Home

ଡାକ୍ତର ନିଯୁକ୍ତି ପାଇଁ ୪୦ କି.ମି. ଚାଲିଲେ

ଭଦ୍ରକ ଅଫିସ, ୧୬।୧- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳର କେତେକ ଯୁବଗୋଷ୍ଠୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଘଣ୍ଟେଶ୍ୱର…

ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା ତଥା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତ…

ବଳଦଗାଡ଼ିକୁ ଧକ୍କା ଦେଲା ଟ୍ରେନ୍‌: ୫ ମୃତ

ପାଟନା,୧୬।୧: ବିହାର ସମସ୍ତିପୁର ଜିଲାରେ ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ର୍ତ୍ତି କରାଯାଇଛି। ସ୍ଥାନୀୟ ହସନପୁର ଥାନା ଅଞ୍ଚଳର ମହୁଆ ଢ଼ାଲା…

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବ୍ରୁ ଶରଣାର୍ଥୀଙ୍କ ପ୍ରତିନିଧି, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର…

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କୁ ପଚରାଉଚରା ସମୟରେ ଏହା ଜଣାପଡ଼ିଛି। ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଉଛନ୍ତି ଏଜାଜ୍‌ ଅହମ୍ମଦ୍‌…

ସମୀର ହେଲେ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ବରିଷ୍ଠ ନେତା ସମୀର ମହାନ୍ତି ରାଜ୍ୟ ଭାଜପା ସଭାପତି ନିର୍ବାଚିତ ହୋଇଛନ୍ତି। ଗୁରୁବାର ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମାର ଆନୁଷ୍ଠାନିକ ଭାବେ ଏହି ଘୋଷଣା କରିଛନ୍ତି। ପ୍ରକାଶ ଯେ, ୨୦୧୯ ଜାନୁୟାରୀରେ ସଭାପତି ବସନ୍ତ ପଣ୍ଡାଙ୍କ ତିନି ବର୍ଷୀୟା କାର୍ଯ୍ୟକାଳ…

ସିଦ୍ଧାର୍ଥଙ୍କ ଜନ୍ମଦିନରେ ‘ଶେରଶାହ’ର ପୋଷ୍ଟର ରିଲିଜ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର’ରେ ଡେବ୍ୟୁ କରିବା ପରେ ଅନେକ ସଫଳତାର ଫର୍ଦ୍ଦ ଯୋଡ଼ା ହୋଇ ସାରିଲାଣି ଅଭିନେତା ସିଦ୍ଧାର୍ଥ ମଲହୋତ୍ରାଙ୍କ ଅଭିନୟ ଜୀବନରେ। ବିଶେଷକରି ରୋମାଣ୍ଟିକ ହିରୋ ଭୂମିକାରେ ସେ ନଜର ଆସିଥାନ୍ତି। ହେଲେ…

ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍‌ରେ ଗପିଲେ ବି କଟିବ ଚାଲାଣ

ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍‌ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ କଥାହେଲେ ଏବେ ଜରିମାନା ଦେବାକୁ ପଡ଼ିବ। ନୂତନ ମୋଟର ଯାନ ଆଇନ ଅନ୍ତର୍ଗତ ଆସନ୍ତା ଫେବୃୟାରୀଠାରୁ ଚଣ୍ଡିଗଡ଼ରେ ଏଭଳି…

‘ଲଭ୍‌ ଆଜ୍‌ କଲ୍‌-୨’ର ପ୍ରଥମ ପୋଷ୍ଟର ରିଲିଜ, ରୋମାଣ୍ଟିକ ଭାବେ ନଜର ଆସିଲେ ସାରା-କାର୍ତ୍ତିକ

ବମ୍ବେ: ରିଲିଜ ହୋଇଛି ସୈଫ ଲଳନା ସାରା ଅଲ୍ଲୀ ଖାଁ- ଅଭିନେତା କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ ଆଜ୍‌ କଲ-୨’ର ପ୍ରଥମ ଲୁକ୍‌। ଉଭୟ ନିଜ ନିଜର ସୋସିଆଲ ପୃଷ୍ଠାରେ ଫିଲ୍ମର ପୋଷ୍ଟରକୁ ଶେୟାର କରିଛନ୍ତି। ଏଥିରେ ଉଭୟଙ୍କୁ ରୋମାଣ୍ଟିକ୍‌…

ପୁଅକୁ ଦେଖି ଭାବବିହ୍ବଳ ହେଲେ ସାନିଆ

ହୋବାର୍ଟ, ୧୬।୧:ଭାରତୀୟ ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଏଠାରେ ଚାଲିଥିବା ହୋବାର୍ଟ ଇଣ୍ଟରନ୍ୟାଶନାଲ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇବର୍ଷ ପରେ ଟେନିସକୁ ପ୍ରତ୍ୟାବର୍ତ୍ତନ କରିଥିବା ସାନିଆ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥୀ କରି ଏହି ପ୍ରତିଯୋଗିତା ଖେଳୁଛନ୍ତି।…

ନିର୍ଭୟା ମାମଲା: ଜେଲ୍‌ ପ୍ରଶାସନଙ୍କୁ ରିପୋର୍ଟ ମାଗିଲେ କୋର୍ଟ

ନୂଆଦିଲ୍ଲୀ,୧୬।୧: ଦୀର୍ଘ ୭ ବର୍ଷ ତଳର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଶୁଣାଣି କରି ଆଜି ଦିଲ୍ଲୀର ଏକ କୋର୍ଟ ତିହାର ଜେଲ୍‌ ପ୍ରଶାସନକୁ ରିପୋର୍ଟ ମାଗିଛନ୍ତି। ଆସନ୍ତା ୨୨ରେ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪…

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ ୨ରେ ଏକ ବୈଠକରେ ମୋଦି କହିଥିଲେ ଯେ, ବଡ଼ବଡ଼ ଔଷଧ କମ୍ପାନୀଗୁଡ଼ିକ ଡାକ୍ତରମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri