ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କୁ ଲାଗିହେଲା ମକର ଚାଉଳ
ସାକ୍ଷୀଗୋପାଳ,୧୫।୧: ବର୍ଷକୁ ଥରେ ମକର ସଂକ୍ରାନ୍ତିରେ ସାକ୍ଷୀଗୋପାଳ ଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି ହୋଇଛି। ଅପରାହ୍ନରେ ଆଖପାଖ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପୌଷମାସରେ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ମଙ୍ଗଳବାର ମାସାନ୍ତ ରାତିରେ ମନ୍ଦିରକୁ ଫେରିଛନ୍ତି । ମହାଲକ୍ଷ୍ମୀ ବାପଘରୁ…
ମୋତେ ତରବାରୀ ଦିଅନ୍ତୁ, ସ୍ତ୍ରୀଙ୍କୁ ଯୁଦ୍ଧରେ ପରାସ୍ତ କରି ଛାଡପତ୍ର ନେବି
ଆମେରିକାର ଏକ କୋର୍ଟ ରୁମ୍ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଛାଡପତ୍ର ଦେବା ପୂର୍ବରୁ ଏକ ଅଜବ ସର୍ତ୍ତ ରଖିଛନ୍ତି। ଛାଡପତ୍ର ପୂର୍ବରୁ ସେ ତାଙ୍କୁ ଯୁଦ୍ଧରେ ପରାସ୍ତ କରିବାକୁ ଚାହିଁଛନ୍ତି। ଡେଭିଡ ଅଷ୍ଟ୍ରମ୍…
ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆନନ୍ଦ ଉଲ୍ଲାସର ପର୍ବ…
ବ୍ୟାସକବିଙ୍କୁ ମନେ ପକାଇଲେ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓଡ଼ିଆ ମାଟିର ଆଦ୍ୟ କଥାକାର ତଥା ବ୍ୟାସକବି ଫକୀରମୋହନଙ୍କ ଜୟନ୍ତୀ ପୋଖରୀପୁଟ ଡିଏଭି ସ୍କୁଲରେ ପାଳିତ ହୋଇଯାଇଛି। ଆଞ୍ଚଳିକ ନିର୍ଦ୍ଦେଶାଳୟର ସହ ନିର୍ଦ୍ଦେଶିକା ତଥା ସ୍କୁଲର ଅଧ୍ୟକ୍ଷା ସୁଜାତାଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ବିଭାଗର ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶ ପ୍ରଦୀପ…
ବେଡ୍ ଲାଇଟ୍ ବି ବଢ଼ାଏ ମହିଳାଙ୍କଠାରେ ମେଦବହୁଳତା…
କେତେକ ଶୋଇଲାବେଳେ ବେଡ୍ ଲାଇଟ୍ ଲଗାଇଥାନ୍ତି । ଅଧିକ ଆଲୋକରେ ଶୋଇବାକୁ ଭଲ ପାଉଥିବା ଲୋକେ ଏପରି କରିନ୍ତି। ତେବେ ବେଡ୍ଲାଇଟ୍ ଜଳାଇ ଶୋଇବା ଦ୍ୱାରା ମେଦବହୁଳତା ବଢିଥାଏ ବୋଲି ଲଣ୍ଡନର ଇନ୍ଷ୍ଟିଚ୍ୟୁଟ ଅଫ୍ କ୍ୟାନ୍ସର ରିସର୍ଚ୍ଚରେ ହୋଇଥିବା ଏକ ଗବେଷଣା…
ଭାରତର ହଳଦୀ ଦ୍ୱାରା କ୍ୟାନ୍ସର ଚିକିତ୍ସା ଜ୍ଞାନକୌଶଳକୁ ମିଳିଲା ଆମେରିକା ପାଟେଣ୍ଟ୍
ଥିରୁଭାନନ୍ତପୁରମ୍,୧୫।୧: କ୍ୟାନ୍ସର ନାଁ ଶୁଣିଲେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥାଏ। ଆଧୁନିକ ଜ୍ଞାନକୌଶଳରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ବହୁ ଅଗ୍ରଗତି ହୋଇଛି। ତେବେ ମଧ୍ୟ ଘରୋଇ ଜ୍ଞାନକୌଶଳ ତଥା ଦେଶୀ ଚିକିତ୍ସା ଦ୍ୱାରା ମଧ୍ୟ କ୍ୟାନ୍ସର ସେଲ୍କୁ ନଷ୍ଟ କରାଯାଇପାରୁଛି।…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଧମକ ଦେଲେ ୟେଦୁରପ୍ପା
ବେଙ୍ଗାଲୁରୁ,୧୫।୧: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା ଏବଂ ଲିଙ୍ଗାୟତ ସମୁଦାୟର ଧର୍ମ ପ୍ରଚାରକ ବଚ୍ଚନାନନ୍ଦ ସ୍ବାମୀଙ୍କ ମଧ୍ୟରେ ଏକ ମଞ୍ଚ ଉପରେ ଯୁକ୍ତିତର୍କ ହୋଇଛି। ଏଥିରେ ଉତ୍କ୍ଷିପ୍ତ ହୋଇ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଛନ୍ତି। ଲିଙ୍ଗାୟତ…
ଜ୍ୱାଳାମୁଖୀ ନିକଟରେ ବିବାହ କଲେ ବରକନ୍ୟା
ମନିଲା: ଫିଲିପାଇନ୍ସର ଏକ ସକ୍ରିୟ ଜ୍ୱାଳାମୁଖୀ ହେଉଛି ‘ତାଲ୍’। ରବିବାର ଏହାର ଆଖପାଖ ଅଞ୍ଚଳରେ ପରିସ୍ଥିତି ଜଟିଳ ହୋଇପଡ଼ିଥିଲା। ଏହା ସତ୍ତ୍ୱେ ଜ୍ୱାଳାମୁଖୀ ନିକଟରେ ବିବାହ କରିଛନ୍ତି ବରକନ୍ୟା। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଛି।…
ମାୟାବତୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଖିଳେଶ
ଲକ୍ଷ୍ନୌ,୧୫।୧: ବହୁଜନ ସମାଜ ପାର୍ଟି(ବିଏସ୍ପି) ସୁପ୍ରିମୋ ମାୟାବତୀ ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସମାଜବାଦୀ ପାର୍ଟି(ଏସପି)ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍ ଯୋଗେ ମାୟାବତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ବିଏସ୍ପି ଏବଂ ଏସ୍ପି ମଧ୍ୟରେ ମେଣ୍ଟ…
ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ ବ୍ୟବସ୍ଥା କରାଯାଇଛି। ଏହି ୪ ଜିଲାରେ ୧୦୦ ଦିନ ବଦଳରେ ଶ୍ରମିକଙ୍କୁ ୨ଶହ ଦିନ…
ଭାରତ ଆସି ପାରନ୍ତି ଇମ୍ରାନ୍: ନିମନ୍ତ୍ରଣ ଦେବେ ମୋଦି ସରକାର !
ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍ସ୍ତାନ,ରୁଷିଆ, ତାଜକ୍ସ୍ତାନ ଏବଂ ଉଜ୍ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ ଏହାର…
ଅମିତାଭ ଛାଡ଼ିଥିଲେ ଏହି ଫିଲ୍ମ, ଅମୀର କହିବା ପରେ ପୁଣି ଫେରିଥିଲେ
ମୁମ୍ବାଇ: ଫିଲ୍ମ ‘ଝୁଣ୍ଡ୍’ରେ ଅମିତାଭ ବଚ୍ଚନ ଜଣେ ଅବସରପ୍ରାପ୍ତ ସ୍ପୋର୍ଟସ ପ୍ରଫେସର ଭୂମିକାରେ ଅଭିନୟ କରୁଥିଲେ। ଯିଏକି, ବସ୍ତିପିଲାଙ୍କୁ ଫୁଟବଲ୍ ଖେଳ ଶିଖାଉଥିଲେ। ଏକ ସୂତ୍ରରୁ ଜଣାପଡ଼ିଛି, ଅମିତାଭ କୌଣସି କାରଣ ବଶତଃ ଏହି ଫିଲ୍ମଟି ଛାଡ଼ି ଦେଇଥିଲେ। ମାତ୍ର ଅମୀର…
Archives


