Home

ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍‌ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍‌ ଟର୍ଚ୍ଚରେ ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଜଣକ ପରେ ଜଣେ ୭ ଜଣ ରୋଗୀଙ୍କୁ…

ରପ୍ତାନିରେ ହ୍ରାସ ଧାରା ଜାରି

ନୂଆଦିଲ୍ଲୀ,୧୫-୧୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ପଞ୍ଚମ ଥର ଲାଗି ରପ୍ତାନିରେ ହ୍ରାସ ଘଟିଛି। ଚଳିତ ବର୍ଷ ନଭେମ୍ବରରେ ଦେଶ ମଧ୍ୟରୁ ରପ୍ତାନି ୦.୩୨% ଖସିଛି। ବିଶ୍ୱ ସ୍ତରରେ ଚାହିଦା ହ୍ରାସ, ଅଶୋଧିତ ତୈଳ ମୂଲ୍ୟ କମ୍‌ ରହିବା ଯୋଗୁ…

ଦିବାରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ପର୍ଥ,୧୫।୧୨(ଏଏଫ୍‌ପି)- ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ତା’ର ସ୍ଥିତି ଆହୁରି ମଜଭୁତ୍‌ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୪୬.୨ ଓଭରରେ ୪୧୬ ରନକରି ଅଲଆଉଟ ହୋଇଥିଲା। ଜବାବରେ…

ଶୀତଦିନେ ଖାଆନ୍ତୁ ଏହି ଫଳ

ଫଳ ଶରୀର ପାଇଁ ଲାଭଦାୟକ। ହେଲେ କେଉଁ ଫଳ କେତେବେଳେ ଖାଇବା ଆବଶ୍ୟକ ତାହା ମଧ୍ୟ ଜାଣିବା ଜରୁରୀ। ଆୟୁର୍ବେଦ ଅନୁଯାୟୀ ଶୀତଦିନେ ଖଟାଫଳ ଶରୀର ପାଇଁ ବେଶ୍‌ ଉପକାରୀ। ବିଶେଷ କରି ଲେମ୍ବୁ ଓ କମଳା ଖାଇବା ଭଲ। ଏଥିରେ…

ସଲମାନଙ୍କ ଘର ଉଡ଼ାଇ ଦେବାକୁ ଧମକ

ବଲିଉଡ୍‌ର ସିଙ୍ଗଲ୍‌ ମ୍ୟାନ୍‌ ସଲମାନ୍‌ ଖାଁଙ୍କ ଘର ଉଡ଼ାଇ ଦେବାକୁ ଗାଜିଆବାଦର ଜଣେ ୧୬ ବର୍ଷର ନାବାଳକ ଧମକ ଦେଇଛନ୍ତି। ମୁମ୍ବାଇ ପୋଲିସକୁ ମେଲ୍‌ କରି ସେ ଏହି ବାର୍ତ୍ତା ପଠାଇଛନ୍ତି। ମେଲ୍‌ ପାଇବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ପାଇଁ ଆଗେଇ…

ଘରେ ବୁଢିଆଣୀ ଜାଲ ରହିଥିଲେ ଆପଣାନ୍ତୁ ଘରୋଇ ଉପାୟ

ଘର ସଫା କରିବା ପରେ ବୁଢ଼ିଆଣୀ ଜାଲ ବା ଅଳନ୍ଧୁ ଦେଖିଲେ ଚିନ୍ତାରେ ପଡ଼ିଥାଉ, କିପରି ସଫା କରିବ। ବୁଢ଼ିଆଣୀ ଜାଲ ଦ୍ୱାରା ଘର ଅପରିଷ୍କାର ଦେଖାଯାଏ। ତା’ସହିତ ଘରକୁ ନକାରାତ୍ମକ ଶକ୍ତି ମଧ୍ୟ ପ୍ରବେଶ କରିଥାନ୍ତି ବୋଲି ବାସ୍ତୁରେ କୁହାଯାଇଛି।…

ଶକ୍ତି ସଂରକ୍ଷଣ କରାଗଲେ ଉତ୍ତାପ ବୃଦ୍ଧି ହ୍ରାସ ପାଇବ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ମନୁଷ୍ୟର ଦୈନନ୍ଦିନ ଜୀବନଯାପନ ପାଇଁ ଶକ୍ତିର ଜରୁରୀ ଆବଶ୍ୟକତା ରହିଛି। ପେଟ୍ରୋଲ, ଡିଜେଲ, କୋଇଲା, ଜୈବ ଇନ୍ଧନରୁ ଶକ୍ତି ଉତ୍ପାଦନ ଯୋଗୁ ବହୁ ମାତ୍ରାରେ ଅଙ୍ଗାରକାମ୍ଳ ନିର୍ଗତ ହୋଇ ବାୟୂମୁଣ୍ଡଳକୁ ପ୍ରଦୂଷିତ କରୁଛି। ଫଳରେ ତାପମାତ୍ରା ବୃଦ୍ଧି ପାଉଛି। ଏଥିପ୍ରତି…

ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ ଗୃହକୁ…

୨ ହୋଟେଲ ମ୍ୟାନେଜର ଗିରଫ: ତାଳସାରୀର ୨ ହୋଟେଲ ସିଲ୍‌

ଭୋଗରାଇ, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରେ ହୋଟେଲ ଏବଂ ଲଜ୍‌ରେ ବେଧଡ଼କ ଦେହ ବ୍ୟବସାୟ ହେଉଥିବା ଭିଡ଼ିଓ ଭାଇରାଲ ଓ ଗଣମାଧ୍ୟମରେ ପ୍ରଚାର ହେବା ପରେ ପୋଲିସ ତପତ୍ର ହୋଇପଡ଼ିଛି। ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାରୀଙ୍କ ନେତୃତ୍ୱରେ ତାଳସାରୀ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ,୧୪ା୧୨- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର ବେହେରା ଏବଂ ରଜତ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଦୁଇଟି ପୃଥକ ମାମଲାର ଏକତ୍ର…

କନିଅରଫଳ ଖାଇ ମହିଳାଙ୍କ ଆତ୍ମହତ୍ୟା

କେନ୍ଦୁଝର,୧୪।୧୨ ( ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ପଟିଲ ଗ୍ରାମର ସରସ୍ବତୀ ପଲେଇ(୪୫) ନାମ୍ନୀ ଜଣେ ମହିଳା କନିଅର ଫଳ ଖାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ କନିଅର ଫଳକୁ ଶିଳରେ ବାଟି ଖାଇଦେଇଥିଲେ। ତାଙ୍କର ପୁଅ…

ଯେଉଁ ଖଣିର ହୀରା ନେଇ ପାରିବେ ସାଧାରଣ ଜନତା

ହୀର ଖଣି ସାଧାରଣତଃ କମ୍ପାନୀମାନଙ୍କ ଅଧିନରେ ଥାଏ। ଯେଉଁମାନେ ଏହାକୁ କ୍ରୟ କରିଥାଆନ୍ତି। ହେଲେ ଏମିତି ଏକ ଖଣି ଅଛି ଯେଉଁଠୁ ସାଧାରଣ ଜନତା ମଧ୍ୟ ହୀରା ଆଣିପାରିବେ। ଆମେରିକାର ଆରକାନସସ ରାଜ୍ୟର ପାଇକ କାଉଣ୍ଟିରେ ମରଫ୍ରେସବୋରୋରେ ରହିଛି ଏମିତି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri