Home

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି। ବିଶେଷ କରି ଆଗାମୀ ପାର୍ବଣ ଋତୁରେ ଅନ୍‌ଲାଇନ ଶପିଂ ବୃଦ୍ଧି ପାଉଥିବାରୁ, ନକଲି…

ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…

ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି ସ୍ବରୂପ ଆସନ୍ତା ୨୦୨୭ ଗଣତନ୍ତ୍ର ଦିବସରେ ‘ପ୍ରଶଂସନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ…

ସ୍ତ୍ରୀଙ୍କୁ ଖୋଜି ବୁଲୁଛନ୍ତି ଖବରଦାତା: ଚଳନ୍ତା ଟ୍ରେନ୍‌ରୁ କୁଆଡ଼େ ଉଭାନ୍‌

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରର ଯୁବ ଖବରଦାତା ଦୁଷ୍ମନ୍ତ ପ୍ରଧାନଙ୍କ ସ୍ତ୍ରୀ ସାଗରିକା ପ୍ରଧାନ ଏବଂ ମା’ ଗୁରୁବାର ନାଗାଲାଣ୍ଡର ଦିମାପୂର୍‌ ଅଭିମୁଖେ ଟ୍ରେନରେ ଯାଇଥିଲେ। ବାଟରେ ଭଦ୍ରକ ପରେ ସାଗରିକାଙ୍କ ଆଉ ପତ୍ତା ମିଳୁନାହିଁ। ଖବରପାଇ ଦୁଷ୍ମନ୍ତ ଶୁକ୍ରବାର ଅପରାହ୍ନରେ…

ସମିତି ସଭ୍ୟଙ୍କୁ ଗୁଳିମାରି ହତ୍ୟା: ବଢୁଛି ସନ୍ଦେହ, କାର୍‌ ଭିତରେ ଥିବା ସମୟରେ…

ଡୁଙ୍ଗୁରିପାଲି,୧୧।୯:ସୁବର୍ଣ୍ଣପୁର ଓ ବରଗଡ଼ ଜିଲା ସୀମାବର୍ତ୍ତୀ କେବାଡ଼ ଜିରୋ ଆଡି କେନାଲ ନିକଟରେ ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୪୦)ଙ୍କୁ ଗୁଳିମାରି ହତ୍ୟା କରାଯାଇଛି। ନିଜ କାର ଭିତରେ ଥିବା ସମୟରେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରି ଫେରାର…

ମାଲିକ ଭଳି ବ୍ୟବହାର କରୁଛନ୍ତି ରାହୁଲ ଦ୍ରାବିଡ଼…ଲଗାତର ୫ ମ୍ୟାଚ୍‌ ହାରିବା ପରେ କୋଚ ଦେଲେ ବଡ଼ ବୟାନ୍‌

ନୂଆଦିଲ୍ଲୀ,୧୧।୯: ୟୁରୋପିଆନ ଟି-୨୦ ପ୍ରିମିୟର ଲିଗ (ETPL) ରେ ରାହୁଲ ଦ୍ରାବିଡ଼ଙ୍କ ଦଳ ‘ଡବ୍ଲିନ ଗାର୍ଡିଆନ୍ସ’ର ଆରମ୍ଭ ଭଲ ହୋଇ ନ ଥିଲା। ଯଦିଓ ଗତ ବୁଧବାର ଡବ୍ଲିନ ଦଳ ଲିଗ୍‌ରେ ନିଜର ପ୍ରଥମ ବିଜୟ ହାସଲ କରିଥିଲା। ଏହା ପୂର୍ବରୁ…

ଶାଗୁଆନ କାଠ ଗାଡ଼ି ଛାଡ଼ି ମାଫିଆ ଫେରାର, ପାଟ୍ରୋଲିଂ ସମୟରେ ବନ କର୍ମଚାରୀ ଅଟକାଇବାରୁ…

ମୋହନା,୧୧ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳରେ ବନ ବିଭାଗକୁ ବଡ଼ ସଫଳତା ମିଳିଛି। ଏକ ପିକଅପ୍‌ ଗାଡ଼ିରୁ ୪୨ ଖଣ୍ଡ ଚୋରା ଶାଗୁଆନ କାଠ ଜବତ ହୋଇଥିବା ବେଳେ ବନ ବିଭାଗର ଚଢ଼ାଉ ଦେଖି ଗାଡ଼ି ଛାଡ଼ି…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ସାମିଲ ଥିଲେ। ବ୍ୟାଟିଂ ପାଇଁ ପୂର୍ବରୁ ଚର୍ଚ୍ଚିତ ହୋଇଥିବା ବୈଭବ ଏଥର…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୧ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା ଅଞ୍ଚଳର ଅଶୋକ କୁମାର ସେଠୀ ( ୪୫) କୌଣସି କାମ ନେଇ ନିଜ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଏହି ଚୟନ ପ୍ରକ୍ରିୟା ଭୋଟିଂ ମାଧ୍ୟମରେ କରାଯାଉଛି। କାରଣ ଆଇସିସି ପ୍ରଶଂସକମାନଙ୍କ ପାଇଁ…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌ କମ୍ପାନୀଗୁଡ଼ିକ ଗ୍ରାହକଙ୍କ ତଥ୍ୟକୁ ସେମାନଙ୍କ ବ୍ୟବସାୟିକ ସମ୍ପତ୍ତି ଭାବେ ବିବେଚନା ନ କରି…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍‌ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?