ୍କୁଲରେ ପ୍ରାର୍ଥନା ଚାଲିଥିବାବେଳେ ପ୍ରଧାନଶିକ୍ଷକ ନିଜେ କାନ ଧରି ଉଠ୍ବସ୍ ହେବା ପରେ ପିଲାଙ୍କ ସାମ୍ନାରେ ସାଷ୍ଟାଙ୍ଗ ପ୍ରଣିପାତ କରୁଥିଲେ। ଘଟଣାଟି ଅସଙ୍ଗତ…
ଭୁଲିବାନି ଯଶଓ୍ବନ୍ତଙ୍କୁ
ଗଣତନ୍ତ୍ରର ୩ ମୁଖ୍ୟ ସ୍ତମ୍ଭ ବିଧାନପାଳିକା, ନ୍ୟାୟପାଳିକା ଓ କାର୍ଯ୍ୟପାଳିକାର ସାମ୍ବିଧାନିକ କର୍ତ୍ତବ୍ୟ ପାଳନକୁ ନେଇ ସାଧାରଣରେ ଆଲୋଚନା ହୋଇଥାଏ। ଭାରତରେ ମଧ୍ୟ ସେହି ସ୍ଥିତି ଜୋର୍ ଧରିଛି। ଯେହେତୁ ପ୍ରତିଟି ଖମ୍ବ ନିଜ ଗୁଣରେ ଗରୀୟାନ ସେହେତୁ ସେମାନେ ନିଜକୁ…
ବନ୍ଧୁକ ସହ ଅଭିଯୁକ୍ତ ଗିରଫ
ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।…
ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ ସେମାନେ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିଲେ। ରବିବାର ସ୍ଥାନୀୟ ସର୍କିଟ…
ମୁର୍ଶିଦାବାଦ ହିଂସା ପାଇଁ ମୋଦି, ଯୋଗୀ, ଶାହା ଦାୟୀ: ଟିଏମସି ବିଧାୟକ
ଚେନ୍ନାଇ,୧୩।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ନୂତନ ୱାକଫ ଆଇନ ବିରୋଧରେ ବଡ଼ ଧରଣର ହିଂସା ଘଟିଛି। ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲା ବେଳେ ଅନେକ ଆହତ ହୋଇଛନ୍ତି। ହିଂସା ଘଟଣା ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ଭାଜପାକୁ ଦାୟୀ କରୁଛି। ଅନ୍ୟପଟେ…
ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ
ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ ପାଇଁ ମଧ୍ୟ ଖବରରେ ରହିଛନ୍ତି। ତାଙ୍କ ପ୍ରଶଂସକଙ୍କ ମନରେ ପ୍ରାୟତଃ ଏହି ପ୍ରଶ୍ନ ଉଠେ…
୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା…
NIA କଷ୍ଟଡିରେ କେମିତି କଟୁଛି ରାଣାଙ୍କ ଦିନ? କରୁଛନ୍ତି ମାତ୍ର ୩ଟି ଜିନିଷ ଡିମାଣ୍ଡ
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଜାତୀୟ ତଦନ୍ତ ସଂସ୍ଥା (NIA) ର ହେପାଜତରେ ତହଉର ରାଣା କିପରି ଦିନ ବିତାଉଛନ୍ତି, ଏହା ଏପରି ଏକ ପ୍ରଶ୍ନ ଯାହା ଉପରେ ସମସ୍ତଙ୍କ ନଜର ଅଟକି ରହିଛି। ୨୬/୧୧ ମୁମ୍ବାଇ ଆକ୍ରମଣର ଏହି ଅଭିଯୁକ୍ତ ଷଡ଼ଯନ୍ତ୍ରକାରୀଙ୍କ ମୁହଁରେ…
ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ମୃତ
ଅମରାବତି,୧୩।୪: ଆନ୍ଧ୍ରପ୍ରଦେଶର ଆନାକାପାଲି ଜିଲାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଲୋକମାନେ ଏହାକୁ ଅନେକ କିଲୋମିଟର ଦୂର ପର୍ଯ୍ୟନ୍ତ ଶୁଣିପାରିଥିଲେ। ଏହି ବିସ୍ଫୋରଣରେ କାରଖାନାରେ କାମ କରୁଥିବା ୮ଜଣ ଶ୍ରମିକଙ୍କ ମୃତ୍ୟୁ…
Archives


