Home

୮ ଟନ୍‌ ଚୋରି ହାର୍ଡ-କୋକ୍‌ ଜବତ

ଚୌଦ୍ୱାର,୧୮ା୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍‌ ଟ୍ରକ୍‌କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍‌ରୁ ଚୋରି…

ଗଞ୍ଜେଇ ବିକି ସେଲୁନ୍‌ ଦୋକାନୀ ଗିରଫ

ବାରଙ୍ଗ,୧୮ା୧(ଡି.ଏନ.ଏ): ସେଲୁନ୍‌ ଦୋକାନରେ ଗଞ୍ଜେଇ ବିକିବାବେଳେ ଶୁକ୍ରବାର ପୋଲିସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ଦୋକାନ ମାଲିକ। ସେ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ପଦା ସାହି ଗ୍ରାମର ଅମୂଲ୍ୟ ବାରିକ। ଏ ନେଇ ପୋଲିସ ଅମୂଲ୍ୟଙ୍କଠାରୁ ୧କେଜି ୧୪୭ଗ୍ରାମ ଗଞ୍ଜେଇ…

ସୌରଭ ଜେଇଇ ମେନ୍‌ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ) ପକ୍ଷରୁ ଶୁକ୍ରବାର ରାତିରେ ଜେଇଇ ମେନ୍‌ ପରୀକ୍ଷା ୨୦୨୦ର ଫଳ ଘୋଷଣା କରାଯାଇଛି। ୯ ଜଣ ପ୍ରାର୍ଥୀ ୧୦୦ ପ୍ରତିଶତ ନମ୍ବର ରଖିଛନ୍ତି। ଏହି ପରୀକ୍ଷାରେ ସୌରଭ ସୌମ୍ୟକାନ୍ତ ଦାସ ୯୯.୯୯% ମାର୍କ…

ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ ଥିବା ୪୦ରୁ ଊର୍ଦ୍ଧ୍ୱ ପରିବାର ଶୁକ୍ରବାର କାରଖାନାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଥିଲେ।…

ବ୍ରହ୍ମଗିରିରେ ସେସୁର ବିଦ୍ୟୁତ୍‌ କାଟ୍‌ ଆରମ୍ଭ: ୧୦ଜଣଙ୍କ ଲାଇନ୍‌ କଟିଲା

ବ୍ରହ୍ମଗିରି,୧୮ା୧(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ବକେୟା ବିଦ୍ୟୁତ ବିଲ୍‌ ପୈଠ କରି ନ ଥିବା ଗ୍ରାହକଙ୍କର ବିଦ୍ୟୁତ୍‌ କାଟ୍‌ ଶୁକ୍ରବାରଠାରୁ ଆରମ୍ଭ କରିଛି ସେସୁ। ପ୍ରଥମେ ବ୍ୟବସାୟିକ ଅନୁଷ୍ଠାନଗୁଡିକର ବିଦ୍ୟୁତ୍‌ କାଟ୍‌ କରାଯାଉଥିବାବେଳେ ଦୁଇଦିନ ପରେ ଘରୋଇ ଗ୍ରାହକଙ୍କ ବିଦ୍ୟୁତ କାଟ୍‌ ଆରମ୍ଭ…

ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍‌ ମାଲିକ ସଂଘ ଏବଂ ଥାନା…

ପଲିଥିନ, ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗୁନି ଅଙ୍କୁଶ

ରସୁଲପୁର,୧୮ା୧(ଡିଏନଏ): ୨ ଅକ୍ଟୋବର, ୨୦୧୯ରୁ ରାଜ୍ୟର ପ୍ରମୁଖ ସହରଗୁଡିକରେ ପ୍ଲାଷ୍ଟିକ ବ୍ୟବହାରକୁ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି। ଏଥିସହ ୨ବର୍ଷ ମଧ୍ୟରେ ସମଗ୍ର ରାଜ୍ୟର ଗାଁ ଗଣ୍ଡା ଓ ଗାଁ ସଂଲଗ୍ନ ସହରାଞ୍ଚଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଘୋଷଣା କଲେ। ସାମଗ୍ରିକଭାବେ…

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୮ା୧(ଆଇଏଏନ୍‌ଏସ୍‌): ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି ଦୁଇ ଟେକ୍ନୋକ୍ରାଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ ବୋଲି ସୂତ୍ରରୁ…

ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକୁ ବେଖାତିର

ଯାଜପୁର ଅଫିସ,୧୮ା୧: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଆଦୌ ଭୃକ୍ଷେପ କରୁନାହାନ୍ତି। ଏପରିକି ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଅନୁରୋଧ ଦୀର୍ଘ ୧ ବର୍ଷ ହେଲା କାର୍ଯ୍ୟକାରୀ ହୋଇପାରି ନାହିଁ। ଫଳରେ…

ହାତୀ ଆକ୍ରମଣରେ ୨ମୃତ

ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…

୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍‌-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍‌ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ ମିଶନର ଉପମୁଖ୍ୟ ରୋମାନ ବାବୁସ୍କିନ୍‌ କହିଛନ୍ତି। ସେହିପରି ଭାରତ ପାଇଁ ବହୁମୁଖି ହାଲୁକା ଲଢ଼ୁଆ…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri