Home

ମୋଦିଙ୍କ ଚିଠିର ଉତ୍ତର ଦେଲେ ଚାଇନା ରାଷ୍ଟ୍ରପତି

ବେଜିଂ,୧୦।୨: ଚାଇନାରେ କରୋନାଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏଥିଯୋଗୁ ୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଚାଇନା ସହ ଏହି ଭୂତାଣୁ ବିଶ୍ୱର ଅନ୍ୟ ଦେଶଗୁଡିକରେ ମଧ୍ୟ ପ୍ରଭାବ ପକାଉଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା…

୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ

ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ କରିଥିଲା। ତାଳସାରିରୁ ଉଦୟପୁର ଯାଇ ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ଏଥିସହିତ…

ସିଆର୍‌ପିଏଫ୍‌ ଯବାନ-ମାଓବାଦୀ ମୁହାଁମୁହିଁ: ୨ କୋବ୍ରା କମାଣ୍ଡୋ ଶହୀଦ

ରାୟପୁର,୧୦।୨: ଛତିଶଗଡ଼ରେ ସିଆର୍‌ପିଏଫ୍‌ ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ସିଆର୍‌ପିଏଫ୍‌ କମାଣ୍ଡୋ ଶହୀଦ ହୋଇଛନ୍ତି। ସେହିପରି cଜଣେ ମାଓବାଦୀଙ୍କ ମୃତ୍ୟୁ ମଧ୍ୟ ଘଟିଛି। ସ୍ଥାନୀୟ ବିଜାପୁର ଜିଲା ଇରାପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ ସୋମବାର ପୂର୍ବାହ୍ନ ୧୦ଟା…

କଂଗ୍ରେସ ନେତାଙ୍କ ନାତୁଣୀଙ୍କୁ ବିବାହ କରିବେ କୁମାରସ୍ବାମୀଙ୍କ ପୁଅ

ବେଙ୍ଗାଲୁରୁ,୧୦।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ କୁମାରସ୍ବାମୀ କଂଗ୍ରେସ ନେତା ଏମ୍‌. କ୍ରିଷ୍ଣାପ୍ପାଙ୍କ ନାତୁଣୀ ରେବତିଙ୍କୁ ବିବାହ କରିବେ ବୋଲି ଜଣାପଡିଛି। ଫେବୃୟାରୀ ୬ରେ ନିଖିଳ ରେବତିଙ୍କ ସହ କିଛି ଫଟୋ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ ୫ ଲକ୍ଷ ଟଙ୍କାର ଜରିମାନା ଆଦେଶ ଦେଇଛନ୍ତି। ମହିଳା ଓ କଲ୍ୟାଣ ମନ୍ତ୍ରଣାଳୟ ,ବିଧି…

ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ

ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ସୋମବାର ପ୍ରଦାନ କରିଛି। ଭାରତୀୟ ମଜଦୂର ସଂଘର ଜିଲା…

‘ବନ୍ଧୁ ପ୍ରକଳ୍ପ’: ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ମିଳିବ ପେନ୍‌ସନ୍‌

କୋଲକାତା,୧୦।୨: ପଶ୍ଚିମବଙ୍ଗ ସରକାର ଚଳିତ ୨୦୨୦-୨୧ ବର୍ଷ ବଜେଟରେ ଏକ ନୂଆ ଯୋଜନା ଘୋଷଣା କରିବାର ବ୍ୟବସ୍ଥା ରହିଛି। ଏହାର ନାମ ରଖାଯାଇଛି ‘ବନ୍ଧୁ ପ୍ରକଳ୍ପ’। ଏହି ଯୋଜନା ଅଧିନରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ପେନସନ୍‌ ମିଳିବ ବୋଲି…

ବାଣଫୁଟାରେ ରେକର୍ଡ: ୧.୩ ଟନ୍‌ ବାରୁଦ ଦେଢ଼ କିମି ଉପର ଫୁଟିଲା

ଓ୍ବାଶିଂଟନ,୧୦।୨: ଆମେରିକାରେ ବାଣଫୁଟାରେ ଏକ ରେକର୍ଡ ହୋଇଛି। ଏହି ବାଣ ଭୂପୃଷ୍ଠଠାରୁ ଦେଢ଼ କିମି ଉପରେ ଫୁଟିଛି। କୋଲୋରାଡାରେ ହୋଇଥିବା ଓ୍ବିଣ୍ଟର ଫେଷ୍ଟିଭାଲରେ ଏଭଳି କରାଯାଇଛି। ୧.୩ ଟନ୍‌ ବାରୁଦରେ ଏହି ବାଣ ତିଆରି ହୋଇଥିଲା। ଏହି ବାଣର ଉଚ୍ଚତା ୬୨…

ଇବୋଲାକୁ ଡରି ନ ଥିବା ଚାଇନାର ବହୁ ସହର କରୋନା ଯୋଗୁ ଜନଶୂନ୍ୟ !

ବେଜିଂ,୧୦।୨: ଚାଇନାର କରୋନା ମହାମାରୀ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୯୦୮ରେ ପହଞ୍ଚିଛି। ୪୦ ହଜାରରୁ ଅଧିକ…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି ଛାତ୍ରୀମାନେ…

ପ୍ରଥମ ଫିଲ୍ମ ସମ୍ପର୍କରେ ଏମିତି କହିଲେ ‘ଜଓ୍ବାନୀ ଜାନେମନ୍‌’ର ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲୟା ଫର୍ନିଚରଓ୍ବାଲା ଏବେ ଖୁବ୍‌ ବିଜି ରହୁଛନ୍ତି। ମାସକ ତଳେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜଓ୍ବାନୀ ଜାନେମନ୍‌’ରେ ପୂଜା ବେଦୀଙ୍କ ଝିଅ ଆଲୟା ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତି ଯାଇଛନ୍ତି। ଏକ ସାକ୍ଷାତକାରରେ ଆଲୟା…

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?