Home

ସମୁଦ୍ରରେ ପଡ଼ିଗଲା ଆଇଫୋନ: ଫେରାଇଲା ତିମି

ସମୁଦ୍ରରେ ପଡିଯାଇଥିବା ଏକ ଆଇଫୋନକୁ ଫେରାଇଛି ତିମି ମାଛ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବଲିଉଡ୍‌ ଅଭିନେତ୍ରୀ ରିଚା ଚଢା ଏହାର ଏକ ଭିଡିଓ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ପ୍ରଥମେ ସାଇନ୍ସ ଗର୍ଲ ନାମକ ଜଣେ ୟୁଜର୍ସ…

ଦିଲ୍ଲୀ ନିର୍ବାଚନ: ଭୋଟ ହାର ଘୋଷଣାରେ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଇତିମଧ୍ୟରେ ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଚୂଡାନ୍ତ ଭୋଟିଂ ପ୍ରତିଶତ ଘୋଷଣା କରି ନ ଥିବାରୁ ଏହାକୁ ନେଇ…

ଆରଏସ୍‌ଏସ୍‌ର ବରିଷ୍ଠ ପ୍ରଚାରକ ପି. ପରମେଶ୍ୱରନ୍‌ଙ୍କ ପରଲୋକ

କୋଚି,୯।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଆରଏସ୍‌)ର ବରିଷ୍ଠ ପ୍ରଚାରକ ପି ପରମେଶ୍ୱରନଙ୍କର ରବିବାର ପରଲୋକ ହୋଇଛି। କେରଳର ପାଲାକ୍କାଡ ଜିଲାର ଓଟ୍ଟାପ୍ପାଲମାରେ ତାଙ୍କର ଆର୍ୟୁବେଦିକ ଚିକିତ୍ସା ଚାଲିଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ପରମେଶ୍ୱରନ ପଣ୍ଡିତ…

କରୋନା ଆତଙ୍କ: ଚାଇନାକୁ ମୋଦିଙ୍କ ଆଶ୍ୱାସନା, ଭାରତ ସହଯୋଗ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କୁ ଚିଠି ଲେଖି…

‘ଦିଲ୍ଲୀରେ ଯଦି ଭାଜପା ହାରେ, ଜୀବନରେ କେବେ ନିର୍ବାଚନ ଲଢ଼ିବିନି’

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସନ୍ତା ୧୧ରେ ପ୍ରକାଶ ପାଇବା ପୂର୍ବରୁ ଏକ୍‌ଜିଟ ପୋଲ ପ୍ରକାଶ ପାଇଛି। ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତା ଆସନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବସିବେ ବୋଲି ବିଭିନ୍ନ ସଂସ୍ଥା ଦ୍ୱାରା ହୋଇଥିବା ଏକ୍‌ଜିଟ…

ସାରାଙ୍କ ଡ୍ରେସ୍‌ ଦାମ୍‌ରେ ହୋଇଯିବ ହିଲ୍‌ଷ୍ଟେଶନ ଟ୍ରିପ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଆଜିକାଲି ଇଣ୍ଡଷ୍ଟ୍ରିରେ ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ସେ ଏବେ ଫିଲ୍ମ ‘ଲଭ୍‌ ଆଜକଲ୍‌’ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ରେ ଏହା ରିଲିଜ ହେବ। ସାରା ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଅଟକ

ପଦ୍ମପୁର,୯।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହ ପୋଲିସ ଜନୈକା ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଣକୁ ଅଟକ ରଖିଛି। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସକାଳେ ଛାତ୍ରୀ ଜଣକ ସ୍ଥାନୀୟ ବିଦ୍ୟାଳୟକୁ ଯାଉଥିଲେ। ବର୍ଷା ହେବାରୁ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ

ରାୟଗଡ଼ା ଅଫିସ,୯।୨: ଘରୁ ଉଠାଇ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ା ଏପରି ଏକ ଘଟଣା ଘଟିଛି ରାୟଗଡ଼ା ଅଞ୍ଚଳରେ। ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିଶାଳ ପ୍ରଧାନ। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟରେ…

ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ

ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବୀନ୍ଦ୍ରଙ୍କ ଏତଲା କ୍ରମେ ପୋଲିସ ନଂ. ୩୦/୨୦ରେ ମାମଲା ରୁଜୁ କରିଛି। ପ୍ରକାଶ…

ବିବାହ ପୂର୍ବରୁ ମା’ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ କଲକି କୋଚଲିନ୍‌ ମା’ ହୋଇଛନ୍ତି। ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବୟଫ୍ରେଣ୍ଡ୍‌ ଗାୟ ହର୍ଷବର୍ଗଙ୍କ ସହ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ରହୁଥିବା କଲକି ଗତ ଡିସେମ୍ବରରେ ମା’ ହେବାକୁ ଯାଉଥିବା ସୋସିଆଲ ମିଡିଆରେ ଘୋଷଣା କରିଥିଲେ।…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର,୯।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଚାରାଧୀନ ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଶୋଭାପୁଟ ଗ୍ରାମର ପୁରୋଶତୀ ଖୋଡ଼ା। ଗତବର୍ଷ ସେପ୍ଟେମ୍ବର ୨୩ରୁ ଗଞ୍ଜେଇ କାରବାରରେ ନବରଙ୍ଗପୁର ଉପକାରାଗାରରେ ବିଚାରାଧୀନ ବନ୍ଦୀ…

ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ହୋଇପାରେ ବିଲୟ: ନଡ୍ଡାଙ୍କୁ ଭେଟିଲେ ମରାଣ୍ଡି

ନୂଆଦିଲ୍ଲୀ,୯।୨: ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ବିଲୟ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏନେଇ ବାବୁଲାଲ ମରାଣ୍ଡି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରବିବାର ଭେଟିଛନ୍ତି। ଫେବୃୟାରୀ ୧୭ରେ ଦୁଇ ଦଳର ମିଶ୍ରଣ ହେବାର ସମ୍ଭାବନା ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?