Home

Myanmar Earthquake: ପୁଣିଥରେ ମ୍ୟାନମାରରେ ଜୋରଦାର ଭୂକମ୍ପ, ଭୟରେ ଲୋକେ ଘର ବାହାରକୁ ଦୌଡିଲେ

ନାପିଦାଉ,୧୩।୪: ରବିବାର ପ୍ରତ୍ୟୁଷରେ ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ତୀବ୍ରତା ମାପ କରାଯାଇଛି। ମାର୍ଚ୍ଚ ୨୮, ୨୦୨୫ରେ ଏଠାରେ ହୋଇଥିବା ଭୂମିକମ୍ପ ସମଗ୍ର ଦେଶରେ ବିନାଶ…

Baba Vanga Prediction: ସତ ହେଲା ବାବା ଭେଙ୍ଗାଙ୍କ ଆଉ ଏକ ଭବିଷ୍ୟବାଣୀ! ସତରେ କ’ଣ ବିଶ୍ୱ ହେବ ଧ୍ୱଂସ?

ସୋଫିଆ,୧୩।୪: ବୁଲଗେରିଆନ ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗା ୨୦୨୫ ମସିହାରେ ବିଶ୍ୱର ଆର୍ଥିକ ପରିସ୍ଥିତି ବିଷୟରେ ଏକ ଭବିଷ୍ୟବାଣୀ କରିଥିଲେ। ସେ କହିଥିଲେ ଯେ ଏହି ବର୍ଷ ବିଶ୍ୱରେ ଏକ ବଡ଼ ଆର୍ଥିକ ବିପର୍ଯ୍ୟୟ ଘଟିପାରେ। ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଦେଶ ସହିତ…

କାରକୁ ପିଟିଲା ଟ୍ରେଲର, ଶେଷ ଯାତ୍ରାରେ ଗୋଟିଏ ପରିବାରର ୫ ସଦସ୍ୟ

ରାମଗଡ଼,୧୩।୪: ରାଜସ୍ଥାନ ଜମୱାରାମଗଡ଼ ଅଞ୍ଚଳର ମନୋହରପୁର-ଦୌସା ଜାତୀୟ ରାଜପଥରେ ରବିବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ୫ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାଟି ନେକାୱାଲା ଟୋଲ ପ୍ଲାଜା ନିକଟରେ ଘଟିଥିଲା, ଯେତେବେଳେ ଖାତୁ ଶ୍ୟାମ ମନ୍ଦିର ଦର୍ଶନ କରିବାକୁ…

ଲୋଭ କିମ୍ବା ଭୟରେ ଧର୍ମ ପରିବର୍ତ୍ତନ କର ନାହିଁ: ଆର୍‌ଏସ୍‌ଏସ୍‌ ମୁଖ୍ୟ…

ନୂଆଦିଲ୍ଲୀ,୧୩।୪: ଆରଏସଏସ ମୁଖ୍ୟ ମୋହନ ଭାଗବତ ଦେଶରେ ଚାଲିଥିବା ଧର୍ମାନ୍ତରୀକରଣ ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି। ଧର୍ମ ସମସ୍ତଙ୍କୁ ଖୁସି ଆଡ଼କୁ ନେଇଯାଇପାରେ। ଆମେ ଲୋଭ କିମ୍ବା ଭୟ ଯୋଗୁ ଧର୍ମ ପରିବର୍ତ୍ତନ କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।…

ଜଳୁଛି ପଶ୍ଚିମବଙ୍ଗ; ଆଜି ସକାଳେ ମୁର୍ଶିଦାବାଦର ଧୂଲିଆନରେ ପୁଣି ଗୁଳିକାଣ୍ଡ, ୨ ଶିଶୁ…

କୋଲକାତା,୧୩।୪: ଓ୍ବକ୍‌ଫ ସଂଶୋଧନ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁସଲମାନ ବହୁଳ ମୁର୍ଶିଦାବାଦ ଜିଲାରେ ଆରମ୍ଭ ହୋଇଥିବା ବିକ୍ଷୋଭ  ଉଗ୍ରରୂପ ନେଇଛି।  ରବିବାର ପୁଣି ଥରେ ଧୂଲିଆନରେ ଗୁଳିକାଣ୍ଡ ଘଟିଥିବା ବେଳେ ୨ ଜଣ ଶିଶୁ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ବିଏସ୍‌ଏଫ୍‌…

୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା…

Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ

ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା। ପଞ୍ଜାବର ଅମୃତସରସ୍ଥିତ ଜାଲିଆନୱାଲା ବାଗରେ ବ୍ରିଟିଶ ସେନାନୀର ଜେନେରାଲ ରେଜିନାଲ୍ଡ ଡାୟାରଙ୍କ ନିର୍ଦ୍ଦେଶରେ ନିରସ୍ତ୍ର…

ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍‌

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍‌’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ତାଙ୍କୁ ଶୋ’ର ଟାଇଟଲ ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି।…

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) ଆକ୍ଟ-୨୦୨୨, ତାମିଲନାଡୁ ଡ. ଆମ୍ବେଡକର ଲ’…

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ ଏକ…

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ ସୋନୁ ତାଙ୍କ ପ୍ରଶଂସକମାନଙ୍କୁ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ କରିଛନ୍ତି ଯେଉଁଥିରେ ସେ…

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri