Home

୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ ବ୍ୟାଣ୍ଡିଟ୍‌ କୁଇନ୍‌ରେ ସୀମା ଡାକୁରାଣୀ ଫୁଲନ ଦେବୀ ଭୂମିକାରେ ଅଭିନୟ କରିଥିଲେ। ଏଥିରେ…

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ ପ୍ରସ୍ତାବକୁ ବିଧାନସଭାରେ ପାସ୍‌ କରିସାରିଛି। ଏବେ ଏହା ବିରୋଧରେ କେରଳ ସରକାର ସୁପ୍ରିମକୋର୍ଟ ଯାଇଥିବା…

ରୋହିତ ଶର୍ମାଙ୍କ ବ୍ୟାଟିଂ ଦେଖିବାକୁ ପାଗଳ ପାକିସ୍ତାନର ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌

କରାଚି, ୧୪।୧: ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଯେତେବେଳେ ପଡିଆରେ ବ୍ୟାଟିଂ କରୁଥାନ୍ତି ସେତେବେଳେ ଟିଭି ଆଗରୁ ଉଠି ନ ଥାଏ ବୋଲି କହିଛନ୍ତି ପାକିସ୍ତାନର ପ୍ରସିଦ୍ଧ କ୍ରିକେଟର୍‌ ଜାହିର ଆବ୍ବାସ। ଭାରତୀୟ କ୍ରିକେଟର ପ୍ରଦର୍ଶନ ଉପରେ ଆଲୋଚନା କରି…

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଜମ୍ମୁ-କଶ୍ମୀରରେ…

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି ଘୋଷଣା କରିଛନ୍ତି। ନିକଟରେ କଂଗ୍ରେସ ଶାସିତ କିଛି ରାଜ୍ୟ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନଙ୍କ…

ସିଏଏ ନେଇ ମାଇକ୍ରୋସଫ୍ଟ ସିିଇଓ ସତ୍ୟ ନଡେଲାଙ୍କ ମନ୍ତବ୍ୟ: ସଫେଇ ଦେଲା ମାଇକ୍ରୋସଫ୍ଟ

ଓ୍ବାଶିଂଟନ, ୧୪।୧: ନାଗରିକତ୍ୱ ସଂଶୋଧନ ଆଇନ( ସିଏଏ) ନେଇ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନଡେଲା ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଭାରତରେ ମୋର ପିଲାଦିନ ବିତିଛି। ସେଠାରେ ଦୀପାବଳି ଏବଂ ଖ୍ରୀଷ୍ଟମାସ ଏକାଠି ପାଳନ କରାଯାଇଥାଏ। ବାଂଲାଦେଶରୁ ଆସିଥିବା ଜଣେ…

ମୁଜଫରପୁର ଶେଲ୍‌ଟର ହୋମ୍‌ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି କରିବାକୁ କୋର୍ଟ କହିଛନ୍ତି। ନିକଟରେ ଏହି ମାମଲାର ଶୁଣାଣି ତାରିଖକୁ ଘୁଞ୍ଚାଇ ୧୪ ଜାନୁୟାରୀ…

ମାଓବାଦୀଙ୍କ ଭୟରେ ଗାଁ ଛାଡିଲେ ଆଦିବାସୀ ପରିବାର

ମାଥିଲି, ୧୪।୧(ଡି.ଏନ୍‌.ଏ.): ମାଓବାଦୀଙ୍କ ଭୟରେ ମାଲକାନଗିରି ଜିଲା ତୁଳସୀ ପାହାଡ଼ କଟୁଆପଦରର ଏକ ଆଦିବାସୀ ପରିବାର ଗାଁ ଛାଡିଛନ୍ତି। ଗଙ୍ଗା ମାଢିଙ୍କ ପରିବାର ଲୋକଙ୍କୁ ନିର୍ଧୁମ ମାଡ଼ ମାରି ଗାଁ ନ ଛାଡିଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ ମାଓବାଦୀ।…

ଭାଜପା ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି

ଭୋପାଳ,୧୪।୧: ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିବା ଜଣାପଡିଛି। ଏହା ଉର୍ଦ୍ଦୁରେ ଲେଖାଯାଇଥିବା ବେଳେ ଏଥିରେ କିଛି କେମିକାଲ ପାଉଡ଼ର ଥିବା ପ୍ରଜ୍ଞା ପ୍ରକାଶ କରିଛନ୍ତି। ଏହାକୁ ପାଇବା ପରେ…

ଉଲେନ୍‌ କପଡ଼ାର ଯତ୍ନ

ଶୀତଦିନେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର ନା କେବଳ ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ବି ଦେଇଥାଏ। ତେବେ ଏହି ଉଲେନ୍‌ କପଡ଼ାଗୁଡ଼ିକ ଅପେକ୍ଷାକୃତ ନରମ ଓ ଦାମୀ ହୋଇଥିବାରୁ ଏହାର ବିଶେଷ ଯତ୍ନନେବା…

ଭିଡ଼ିଓ ଗେମ୍‌ ଖେଳି ଗୋଟେ ମାସରେ କମାଇଲେ ୯ କିଲୋ ଓଜନ…

ମାନିଲା, ୧୪।୧: ମେଦବହୁଳତାରୁ ରକ୍ଷା ପାଇଁ କେତେକ ଲୋକ ଭିନ୍ନ ଭିନ୍ନ ଉପାୟ କରିଥାନ୍ତି। ତେବେ ଭିଡ଼ିଓ ଗେମ୍‌ ଖେଳି ଓଜନ କମାଇବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଫିଲିପାଇନ୍ସ୍‌ରେ ଘଟିଛି। ଏଠାକାର ଗ୍ରାଫିକ୍‌ ଡିଜାଇନର…

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି, ଯାହା କି ରୁପି ସମସ୍ୟା ଦୂର କରିବାରେ ବେଶ୍‌ ଉପକାରୀ … ଶୀତଦିନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri