Home

କାହିଁକି ନିଜଠୁ ୧୦ ବର୍ଷ ସାନ ନିକ୍‌ଙ୍କୁ ବିବାହ କରିଥିଲେ ପ୍ରିୟଙ୍କା ଚୋପ୍ରା

ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ରହୁଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ୍‌। ପ୍ରିୟଙ୍କା ପ୍ରାୟତଃ ନିକ୍‌ଙ୍କ ସହ ଫଟୋ ଛାଡୁଥିବାର ଦେଖାଯାଇଛି। ନିଜ ବିବାହକୁ ନେଇ ଏକ ସାକ୍ଷାତକାରରେ ବଡ ଖୁଲାସା କରିଛନ୍ତି ପ୍ରିୟଙ୍କା। ନିଜଠୁ…

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’: କେବଳ ଶିକ୍ଷାର୍ଥୀ ପଚାରିବେ ମୋଦିଙ୍କୁ ପ୍ରଶ୍ନ

ନୂଆଦିଲ୍ଲୀ,୧୬।୧: ଜାନୁୟାରୀ ୨୦ରେ ହେବାକୁ ଥିବା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’ର ତୃତୀୟ ସଂସ୍କରଣରେ କେବଳ ଶିକ୍ଷାର୍ଥୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ପଚାରି ପାରିବେ ବୋଲି ସୂଚନା ମିଳିଛି। ଯାହାକୁ ନେଇ ମୋଦି ପିଲାମାନଙ୍କୁ ଉପଯୋଗୀ ଟିପ୍ସ ପ୍ରଦାନ କରିବେ।…

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୬।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇ ରହିଛି। ଏସବୁ ଭିତରେ ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ନିକଟରେ ରାଞ୍ଚିର…

ଏହି ଅଭିନେତ୍ରୀଙ୍କୁ ଭେଟିବା ପାଇଁ ୫ଦିନ ଫୁଟ୍‌ପାଥରେ ଶୋଇଲେ ପ୍ରଶଂସକ

ଏମିତି କିଛି ପ୍ରଶଂସକ ଅଛନ୍ତି, ଯେଉଁମାନେ ତାଙ୍କର ପ୍ରିୟ ଅଭିନେତ୍ରୀଙ୍କ ପାଇଁ ସବୁକିଛି କରିବା ପାଇଁ ପ୍ରସ୍ତୁତ ଥା’ନ୍ତି। ସେମିତି ଜଣେ ପ୍ରଶଂସକ ହେଉଛନ୍ତି ଭାସ୍କର। ଅଭିନେତ୍ରୀ ପୂଜା ହେଗ୍‌ଡ଼େଙ୍କୁ ଭେଟିବା ପାଇଁ ମୁମ୍ବାଇ ଆସି ସେ ଫୁଟ୍‌ପାଥରେ ପାଞ୍ଚ ରାତି…

ବିହାରରେ ପୁଣି ଶାସନ ଡୋରି ଧରିବ ଜେଡିୟୁ-ଭାଜପା ମେଣ୍ଟ

ବୈଶାଳି,୧୬।୧: ବିହାରରେ ପୁଣି ଥରେ ଶାସନ ଡୋରି ଜେଡିୟୁ-ଭାଜପା ମେଣ୍ଟ ହାତକୁ ଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି)କୁ ସମର୍ଥନ କରି ଶାହ ବିହାର ଗସ୍ତରେ ଯାଇ ବୈଶାଳିଠାରେ ଆୟୋଜିତ…

ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଖଲିକୋଟ କନିଷ୍ଠ ମହାବିଦ୍ୟାଳୟ ପରିଦର୍ଶନ

ବ୍ରହ୍ମପୁର ଅଫିସ,୧୬।୧: ଗଞ୍ଜାମ ଜିଲା ଖଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଖଲିକୋଟ କନିଷ୍ଠ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାର ସମୀକ୍ଷା କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶକ ସୁନ୍ଦରଲାଲ ସିଲ୍‌ ଓ ଉପ ନିର୍ଦ୍ଦେଶକ ଭାଗୀରଥି କାଣ୍ଡି। ମହାବିଦ୍ୟାଳୟରେ ପହଞ୍ଚି…

ଶୁକ୍ରବାର ଜିସାଟ୍‌-୩୦ର ହେବ ଉତ୍‌କ୍ଷେପଣ: ୧୫ ବର୍ଷ ପାଇଁ କରିବ କାର୍ଯ୍ୟ

ସାୟେନି,୧୬।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଶୁକ୍ରବାର ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି କାର୍ଯ୍ୟ ଅଧିକ ଭଲ ଭାବେ ସମ୍ପନ୍ନ ହୋଇପାରିବ। ଏହାଦ୍ୱାରା ଭାରତରେ ଇଣ୍ଟରନେଟ୍‌ ସ୍ପିଡ୍‌ ବଢ଼ିପାରିବ।…

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ ଦେବା ପରିବର୍ତ୍ତେ କୋହଳ ମନୋବୃତ୍ତି ପୋଷଣ କରିଥିଲା। ସେମିତି ନିର୍ଭୟା ଗଣ ବଳାତ୍କାର ମାମଲାର…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଆଉ ଜଣେ କ୍ରିକେଟର୍‌

ପୁଣି ଜଣେ କ୍ରିକେଟର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘ ଦିନର ପ୍ରେମିକା ସନାୟା ଟାକ୍ରିରିଓ୍ବାଲାଙ୍କୁ ଜୀବନସାଥୀ ରୂପେ ବାଛିଛନ୍ତି ଭାରତୀୟ କ୍ରିକେଟର କରୁଣ ନାୟାର। ଦକ୍ଷିଣ ଭାରତୀୟ ବିବାହ ରୀତିନୀତିରେ ଉଭୟ ବିବାହ ରଚିଛନ୍ତି। ଗତବର୍ଷ ଜୁନ ମାସରେ ଏକ…

ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୧୬।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାଟଡିହୀ ବଣିଆସାହି ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରଞ୍ଜନ ସାହୁ(୪୦)। ବୁଧବାର ସନ୍ଧ୍ୟାରୁ ସେ ନିଖୋଜ ଥିଲେ। ଗୁରୁବାର ସକାଳୁ ତାଙ୍କ ମୃତଦେହ ନିକଟସ୍ଥ ପୋଖରୀରେ ଭାସୁଥିବା ଲୋକେ…

ପାମ୍ପୁଡ଼ି ପନିର୍‌

ପନିର୍‌କୁ ବିଭିନ୍ନ ସ୍ବାଦ ଦେଇ ଖାଦ୍ୟ ପ୍ରସ୍ତୁତ କରାଯାଏ । ଖଟା, ମିଠା ଓ ରାଗ ଆଦି ସ୍ବାଦରେ ପନିର୍‌ ବେଶ୍‌ ଭଲ ଲାଗେ। ସେହିଭଳି ପାମ୍ପୁଡ଼ି ପନିର୍‌ ଏକ ବିଶେଷ ଧରଣର ଖାଦ୍ୟ। ପୁରୀର ଫୁଡ଼୍‌ ସେଣ୍ଟ୍ରାଲରେ କାର୍ଯ୍ୟ କରୁଥିବା…

‘ମଲଙ୍ଗ’ର ଟାଇଟଲ୍‌ ଟ୍ରାକ୍‌ ରିଲିଜ୍‌: ପରଦାରେ ଦିଶା-ଆଦିତ୍ୟଙ୍କ ଜବରଦସ୍ତ କେମେଷ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିଶା ପାଟନୀ ଓ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଅପ୍‌ କମିଂ ଫିଲ୍ମ ‘ମଲଙ୍ଗ’ର ଟାଇଟଲ ଟ୍ରାକ୍‌ ଗୁରୁବାର ରିଲିଜ୍‌ ହୋଇଛି। ଏହି ଗୀତ ବେଶ୍‌ ସୁମଧୂର ହୋଇଥିବା ବେଳେ ଏଥିରେ ଦିଶା ଓ ଆଦିତ୍ୟଙ୍କ କାହାଣୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri