Home

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ମୁକେଶ କୁମାର ସିଂ କ୍ଷମା ଆବେଦନ କରିଥିବା ବେଳେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଏହା ଖାରଜ ହୋଇଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏ ସମ୍ପର୍କରେ ଜଣାଇ ଦିଆଯାଇଥିବା ସୂଚନା ମିଳିଛି।…

ଏହି ବ୍ୟକ୍ତିଙ୍କ ସହ ଚନ୍ଦ୍ରକୁ ଯିବା ପାଇଁ ଚାହୁଁଛନ୍ତି ୨୦ ହଜାର ଯୁବତୀ

ଜାପାନର କୋଟିପତି ବ୍ୟବସାୟୀ ୟୁସାକୁ ମାଏଜାବାଙ୍କ ସହ ଚନ୍ଦ୍ର ପାଖକୁ ଯିବା ପାଇଁ ୨୦ ହଜାରରୁ ଅଧିକ ଯୁବତୀ ଆବେଦନ କରିଛନ୍ତି। ୪୪ ବର୍ଷୀୟ ୟୁସାକୁ ଚନ୍ଦ୍ର ପାଖକୁ ଯିବା ପାଇଁ ଗର୍ଲଫ୍ରେଣ୍ଡ ଖୋଜୁଥିଲେ। ଏଥିପାଇଁ ସେ ଜାନୁୟାରୀ ୧୨ରେ ଏକ…

୧୯୯୩ ମୁମ୍ବାଇ ବିସ୍ଫୋରଣର ଦୋଷୀ ଜଲୀସ ଅନ୍‌ସାରି ପାରୋଲରେ ଆସି ନିଖୋଜ

ମୁମ୍ବାଇ,୧୭।୧: ୧୯୯୩ ମୁମ୍ବାଇ ବିସ୍ଫୋରଣର ଅନ୍ୟତମ ଦୋଷୀ ଜଲୀସ ଅନ୍‌ସାରି ମୁମ୍ବାଇସ୍ଥିତ ତାଙ୍କ ଘରୁ ନିଖୋଜ ହୋଇ ଯାଇଛନ୍ତି। ୨୧ ଦିନ ହେବ ପାରୋଲରେ ଆସି ସେ ମୁମ୍ବାଇ ବାସଭବନରେ ରହୁଥିଲେ। ସେ ଘରେ ଥିବାବେଳେ ଗୁରୁବାର ସକାଳୁ କେଉଁଆଡେ ପଳାଇଛନ୍ତି।…

ଏସବୁ ସମସ୍ୟା ଦୂର କରେ ସର୍ବାଙ୍ଗାସନ

ଯୋଗ ସ୍ବାସ୍ଥ୍ୟ ପାଇଁ ସବୁଠୁ ମହତ୍ତ୍ୱପୂର୍ଣ୍ଣ। କାରଣ ଏହାଦ୍ୱାରା ଇମିନ୍ୟୁ ସିଷ୍ଟମ ମଜଭୁତ ହେବା ସହ ଯେକୌଣସି ବ୍ୟାକ୍ଟେରିଆଲ ଇନ୍‌ଫେକ୍ସନ ଦୂର ହୁଏ। ବିଶେଷକରି ଶୀତଦିନରେ ଯୋଗାସନ କଲେ ଚେହେରାରୁ ଶୁଷ୍କତା ଦୂର ହୋଇ ଚମକ ଆସିଥାଏ। ଅନେକ ଯୋଗାସନ ରହିଛି।…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି। ତେବେ ଶୁକ୍ରବାର ଏହି ମାମଲାରେ ରାଷ୍ଟ୍ରପତିଙ୍କ ନିର୍ଣ୍ଣୟ ଶେଷ ନିର୍ଣ୍ଣୟ ହେବ ବୋଲି ଜଣାପଡ଼ିଛି।…

ପ୍ରଥମ ଭାରତୀୟ ଭାବେ ବିରାଟ କୋହଲି କିଣିଲେ ଏହି କାର୍‌

ନୂଆଦିଲ୍ଲୀ,୧୭।୧: ଜର୍ମାନୀର ଲଗଜରୀ ବ୍ରାଣ୍ଡ୍‌ ଅଡି ନୂଆ SUV Audi Q8 ଭାରତରେ ଲଞ୍ଚ୍‌ ହୋଇଛି। ଏହି ଗାଡିର ମୂଲ୍ୟ ୧.୩୩ କୋଟି ଟଙ୍କା ରହିଛି। ଏହି ଦମ୍‌ଦାର ଗାଡିର ଲଞ୍ଚ୍‌ ଇଭେଣ୍ଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି…

ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି। ମହନ୍ତଙ୍କ ପକ୍ଷରୁ ଆଡଭୋକେଟ ଦେବାଶିଷ ପଣ୍ଡା ଗୁରୁବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ପୁଣି…

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା…

‘ମୋ ସରକାର’ରେ ସାମିଲ ହେଲା ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ବିଭାଗ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଶିଳ୍ପ ବିଭାଗ ଏବଂ ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ (ଏମ୍‌ଏସ୍‌ଏମ୍‌ଇ) ‘ମୋ ସରକାର’ରେ ସାମିଲ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଦେଶର ସବୁଠୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ଉତ୍‌କ୍ଷେପଣ: ବଢିବ ଇଣ୍ଟରନେଟ୍‌ ସ୍ପିଡ୍‌

ବେଙ୍ଗାଲୁରୁ,୧୭।୧:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ପୁଣି ଇତିହାସ ରଚିଛି। ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର କୋରୋଉ ଲଞ୍ଚପ୍ୟାଡରୁ ୟୁରୋପିଆନ ହେଭି ରକେଟ ଏରିୟନ-୫ ଦ୍ୱାରା ଏହାକୁ ଶୁକ୍ରବାର ଭାରତୀୟ ସମୟ…

ବିବାହ କରିବେ ଓଡ଼ିଶାର ‘ଛପାକ୍‌’ ପ୍ରମୋଦିନୀ

କଟକ ଅଫିସ,୧୭ା୧: ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଓଡ଼ିଶାର ‘ଛପାକ୍‌’ ତଥା ଏସିଡ୍‌ ପୀଡ଼ିତା ପ୍ରମୋଦିନୀ ରାଉଳ। ଏସିଡ୍‌ ଆକ୍ରମଣର ଶିକାର ହେବା ପରେ ଦୀର୍ଘବର୍ଷ ଧରି ତାଙ୍କ ସୁଖଦୁଃଖର ସାଥୀ ଭାବେ ଛିଡ଼ା ହୋଇଥିବା କଟକର ସରୋଜ କୁମାର…

ଅବହେଳିତ ଅବସ୍ଥାରେ ଜୟଦେବ ପୀଠ

ବାଲିଅନ୍ତା,୧୭ା୧(ଡି.ଏନ.ଏ): ଗୀତ ଗୋବିନ୍ଦର ରଚୟିତା କବି ଜୟଦେବଙ୍କ ଜନ୍ମପୀଠ ବାଲିଅନ୍ତା ବ୍ଲକ କେନ୍ଦୁଲିକୁ ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ମିଳିଛି । ହେଲେ ଦୀପତଳ ଅନ୍ଧାର ଭଳି ଏହି ପର୍ଯ୍ୟଟନ କେନ୍ଦ୍ରଟି ଅବହେଳିତ ଅବସ୍ଥାରେ ରହିଛି । ପୀଠ ପରିସର ରକ୍ଷଣାବେକ୍ଷଣ ଅଭାବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri