Home

ବାଇକ୍‌ ଷ୍ଟଣ୍ଟ୍‌କୁ ନେଇ ଆକ୍ରମଣ ଘଟଣାରେ ଆଉ ୩ ଗିରଫ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ବିପଜ୍ଜନକ ଭାବେ ବାଇକ୍‌ ଷ୍ଟଣ୍ଟ୍‌ କରି ଧୂଳି ଉଡ଼ାର ପ୍ରତିବାଦ କରିଥିବା ଯୁବତୀଙ୍କୁ ଗାଳିଗୁଲଜ ଓ ତାଙ୍କ ବାପାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଆଉ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର…

ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା ପରିଦର୍ଶନରେ ଆସୁଛନ୍ତି। ଏହି କମିଟି ସିଧାସଳଖ କ୍ଷେତ୍ର ପରିଦର୍ଶନ କରି ୨୦୧୯-୨୦ ମସିହାରେ ଚିହ୍ନିଟ…

ସଫଳତା ପଥରେ ଓଡ଼ିଶା ମିଲେଟ୍‌ସ ମିଶନ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଫିଙ୍ଗର୍‌ ମିଲେଟ୍‌ ବା ରାଗି। ଓଡ଼ିଆରେ ମାଣ୍ଡିଆ। ଦିନ ଥିଲା ଓଡ଼ିଶାର ଘରେ ଘରେ ଏହା ପରିଚିତ ଥିଲା। ଗରିବଙ୍କ ଠାରୁ ଧନୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟ ଖାଦ୍ୟ ମାଣ୍ଡିଆ ଜାଉ ଥିଲା। ହେଲେ ଧୀରେ ଧୀରେ ଆଧୁନିକତାର ପ୍ରଭାବରେ…

ଖବରଦାତା ନିର୍ଭୀକ ହୋଇ ଖବର ପରିବେଷଣ କରନ୍ତୁ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଦୈନିକ ଖବରକାଗଜ ସ୍ବାଧିକାରର ୭ମ ବାର୍ଷିକୋତ୍ସବ ଉପଲକ୍ଷେ ଗୁରୁବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଧିକାର ସ୍ବନକ୍ଷତ୍ର ବିଶେଷାଙ୍କକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାଧିକାରର ଉନ୍ନତି ସହ ଶୁଭକାମନା କରିଛନ୍ତି। ସ୍ବନକ୍ଷତ୍ର ଉତ୍ସବ ଉପଲକ୍ଷେ ପୂର୍ବାହ୍ନରେ…

୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍‌ଆଇ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ ଅନୁଷ୍ଠିତ ହେଉଛି ଯେଉଁଠାରେ ସାରାଦେଶର ହଜାରରୁ ଊର୍ଦ୍ଧ୍ୱ କମ୍ପ୍ୟୁଟର ପ୍ରଫେସନାଲ ଓ ଛାତ୍ରୀଛାତ୍ର ଅଂଶଗ୍ରହଣ…

ଗରିବଙ୍କୁ ଖାଦ୍ୟ ଯୋଗାଇବ ମୋବାଇଲ୍‌ ଫୁଡ୍‌ ବ୍ୟାଙ୍କ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): କ୍ଷୁଧା ଦୂରୀକରଣ ତଥା ଗରିବଙ୍କୁ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ‘ସୋ ଆମ୍‌ ଆଇ(ସାଇ) ଫାଉଣ୍ଡେଶନ ଟ୍ରଷ୍ଟ’ ପକ୍ଷରୁ ‘ହଙ୍ଗର୍‌ ଫ୍ରି ଓଡ଼ିଶା’ କ୍ୟାମ୍ପେନ୍‌ ମାଧ୍ୟମରେ ଏକ ନୂଆ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଗୁରୁବାର କଳ୍ପନାଛକସ୍ଥିତ ଉତ୍କଳ…

ସହରାଞ୍ଚଳ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଉଦ୍‌ବେଗ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କଠୋର ହୋଇଛନ୍ତି। ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବା ଲାଗି କି ପଦକ୍ଷେପ ନିଆଯାଇଛି, ଏ ନେଇ ତୁରନ୍ତ ଜବାବ ଦାଖଲ କରିବାକୁ ଏନ୍‌ଜିଟି ରାଜ୍ୟ…

ପ୍ରଥମ ଦିନରେ ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନର ବିଦ୍ୟୁତ୍‌ ବିଚ୍ଛିନ୍ନ ହେଲା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ପୂର୍ବ ଘୋଷଣା ଅନୁଯାୟୀ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଗୁରୁବାର ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଛି। ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବାରୁ ସେମାନଙ୍କ ବିଦ୍ୟୁତ୍‌ କାଟ କରାଯାଇଛି ବୋଲି ସେସୁ ପକ୍ଷରୁ…

ଆଜି ଆଇଏଏସ୍‌ ଅଫିସର ସମ୍ମିଳନୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ସରକାରୀ ସେବା ବ୍ୟବସ୍ଥାକୁ କିପରି ଅଧିକ ଉନ୍ନତ କରାଯାଇପାରିବ ସେ ନେଇ ପ୍ରଥମଥର ଲାଗି ଶୁକ୍ରବାର ରାଜ୍ୟ ସରକାରଙ୍କ ବରିଷ୍ଠ ଆଇଏଏସ୍‌ ଅଧିକାରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ନିକଟରେ ନୂଆକରି ଉଦ୍‌ଘାଟିତ ହୋଇଥିବା ଲୋକସେବା…

ଧର୍ମ ନିର୍ବିଶେଷରେ ମାନବିକତାକୁ ସମ୍ମାନ ଦିଅନ୍ତି ଜାଭେଦ ଅଖତର

ଗୀତ ହେଉ କି ଗଜଲ, ଭ୍ରମଣ କାହାଣୀ, ଆଲୋଚନା, ସାକ୍ଷାତକାର ସବୁକ୍ଷେତ୍ରରେ ଜଣେ ପାରଙ୍ଗମ ସ୍ରଷ୍ଟା ହେଉଛନ୍ତି ଜାଭେଦ ଅଖତର। ହିନ୍ଦୀ ସିନେମା ଜଗତର ଆଦ୍ୟ ସ୍ମରଣୀୟ ଗୀତିକାର ଭାବରେ ସେ ନିଜର ପରିଚିତିକୁ ବେଶ ସୁଦୃଢ଼ କରିସାରିଛନ୍ତି ବୋଲି କହିଲେ…

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏ କହିଲା: ପ୍ରମାଣ କର, ନଚେତ୍‌ କ୍ଷମା ମାଗ

ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍‌ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉକ୍ତ ରିପୋର୍ଟକୁ ଖଣ୍ଡନ କରିନାହିଁ। ତେଣୁ ପ୍ରଧାନମନ୍ତ୍ରୀ ନିଜେ ଏହାକୁ ପ୍ରମାଣ…

ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର

ରାଞ୍ଚି,୧୭।୧(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ ପାଠ ପଢ଼ୁଥିବା ଏହି ନାବାଳିକାମାନେ ବୁଧବାର ରାତିରେ ମେଳାଦେଖି ଘରକୁ ଫେରୁଥିବାବେଳେ କେତେକ ଯୁବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri