Home

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି। ତେବେ ମାର୍ଚ୍ଚ ସୁଦ୍ଧା ଲାଇନ୍‌ ବିଭାଗଗୁଡିକ ପ୍ରସ୍ତାବିତ ରାଜପଥ ଜମିରୁ ଗଛ, ବିଦ୍ୟୁତ୍‌…

ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ

ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋର୍ଟର ଟ୍ରାଫିକ ମ୍ୟାନେଜର ଥିଲେ। ୧୯୮୬ରୁ ସେ…

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର ରହିଛି। କିନ୍ତୁ ଏବେ ପାରାଦୀପ ପ୍ରଦୂଷଣ କ୍ଷେତ୍ରରେ ରାଜ୍ୟର ୧ ନଂ. ସ୍ଥାନ ଓ…

ତହସିଲ ଅଫିସ ଆଗରେ ୧୯ ବାସନ୍ଦ ପରିବାରଙ୍କ ଧାରଣା

କୃଷ୍ଣପ୍ରସାଦ,୮ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁରୁପାଳ ଗାଁରେ ନିର୍ବାଚନକୁ ନେଇ ବିବାଦ ଲାଗିରହିଛି। ଏଥିଯୋଗୁ ୧୦ ମାସ ଧରି ଗ୍ରାମର ୧୯ ପରିବାରକୁ ବାସନ୍ଦ କରାଯାଇଛି। ଏହାର ସମାଧାନ ପାଇଁ ଏହି ପରିବାରର ସଦସ୍ୟମାନେ କୃଷ୍ଣପ୍ରସାଦ ତହସିଲ ଆଗରେ ଧାରଣାରେ…

ବିଏମ୍‌ସିର ମଣ୍ଡପ ସିଲ୍‌ ପ୍ରକ୍ରିୟା ବନ୍ଦ ହୋଇଯିବ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପକୁ ବିଏମ୍‌ସିି ପକ୍ଷରୁ ଜାରି ରହିଥିବା ସିଲ୍‌ ପ୍ର୍ରକ୍ରିୟା ଶୁକ୍ରବାର ହୋଇ…

ହୋଲ୍ଡିଂ ଟିକସ ଆଦାୟର ଶୁଭାରମ୍ଭ କଲେ କିନ୍ନର

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବକେୟା ହୋଲ୍ଡିଂ ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ବୀକୃତି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା। ଶୁକ୍ରବାର କିନ୍ନର କର୍ମଚାରୀମାନେ କର୍ମକ୍ଷେତ୍ରକୁ ଓହ୍ଲାଇବା ସହ କାର୍ଯ୍ୟକ୍ରମର…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସମନ୍ବୟ ବୈଠକ

ପୁରୁଣା ଭୁବନେଶ୍ୱର, ୮ା୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ପାଳନ ଆସନ୍ତା ୨୧ ତାରିଖରେ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଶୁକ୍ରବାର ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ହଜିଯାଇଥିବା ଭ୍ୟାନିଟି ଫେରିପାଇଲେ ମହିଳା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଶହୀନଗର ହାଟରେ ହଜିଯାଇଥିବା ଭ୍ୟାନିଟି ବ୍ୟାଗକୁ ଶୁକ୍ରବାର ଫେରିପାଇଛନ୍ତି ସ୍ମୃତିରେଖା ମହାପାତ୍ର ନାମ୍ନୀ ଜଣେ ମହିଳା। ସେଥିରେ ନଗଦ ୮ ହଜାର ଟଙ୍କା, ୧୫ ହଜାର ଟଙ୍କାର ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ଓ ଜରୁରୀ କାଗଜପତ୍ର ଥିଲା। ଭ୍ୟାନିଟି ବ୍ୟାଗ୍‌କୁ…

‘ଖୁସି’ ଯୋଜନା ଦିଗହରା

ଅନୁଗୋଳ ଅଫିସ୍‌, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡ଼ି ପଡ଼ି ନଷ୍ଟ ହୋଇଯାଇଛି। କାହିଁକି ଏହାର ଯତ୍ନ ନିଆଗଲା ନାହିଁ…

୧୦ରୁ ରଙ୍ଗସାଇଡ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜଧାନୀରେ ରଙ୍ଗ୍‌ସାଇଡ୍‌ରେ ଡ୍ରାଇଭିଂ କରୁଥିବା ଗାଡ଼ି ଚାଳକଙ୍କ ସଂଖ୍ୟା ବଢୁଛି। ତେଣୁ କମିଶନରେଟ ପୋଲିସ ଏହା ଉପରେ ରୋକ୍‌ ଲଗାଇବା ପାଇଁ ପଦେକ୍ଷପ ନେଇଛି। ଗୁରୁବାର ପ୍ରଥମେ ଦିନରେ ରାଜଧାନୀର ୯ଟି ସ୍ଥାନରେ ଯାଞ୍ଚ କରାଯାଇ ୮୦ ଜଣ…

ବିନା ଅନୁମତିରେ ଚାଲିଛି ଶତାଧିକ ବିଦ୍ୟାଳୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଅର୍ଗାନାଇଜେଶନ୍‌ ଅଫ୍‌ ପ୍ୟାରେଣ୍ଟ ଆସୋସିଏଶନ୍‌ ଫୋରମ୍‌ (ଓପାଫ୍‌) ତରଫରୁ ଘରୋଇ ବିଦ୍ୟାଳୟଗୁଡ଼ିକରେ ମନମୁଖି କାର୍ଯ୍ୟକଳାପ, ଗଣଶିକ୍ଷା ବିଭାଗର ନୀରବତା ଓ ସିବିଏସ୍‌ଇର ସ୍ଥାଣୁତା ଉପରେ ଏକ ଖବରଦାତା ସମ୍ମିଳନୀରେ ଉଦ୍‌ବେଗ ପ୍ରକାଶ କରାଯାଇଛି। କର୍ମଚାରୀ ଭବନରେ ଅନୁଷ୍ଠିତ ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଭୁବନେଶ୍ୱର,୮ା୨(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ଡିଫେନ୍ସ କଲେଜର ଏକ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏୟାରଚିଫ୍‌ ମାର୍ଶଲ ବି.ଭି ଉପାଧ୍ୟାୟଙ୍କ ନେତୃତ୍ୱରେ ଲୋକସେବା ଭବନରେ ଡିଫେନ୍ସ କଲେଜର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଓ ବାର୍ତ୍ତାଳାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?