ଜାମିଆ ପରିଦର୍ଶନ କଲେ ଏନ୍ଏଚ୍ଆର୍ସି ଟିମ୍
ନୂଆଦିଲ୍ଲୀ,୧୫ା୧: ମଙ୍ଗଳବାର ଜାତୀୟ ମାନବ ଅଧିକାର କମିଶନଙ୍କ ଏକ ଟିମ୍ ଜାମିଆ ମିଲିଆ ଇସ୍ଲାମିଆ ପରିଦର୍ଶନ କରି ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ହୋଇଥିବା ଛାତ୍ରୀଛାତ୍ରଙ୍କ ପ୍ରତିକ୍ରିୟା ରେକର୍ଡ କରିଛନ୍ତି। ଗତ ମାସରେ ସିଏଏକୁ ବିରୋଧ କରି ଉକ୍ତ ବିଶ୍ୱବିଦ୍ୟାଳୟରେ ହିଂସା ପରିସ୍ଥିତି…
ଖୁବ୍ଶୀଘ୍ର ଖୋଲିବ ୪୫ ନୂଆ କୋର୍ଟ: ମହିଳାଙ୍କୁ ମିଳିବ ତ୍ୱରିତ ନ୍ୟାୟ
ଭୁବନେଶ୍ୱର, ୧୫-୧(ବ୍ୟୁରୋ):ମହିଳାଙ୍କୁ ସୁରକ୍ଷା ଓ ସାମାଜିକ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି। ମହିଳାମାନେ କିଭଳି ସ୍ବାବଲମ୍ବୀ ହୋଇ ଆର୍ଥିକ ଦୃଷ୍ଟିକୋଣରୁ ସଶକ୍ତ ହୋଇପାରିବେ ଓ ସମାଜରେ ଆତ୍ମସମ୍ମାନର ସହ ବଞ୍ଚତ୍ବେ, ସେଥିପାଇଁ ସେମାନଙ୍କ…
ଗଣପର୍ବ ମକର ପାଇଁ ଗାଁଠୁ ସହର ଚଳଚଞ୍ଚଳ
ଗଣପର୍ବ ମକର ପାଇଁ ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଗାଁଠୁ ସହର ହୋଇଉଠିଛି ଚଳଚଞ୍ଚଳ। ଜିଲା ଓ ରାଜ୍ୟ ବାହାରେ କର୍ମକ୍ଷେତ୍ରରେ ରହୁଥିବା ଲୋକେ ଘରକୁ ଫେରିବାରେ ଲାଗିଛନ୍ତି। ଘର ଲିପାପୋଛା ହେବା ସାଙ୍ଗକୁ ନୂଆ ରଙ୍ଗ କରାଯାଇଛି। ସମସ୍ତେ ମିଳିମିଶି…
ଭାରତରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ
ନୂଆଦିଲ୍ଲୀ,୧୫ା୧(ପି.ଟି.): ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଜଭାଦ୍ ଜରିଫ୍ ୩ ଦିନିଆ ଭାରତ ଗସ୍ତରେ ଆସି ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଇରାନ-ଆମେରିକା ମଧ୍ୟରେ ତିକ୍ତତା ବଢ଼ୁଥିବାବେଳେ ଜରିଫ୍ଙ୍କ ଭାରତ ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେହୁଏ। ବୁଧବାର ଜରିଫ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିକାର…
ଆମେରିକାରେ ଭାରତର ରାଷ୍ଟ୍ରଦୂତ ହେବେ ସାନ୍ଧୁ
ନୂଆଦିଲ୍ଲୀ,୧୫ା୧(ପି.ଟି.): ଶ୍ରୀଲଙ୍କାରେ ଭାରତର ହାଇକମିଶନର ଭାବେ କାର୍ଯ୍ୟରତ ତରନ୍ଜିତ ସିଂ ସାନ୍ଧୁ ଆମେରିକାରେ ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିବେ। ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା ହର୍ଷବର୍ଦ୍ଧନ ଶ୍ରୀଙ୍ଗ୍ଲା ନୂଆଦିଲ୍ଲୀରେ ବହିର୍ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବେ। ଏହି ଦାୟିତ୍ୱରେ…
ୟୁକ୍ରେନ ବିମାନ ଦୁର୍ଘଟଣା: ଇରାନରେ ୩୦ ଗିରଫ
ତେହେରାନ,୧୫ା୧(ପି.ଟି.): ୟୁକ୍ରେନ ବିମାନ ଦୁର୍ଘଟଣାକୁ ନେଇ ଇରାନରେ ସରକାର ବିରୋଧୀ ବିକ୍ଷୋଭ ତେଜିବା ପରେ ମଙ୍ଗଳବାର ୩୦ ଜଣଙ୍କୁ ଗିରଫ କରାଯାଇଛି। ଗତ ୮ ତାରିଖରେ ଶତ୍ରୁପକ୍ଷର ବିମାନ ଭାବି ୟୁକ୍ରେନର ବୋଇଂ ୭୩୭କୁ ଇରାନ ପକ୍ଷରୁ ଭୁଲ୍ବଶତଃ ମିଶାଇଲ ମାଡ଼…
ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ
ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ ଏଠାରେ ଭୋଟଗ୍ରହଣ କରାଯିବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଲାଗି ତ୍ରିମୁଖୀ…
ଭାଜପାକୁ ହତ୍ୟାକାରୀ କହିଲେ ମଣିଶଙ୍କର
ନୂଆଦିଲ୍ଲୀ,୧୫ା୧: ଭାଜପା ହତ୍ୟାକାରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ବିଭାଜିତ କରି ମୁସ୍ଲିମ ସମୁଦାୟ ପାଇଁ ଅସୁବିଧା ସୃଷ୍ଟି କରୁଛନ୍ତି ବୋଲି ବିବାଦୀୟ ମନ୍ତବ୍ୟ ଦେଇ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଣିଶଙ୍କର ଆୟାର। ଦିଲ୍ଲୀର ଶାହିନ ବାଗ୍ରେ…
‘ମମତାଙ୍କ ଡାହାଣୀ ପ୍ରକୃତି’
ବାଲିଆ,୧୫ା୧: ଉତ୍ତରପ୍ରଦେଶସ୍ଥିତ ବାଲିଆ ବିଧାୟକ ସୁରେନ୍ଦ୍ର ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଡାହାଣୀ ସହ ତୁଳନା କରି ପୁଣି ବିବାଦୀୟ ହୋଇଛନ୍ତି। ସୁରେନ୍ଦ୍ର କହିଛନ୍ତି, ଏକ ଗଣତାନ୍ତ୍ରିକ ସମାଜରେ ମମତାଙ୍କର ଡାହାଣୀ ଭଳି ଗୁଣ ରହିଛି। ତାଙ୍କଠାରେ କୌଣସି ମାନବିକ…
କମିଂ ଅଫ୍ ଏଜ୍ ଡେ’: ୧୨.୨ ଲକ୍ଷ ଯୁବପିଢ଼ିଙ୍କୁ ସ୍ବତନ୍ତ୍ର ଅଧିକାର
ଟୋକିଓ: ସ୍ବାଧୀନତା ମନୁଷ୍ୟର ଜନ୍ମସିଦ୍ଧ ଅଧିକାର। ସ୍ବାଧୀନତାର ସ୍ବାଦ ଟିକେ ପାଇବାକୁ ବିଶ୍ୱ ଦେଖିଛି ଅନେକ ଯୁଦ୍ଧ, ରକ୍ତପାତ, ନରସଂହାର। ଠିକ୍ ସେମିତି ମନର ଭାବନା ପରିପ୍ରକାଶ କରିବାକୁ ସମସ୍ତେ ଖୋଜବସନ୍ତି ଅବସର। ଏହା ନ ମିଳିଲେ ମଣିଷ ନିଜ ଭିତରେ…
ଆଜି ମକର: ନିଆରା ଗଣପର୍ବ
ସକଳ ଶକ୍ତିର ଆଧାର ସୂର୍ଯ୍ୟ। ସୂର୍ଯ୍ୟଦେବଙ୍କୁ ଆରାଧନାର ପବିତ୍ର ଦିନ ଭାବେ ବିବେଚିତ ମକର ସଂକ୍ରାନ୍ତି। ମୟୂରଭଞ୍ଜ ଜିଲାରେ ଏକ ନିଆରା ଢଙ୍ଗରେ ପାଳିତ ହୋଇଥାଏ ଏହି ଗଣପର୍ବ। ମକର ଦିନ କୁଡୁମୀ ସମ୍ପ୍ରଦାୟରେ ଲୋକେ କରିଥାନ୍ତି ଏକ ସ୍ବତନ୍ତ୍ର ପୂଜା।…
ପିଲାଙ୍କ ପରୀକ୍ଷା, ବିଦ୍ୟୁତ୍ କାଟନି: ବିରୋଧୀ
ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍ ବିଲ୍ ବକେୟା ରଖିଥିବା ଗ୍ରାହକଙ୍କ ଘର ଆସନ୍ତା ୧୬ତାରିଖରୁ ଅନ୍ଧାର ହେବ। ଏନେଇ ସେସୁ ପକ୍ଷରୁ କଡ଼ାକଡ଼ି ସୂଚନା ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ସେସୁର ଏଭଳି ନିଷ୍ପତ୍ତି ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛନ୍ତି। ଯଦି ସରକାର କୌଣସି ଗରିବ…
Archives


