ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ
ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ ସେନା…
ହାରମୋନିୟମ୍ର ତାଳେତାଳେ କୁକୁର ଗାଇଲା ଗୀତ: ସୋସିଆଲ୍ ମିଡିଆରେ ଭାଇରାଲ
ନୂଆଦିଲ୍ଲୀ,୧୫।୧: ମଣିଷ ବିଭିନ୍ନ ବାଦ୍ୟ ଯନ୍ତ୍ରର ତାଳେତାଳେ ଗୀତ ଗାଇବା ଦେଖାଯାଇଥାଏ। ତେବେ ଏବେ ସୋସିଆଲ୍ ମିଡିଆରେ ହାରମୋନିୟମ୍ର ତାଳେତାଳେ ଏକ କୁକୁର ତେରେ ବିନ୍…ଗୀତ ଗାଉଥିବାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହାକୁ ଫେସ୍ବୁକ୍ରେ ସୁବିର୍ ଖାଁ ନାମକ…
ଦିଲ୍ଲୀ ନିର୍ବାଚନ: କେଜରିଓ୍ବାଲଙ୍କ ଟକ୍କର ଦେଉଥିବା ସ୍ବାମିଜୀଙ୍କ ପାଖରେ ଅଛି ମାତ୍ର ୯ ଟଙ୍କା
ନୂଆଦିଲ୍ଲୀ,୧୫।୧: ଦିଲ୍ଲୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାକୁ ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ହଟାଇବା ପାଇଁ ଉଭୟ ଭାଜପା ଏବଂ କଂଗ୍ରେସ ଯୋଜନା କରୁଛନ୍ତି। ଏହି ସମୟରେ ଭେଙ୍କଟେଶ୍ୱର ମହା ସ୍ବାମିଜୀ (ଦୀପକ) କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ବୋଲି…
ଆରବ ସାଗରରେ ୩୫୦ ବର୍ଷର ପୁରୁଣା କିଲ୍ଲା: ମିଳୁଛି ମଧୁର ଜଳ
ମୁମ୍ବାଇ: ଭାରତର କେତେକ ସ୍ଥାନରେ ରହସ୍ୟମୟ ପୁରୁଣା କିଲ୍ଲା ରହିଛି। ସେଥିମଧ୍ୟରୁ ମହାରାଷ୍ଟ୍ରର ରାୟଗଡ଼ ଜିଲାର ଉପକୂଳବର୍ତ୍ତୀ ଗାଁ ମୁରୁଦଠାରେ ଏକ ରହସ୍ୟମୟ ୩୫୦ ବର୍ଷର ପୁରୁଣା କିଲ୍ଲା ରହିଛି। ଆରବ ସାଗର ମଧ୍ୟରେ ଥିବା ଏହି କିଲ୍ଲାକୁ ଲୋକେ ମୁରୁଦ…
ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ
ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ…
ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଔରଙ୍ଗାବାଦ୍,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ ଯିବା ପାଇଁ ରାସ୍ତା ଖରାପ ଥିବାରୁ ୮୫ ଜଣ ଛାତ୍ରୀଛାତ୍ର କାହାର ସହାୟତା ନ…
ୟୁକ୍ରେନ୍ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର
ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍ରେ ଥିବା ଆମେରିକା ଏୟାର ବେସ୍ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍ ବଶତଃ ତେହେରାନ୍ରୁ ୟୁକ୍ରେନ୍ ଯାତ୍ରା କରୁଥିବା ଯାତ୍ରୀବାହୀ ବିମାନ ଉପରେ ଇରାନୀ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଫଳରେ ବିମାନରେ ଥିବା…
୫୩ ବର୍ଷରେ ଭାନୁପ୍ରିୟା: ଫିଲ୍ମ ପାଇଁ ଅଧାରୁ ଛାଡିଥିଲେ ପାଠପଢ଼ା
ମୁମ୍ବାଇ: ସାଉଥ୍ର ସୁନ୍ଦରୀ ଫିଲ୍ମ ଅଭିନେତ୍ରୀ ଭାନୁପ୍ରିୟା ବୁଧବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୧୫ରେ ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର କୁରେକାନହାଲଠାରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ପାଇଁ ସେ ଅଧାରୁ ପାଠପଢ଼ା ଛାଡିଦେଇଥିଲେ। ୧୭ ବର୍ଷ…
ଅଣ୍ଟା ପର୍ଯ୍ୟନ୍ତ ବରଫ: ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ ୧୦୦ ଯବାନ
ଶ୍ରୀନଗର,୧୫।୧: ଆମକୁ ସୁରକ୍ଷିତ ଏବଂ ସୁଖରେ ରଖିବା ପାଇଁ ଯବାନଙ୍କ ତ୍ୟାଗର ତୁଳନା ନାହିଁ। ସମସ୍ତଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ଭାରତୀୟ ସେନା। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଏଠାରେ ଦୀର୍ଘ…
‘ଗଙ୍ଗୁବାଈ କାଠିୟାଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍
ମୁମ୍ବାଇ: ବଲିଉଡ୍ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍ସାଲିଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି। ବି-ଟାଉନର ସବୁ କଳାକାରଙ୍କ ସ୍ବପ୍ନ, ଜୀବନରେ ଥରେ ହେଉ ପଛେ ତାଙ୍କ ଫିଲ୍ମରେ କାମ କରିବେ। ତେବେ ବଲିଉଡ୍ର ଟ୍ୟାଲେଣ୍ଟଡ୍ ନାୟିକା ଆଲିୟା…
ଏଭରେଷ୍ଟ ଚାରିପାଖରେ ବୃଦ୍ଧିପାଉଛି ବନସ୍ପତି
ନୂଆଦିଲ୍ଲୀ: ବିଶ୍ୱ ତାପନ ପ୍ରଭାବରେ ଏଭରେଷ୍ଟ୍ର ହିମ ଉପତ୍ୟକା ତରଳିବା ପରିବେଶବିତଙ୍କୁ ଚିନ୍ତାରେ ପକାଇଥିବାବେଳେ ଏବେ ଏକ ଭଲ ଖବର ସାମ୍ନାକୁ ଆସିଛି। ଏଭରେଷ୍ଟ ଚାରିପାଖରେ ବନସ୍ପତି ( ଘାସ ଓ ବୁଦା ଜାତୀୟ ଗଛ)ବଢିବା ସହ ଏହାର ପରିସୀମା ବୃଦ୍ଧିପାଉଛି…
ନିର୍ଭୟା ଦୋଷୀଙ୍କୁ ଫାଶୀ: ଜାନୁୟାରୀ ୨୦ରେ ଜେଲ୍ରେ ପହଞ୍ଚିବେ ଘାତକ ପଓ୍ବନ; ୬୦ ହଜାର ମିଳିବ ପାରିଶ୍ରମିକ
ନୂଆଦିଲ୍ଲୀ,୧୫।୧: ତିହାର ଜେଲ୍ରେ ନିର୍ଭୟା ଦୋଷୀଙ୍କୁ ୨୨ ଜାନୁୟାରୀରେ ଫାଶୀ ଦିଆଯିବ। ଏଥିପାଇଁ ଘାତକ ପଓ୍ବନ ଜାନୁୟାରୀ ୨୦ରେ ଜେଲ୍ରେ ପହଞ୍ଚିବେ। ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ଫାଶୀ ଦେବା ପାଇଁ…
Archives


