Home

ଆଇତିପୁରରେ ଅଗ୍ନିକାଣ୍ଡ : ଜଳିଗଲା ୨ ବଖରା

ମହାକାଳପଡ଼ା,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବଡ଼କୂଳ ପଞ୍ଚାୟତ ଆଇତିପୁର ଗ୍ରାମର କାଙ୍ଗାଳି ପ୍ରଧାନଙ୍କ ଘରେ ସୋମବାର ପୂର୍ବାହ୍ନରେ ନିଆଁ ଲାଗି ଦୁଇ ବଖରା ଜଳିଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସହିତ ଧାନଚାଉଳ ପୋଡ଼ି ପାଉଁଶ ହୋଇଯାଇଛି। ରୋଷେଇ…

ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଜେଏନୟୁରେ ତେଜିଲେ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ) କ୍ୟାମ୍ପସ ବାହାରେ ଶତାଧିକ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଛାତ୍ରଛାତ୍ରୀମାନେ ଏହି ବିରୋଧ ପ୍ରଦର୍ଶନ କରିଛନ୍ତି। ସୋମବାର ଜେଏନୟୁର ସମାବର୍ତ୍ତନ ଉତ୍ସବ ଚାଲିଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଯୋଗ…

ଘରେ ଘରେ ଖାଦ୍ୟ ପହଞ୍ଚାଉଥିବା ଏହି ମହିଳା ଲଢିବେ ନିର୍ବାଚନ

ମାଙ୍ଗାଲୋର,୧୧।୧୧: କର୍ନାଟକର ଏକ ଖାଦ୍ୟ କମ୍ପାନୀ ପାଇଁ କାର୍ଯ୍ୟ କରୁଥିବା ଜଣେ ମହିଳା ଏବେ ଲଢିବେ ନିର୍ବାଚନ। ମେଘନା ଦାସ ନାମକ ଏହି ମହିଳା ଜଣଙ୍କ କଂଗ୍ରେସ ଟିକେଟରେ ମାଙ୍ଗାଲୋର ସିଟି କର୍ପୋରେଶନ ନିର୍ବାଚନ ଲଢିବେ ବୋଲି ଜଣାପଡିଛି। ଘରେ ଘରେ…

ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘ

ବରଗଡ଼ ଅଫିସ,୧୧।୧୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହେବ। ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଏହା ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ ଚରିତ୍ର…

୨ ଲକ୍ଷର ଗଞ୍ଜେଇ ଜବତ: ଜଣେ ଗିରଫ

ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ବ୍ଲକ ଇଟାମାଟି ବସ୍‌ଷ୍ଟାଣ୍ଡରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଚଢ଼ାଉକରି ୨୧ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଇଟାମାଟି ପାଇକସାହିର ଗାଣ୍ଡୁ ସାହୁ। ପ୍ରକାଶ…

କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିରିୟା-ତୁର୍କୀ ସୀମାର ତାଲ୍‌ ଆବିଦ୍‌ରେ ବିସ୍ଫୋରଣ…

ପୁଣି ଚମକିଲେ ଲେଡି ତେନ୍ଦୁଲକର

ନୂଆଦିଲ୍ଲୀ,୧୧।୧୧: ଭାରତୀୟ ମହିଳା କ୍ରିକେଟରେ ଲେଡି ତେନ୍ଦୁଲକର। କ୍ରିକେଟ ଇତିହାସର କିମ୍ବଦନ୍ତୀ ଖେଳାଳି ସଚିନ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଆଉ ତାଙ୍କୁ ଅନୁସରଣ କରିଛନ୍ତି ଏହି ମହିଳା କ୍ରିକେଟର ଜଣଙ୍କ। ମାତ୍ର ୧୫ ବର୍ଷ…

ଆଇଇଡି ବିସ୍ଫୋରଣରେ ୫ ଆତଙ୍କବାଦୀ ମୃତ

କାବୁଲ,୧୧।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା କୁନ୍ଦୁଜ ଅଞ୍ଚଳରେ ସୋମବାର ହୋଇଥିବା ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ୍‌ (ଆଇଇଡି) ବିସ୍ଫୋରଣରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୩ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନ ସେନା ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ରାତି…

୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର କାହାଣୀ ସନ୍ଧ୍ୟା ଗୋଖଲେ ଲେଖିଛନ୍ତି। ଏଥିରେ ଜଣେ ଅବସରପ୍ରାପ୍ତ ଏସିପି ଦଣ୍ଡବତେ ଚରିତ୍ରରେ ନଜର…

ଡେଭିସ୍‌ କପ୍‌ ଭେନ୍ୟୁ ସ୍ଥାନାନ୍ତର ପ୍ରସଙ୍ଗ: ଆଇଟିଏଫ୍‌ ନିଷ୍ପତ୍ତିକୁ ପାକିସ୍ତାନର ଚ୍ୟାଲେଞ୍ଜ୍‌

କରାଚି,୧୧।୧୧(ପି.ଟି.)- ଭାରତ ବିପକ୍ଷ ଡେଭିସ କପ୍‌ ଟାଇ ସ୍ଥାନାନ୍ତର ନିଷ୍ପତ୍ତି ବିରୋଧରେ ପାକିସ୍ତାନ ଚ୍ୟାଲେଞ୍ଜ୍‌ କରିଛି। ଡେଭିସ୍‌ କପ୍‌ ପ୍ରଥମେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ସୁରକ୍ଷା ତଥା ନିରାପତ୍ତା କାରଣରୁ ଏହି ଟାଇକୁ ନିରପେକ୍ଷ…

ପଦ୍ମିନୀଙ୍କ ବଲିଉଡ୍‌ ଲେଉଟାଣିକୁ ନେଇ ଟୁଇଟ୍‌ କଲେ ଲତା

ମୁମ୍ବାଇ: ବେଶ୍‌ କିଛି ବର୍ଷ ପରେ ପୁଣି ବଲିଉଡ୍‌କୁ ଫେରୁଛନ୍ତି ୮୦ ଦଶକର ନାୟିକା ପଦ୍ମିନୀ କୋହ୍ଲାପୁରେ। ଫିଲ୍ମ ‘ପାନିପତ’ରେ ସେ ଗୋପିକା ବାଇ ଭୂମିକାରେ ନଜର ଆସିବେ। ନିକଟରେ ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଥିବା ବେଳେ ସେଥିରେ ପଦ୍ମିନୀଙ୍କ ଝଲକ୍‌…

ପ୍ରତିଶୋଧ ନେବାକୁ ବୃଦ୍ଧ ଚୋରି କରୁଥିଲେ ଏମିତି ଜିନିଷ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜାପାନର ରାଜଧାନୀ ଟୋକିଓରେ ରହୁଥିବା ଜଣେ ୬୧ ବର୍ଷର ବୃଦ୍ଧ କୌଣସି ସୁନାରୁପା ଅଳଙ୍କାର ନୁହେଁ, ଏମିତି ଜିନିଷ ଚୋରି କରୁଥିଲେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ତଥାପି ଏପରି ଏକ ମଜାଳିଆ ଘଟଣା ନଜରକୁ ଆସିଛି। ଅଭିଯୁକ୍ତଙ୍କ ନାମ ଆକିୟୋ ହତୋଡ଼ି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri