ବେଆଇନ ସ୍କୁଲ ପାଚେରି ନିର୍ମାଣ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା
ତିହିଡ଼ି,୧୭।୧(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମବାସୀ ଶୁକ୍ରବାର ମଧ୍ୟାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ବିଦ୍ୟାଧରପୁର ପ୍ରାଥମିକ ସ୍କୁଲ ପାଚେରି ନିର୍ମାଣ ବେଆଇନ ଭାବେ କରାଯାଉଥିବାରୁ ଏହାର ପ୍ରତିବାଦରେ ସେମାନେ ଏହି ପଦକ୍ଷେପ…
ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନିର୍ଭୟା ମାମଲାକୁ ନେଇ ଦିଲ୍ଲୀ ସରକାରଙ୍କ ଦ୍ୱାରା ଯାହାସବୁ କାମ…
ସାଢ଼େ ଚାରି କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କୁ ସମସ୍ତ ସୁଖ ସୁବିଧା ମିଳୁ ବୋଲି ମୁଁ ଚାହେଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର। ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ ଚରିତାର୍ଥ…
ଦାୟିତ୍ୱ ଗ୍ରହଣ କଲେ ସମୀର
ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ ନେତାମାନଙ୍କ ଗହଣରେ ସେ ଦାୟିତ୍ୱ ନେଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ ସିଂହ,…
ଏଠାରେ ଦ୍ୱିତୀୟ, ତୃତୀୟ ବିବାହ କଲେ ମିଳୁଛି ଅଫର୍
ଇସଲାମାବାଦ,୧୭।୧: ବିବାହ ସିଜିନ୍କୁ ଲକ୍ଷ୍ୟ କରି ପାକିସ୍ତାନରେ ଏକ ମଣ୍ଡପ ମାଲିକ ଗ୍ରାହକଙ୍କୁ ଜବରଦସ୍ତ ଅଫର୍ ଘୋଷଣା କରିଛନ୍ତି। ସବୁଠୁ ରୋଚକ କଥା ହେଉଛି ଏହି ଅଫର୍ ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ବିବାହ କରୁଥିବା ଗ୍ରାହକଙ୍କଠାରେ ଉପଲବ୍ଧ ହେବ। ପାକିସ୍ତାନର…
#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି
ମୁମ୍ବାଇ,୧୭।୧: ବଲିଉଡ୍ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍-୧୧ର ପୂର୍ବତନ ଜଜ୍ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା ଅଭିଯୋଗ ହୋଇଥିଲା। କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କ ସମେତ ଅନ୍ୟ କେତେକ ମହିଳା ତାଙ୍କ ଉପରେ…
ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ
ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ସାମିଲ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସିଏଏ ବିରୋଧ ମାମଲାରେ ବୁଧବାର ଚନ୍ଦ୍ରଶେଖର ଆଜାଦ ଜାମିନ…
ଖୋଲାରେ ପରିସ୍ରା ନ କରିବା ପାଇଁ ନିଆରା ପଦକ୍ଷେପ
ବେଙ୍ଗାଲୁରୁ: କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ ଜରିଆରେ ସାରା ଦେଶକୁ ସଫାସୁତରା ରଖିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏଥିପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହା ସତ୍ତ୍ୱେ ଲୋକେ ସଚେତନ ନ ହୋଇ ଖୋଲାରେ ପରିସ୍ରା କରୁଛନ୍ତି। ଏପରି ସମସ୍ୟା…
ପଞ୍ଜାବ ବିଧାନସଭାରେ ସିଏଏକୁ ବିରୋଧ ପ୍ରସ୍ତାବ
ଚଣ୍ଡିଗଡ଼,୧୭।୧: କେରଳ ପରେ ଏବେ ପଞ୍ଜାବ ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଏକ ପ୍ରସ୍ତାବ ପାସ୍ କରାଯାଇଥିବା ଜଣାପଡିଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସରକାର ଉପସ୍ଥାପନ କରିଥିଲେ। ପଞ୍ଜାବ ସରକାର ପୂର୍ବରୁ ସୂଚନା ଦେଇଥିଲେ…
ଟସ୍ ଜିତିଲା ଅଷ୍ଟ୍ରେଲିଆ: ପ୍ରଥମେ ବ୍ୟାଟିଂ କରିବ ଭାରତ
ରାଜକୋଟ,୧୭।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରାଜକୋଟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଆରମ୍ଭ ହୋଇଛି। ସୌରାଷ୍ଟ୍ର କ୍ରିକେଟ ଆସୋସିଏସନ୍ ଷ୍ଟାଡିୟମରେ ଖେଳାଯାଉଥିବା ଥିବା ଏହି ମ୍ୟାଚରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଅର୍ଥାତ ଟିମ ଇଣ୍ଡିଆ…
ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍ ଇଣ୍ଡିଆ ପକ୍ଷରୁ ଆବେଦନ କରାଯାଇଥିଲା। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ…
ଅନ୍ତରୀକ୍ଷରୁ ଆସିଥାଏ ସୁନା
ଖାଲି ଭାରତ ନୁହେଁ, ସମଗ୍ର ବିଶ୍ୱରେ ସୁନାର ଚାହିଦା ଅଧିକ। ଏହି ହଳଦିଆ ରଙ୍ଗ ଧାତୁର ଉତ୍ପତ୍ତି ନେଇ ଅନେକ ତର୍କ ବିତର୍କ ରହିଛି। ଏହା କେଉଁଠୁ ଏବଂ କେମିତି ଆସୁଛି ସେନେଇ ବୈଜ୍ଞାନିକଙ୍କ ପାଖରେ ସଠିକ୍ ତଥ୍ୟ ନାହିଁ। ମାତ୍ର…
Archives


