Home

କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ ସମସ୍ୟାକୁ ନେଇ ଆୟୋଜିତ କରାଯାଇଥିବା ଜଣାପଡିଛି। ପ୍ରଥମେ ବସ୍ତିରୁ ଏହି ରାଲି ଫେବୃୟାରୀ ୨୩ରେ…

୪ମାସରେ ୨୬ କିଲୋ ହ୍ରାସ କରି ଫଟୋ ଶେୟାର କଲେ ଟେନିସ୍‌ ଷ୍ଟାର

ନୂଆଦିଲ୍ଲୀ,୧୦।୨: ମା’ ହେବା ପରେ ଭାରତୀୟ ଟେନିସ୍‌ ଷ୍ଟାର ସାନିଆ ମିର୍ଜା ପ୍ରଶଂସକଙ୍କ ସମ୍ମୁଖରେ ନିଜର ଆଗାମୀ ଲକ୍ଷ୍ୟକୁ ସ୍ପଷ୍ଟ କରିଛନ୍ତି। ଖୁବ୍‌ଶୀଘ୍ର ଟେନିସ୍‌ର କୋର୍ଟକୁ ଫେରିବେ ବୋଲି ପ୍ରଶଂସକଙ୍କୁ ସେ ଏକ ଆଭାସ୍‌ ଦେଇଛନ୍ତି। ଆଉ ଏଥିପାଇଁ ୪ମାସ ପୂର୍ବରୁ…

ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍‌ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର ନିନ୍ଦା କରିଛନ୍ତି। ଏହାସହ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ସହ ଛାତ୍ରୀମାନଙ୍କୁ ସୁରକ୍ଷା ଯୋଗାଇ…

ଦର୍ଶକଙ୍କୁ ପସନ୍ଦ ଆସୁଛି ‘ମଲଙ୍ଗ’

ଆଦିତ୍ୟ ରୟ କାପୁର ଓ ଦିଶା ପଟାନୀଙ୍କ ଷ୍ଟାରର୍‌ ଫିଲ୍ମ ‘ମଲଙ୍ଗ’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ‘ମଲଙ୍ଗ’ରେ ଆଦିତ୍ୟଙ୍କୁ ପୂରା ଦମଦାର ଅନ୍ଦାଜରେ ଦେଖିବାକୁ ମିଳିଛି। ଦିଶାଙ୍କ ଅଭିନୟ ସହ ଡ୍ୟାନ୍ସ ମଧ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଫିଲ୍ମଟିରେ…

ଅଣ୍ଡା ମାଡ଼ କରି କହ୍ନେୟା କୁମାରଙ୍କୁ ବିରୋଧ

ଜମୁଇ,୧୦।୨: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ଛାତ୍ରସଂଘର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କହ୍ନେୟା କୁମାରଙ୍କ ଉପରକୁ ସୋମବାର ପୁଣି ଥରେ ଆକ୍ରମଣ ହୋଇଛି। ବିହାରର ଜମୁଇରୁ ନଓ୍ବାଡାକୁ ତାଙ୍କ ରାଲି ଯାଉଥିବା ବେଳେ ରାସ୍ତାରେ କେହି ଦୁର୍ବୃତ୍ତ ଅଣ୍ଡା…

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି…

କରୋନା ଭାଇରସ୍‌କୁ ରୋକିବା ପାଇଁ ଚାଇନା ଗଲେ ରାକ୍ଷୀ ସାଓ୍ବନ୍ତ

ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏହି ମାରାତ୍ମକ ଭାଇରସ୍‌ର ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଏସବୁ ଭିତରେ…

ପ୍ରେମ ଦିବସ ପୂର୍ବରୁ ଫୁଟିଲା ଗୁଳି: ପ୍ରଥମ ପ୍ରେମିକ କଲେ ଗୁଳିମାଡ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପ୍ରେମ ଦିବସ ପୂର୍ବରୁ ରାଜଧାନୀରେ ଫୁଟିଛି ଗୁଳି। ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ନିକଟରେ ଏକ ଗୁଳିମାଡ ହୋଇଛି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଯୁବତୀ ଜଣଙ୍କ ଶିକ୍ଷାନୁଷ୍ଠାନ କ୍ୟାମ୍ପସ…

ଆର୍‌ଏସ୍‌ଏସ୍‌ ନେତାଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୦।୨: ଦେଶରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ଏଥିରେ ଦର୍ଶାଯାଇଛି ଯେ, କିଛି ଆର୍‌ଏସ୍‌ଏସ୍‌ ନେତା ଏବଂ କେତେକ ଆର୍‌ଏସ୍‌ଏସ୍‌ କାର୍ଯ୍ୟାଳୟ ଉପରେ ଏଭଳି ଆକ୍ରମଣ କରିବା ଲାଗି ଆତଙ୍କବାଦୀଙ୍କ…

ଶାହିନ ବାଗ ଧାରଣାସ୍ଥଳରେ ଶିଶୁର ମୃତ୍ୟୁକୁ ନେଇ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧୦।୧: ଶାହିନ ବାଗରେ ପ୍ରଦର୍ଶନ ସମୟରେ ଜରେ ୪ ମାସ ଶିଶୁର ମୃତ୍ୟୁକୁ ନେଇ ଯେଉଁ ଆବେଦନ କରାଯାଇଥିଲା ସୁପ୍ରିମକୋର୍ଟ ପକ୍ଷରୁ ସୋମବାର ଏହାର ଶୁଣାଣି କରାଯାଇଛି। ଏହି ମାମମଲାର ଶୁଣାଣି କରି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କୁ ନେଇ…

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ କଳାହାଣ୍ଡି ଜିଲାର ବିଭିନ୍ନ ସ୍କୁଲ ଗସ୍ତ: ଖରାପ ଶିକ୍ଷାଦାନ ପାଇଁ ୨ ଶିକ୍ଷକଙ୍କୁ ନୋଟିସ

ଭବାନୀପାଟଣା, ୧୦।୨(ଡି.ଏନ.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କଳାହାଣ୍ଡିର ବିଭିନ୍ନ ସ୍କୁଲକୁ ଅଚାନକ ଗସ୍ତ କରଛନ୍ତି। ଇଂଲିଶ ଶିକ୍ଷାରେ ସ୍କୁଲଗୁଡିକ ପଛରେ ପଡିଯିବାକୁ ନେଇ ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଇଂଲିଶ ବିଷୟରେ ଖରାପ ଶିକ୍ଷାଦାନ ଲାଗି ଭବାନୀପାଟଣାର…

ସିରିଆରେ କାର ବିସ୍ଫୋରଣ: ୬ ମୃତ

ଆଫ୍ରିନ୍‌, ୧୦।୨: ସିରିଆରେ ଏକ କାରରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୧ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଦେଶର ଦକ୍ଷିଣ-ପଶ୍ଚିମରେ ଥିବା ଆଲେପ୍ପୋ ପ୍ରଦେଶର ଆଫ୍ରିନ୍‌ ସହରରେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?