Home

ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ ଖବର…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ

ସାକ୍ଷୀଗୋପାଳ,୧୩।୧(ଡି.ଏନ୍‌.ଏ.): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସାନକଞ୍ଜିଆ, ବଡ଼ହାଟ ଓ ମୂଳ ଅଳସା କେନ୍ଦ୍ରରେ ପହଞ୍ଚି ମନ୍ତ୍ରୀ ପ୍ରଥମେ ପିଲାମାନଙ୍କର ଉପସ୍ଥାନ, ସେମାନଙ୍କୁ…

ଟିଭି କିଣି ଆସିଥିବା ଲୋକଙ୍କ ଭିଡ଼କୁ ଦେଖି ଶେଷରେ ପୋଲିସ ଡାକିଲେ ମାଲିକ

ଯଦି କୌଣସି ବ୍ରାଣ୍ଡର ଦାମିକିଆ ଟିଭି ଶସ୍ତାରେ ମିଳିଯାଏ, ତେବେ କେହି ତାକୁ ହାତଛଡ଼ା କରିବାକୁ ଚାହିଁବେନି। ଆହୁରି ଗୋଟିଏ ଜାଗାରେ ୪-୪ଟି ଟିଭି କିଣିବେ। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ଫ୍ରାନ୍ସରେ। ସହରର ଏକ ସପିଂ ମଲ୍‌ରେ ୩୧୫୦୦ଟଙ୍କାର…

କଂଗ୍ରେସକୁ ଝଟ୍‌କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ମହାବଳ ମିଶ୍ରାଙ୍କ ପୁଅ ବିନୟ ମିଶ୍ରା ସୋମବାର ଆମ୍‌ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ବିନୟଙ୍କ ସହ ଅନ୍ୟ କିଛି…

ସଚିନଙ୍କୁ ‘ଭଗବାନ କୃଷ୍ଣ’ କହି ପ୍ରଶଂସକଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ଭାରତର ପୂର୍ବତନ କ୍ରିକେଟର୍‌ ମହମ୍ମଦ କୈଫ ନିଜ ଟୁଇଟର ଆକାଉଣ୍ଟରେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋରେ କୈଫ୍‌ ସଚିନଙ୍କ ସହ ନଜର ଆସୁଛନ୍ତି କୈଫ। ଏହାର କ୍ୟାପଶନ୍‌ରେ ସେ କହିଛନ୍ତି, ‘ଭଗବାନ…

ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍‌ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କରିଥିବା ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ ଭାରତୀୟ ଜନତା…

ଲୋରି ଅଗ୍ନିରେ କାହିଁକି ପକାଯାଏ ରାଶି ଓ ବାଦାମ୍‌

ପୂର୍ବ-ଉତ୍ତର ଭାରତରେ ସୋମବାର ଆଡ଼ମ୍ବରରେ ଲୋରି ପର୍ବ ପାଳନ କରାଯାଇଛି। ଜାନୁୟାରୀ ୧୩ରେ ପଞ୍ଜାବ ଓ ହରିୟାଣାରେ ଏହି ପର୍ବ ପାଳନ କରାଯାଉଛି। ଲୋକମାନେ ବେଶ୍‌ ଉତ୍ସାହର ସହ ଏହି ପର୍ବକୁ ପାଳନ କରୁଥିବା ବେଳେ ପ୍ରଥମେ ନିଜ ସମ୍ପର୍କୀୟଙ୍କୁ ମିଠା…

ଉନ୍ନାଓ ପୀଡ଼ିତା ବାପାଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ

ଉନ୍ନାଓ,୧୩।୧: ଉତ୍ତରପ୍ରଦେଶ ଉନ୍ନାଓର ବଳାତ୍କାରୀ ପୀଡ଼ିତାଙ୍କ ବାପାଙ୍କ ଚିକିତ୍ସା କରିଥିବା ଡାକ୍ତର ପ୍ରଶାନ୍ତ ଉପାଧ୍ୟାୟଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମଙ୍ଗଳବାର ତିସ୍‌ ହଜାରି କୋର୍ଟରେ ତାଙ୍କର ଶୁଣାଣି ଥିବା ବେଳେ ଏହା ପୂର୍ବରୁ ପ୍ରଶାନ୍ତଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,ଉନ୍ନାଓ ପୀଡ଼ିତାଙ୍କ…

ସିଏଏ-ଏନ୍‌ଆର୍‌ସିକୁ ନେଇ ହୋଇଥିବା ବୈଠକରେ ଯୋଗଦେଲେ ୨୦ ବିରୋଧୀ ଦଳ

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇଥିଲେ। ଏଥିରେ କଂଗ୍ରେସ ସମେତ ପ୍ରାୟ ୧୯ ବିରୋଧୀ ଦଳ ଯୋଗ ଦେଇଥିବା ସୂଚନା ମିଳିଛି। ଏହା କଂଗ୍ରେସ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି

ଭୁବନେଶ୍ୱର, ୧୩।୧: ରାୟଗଡାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାୟଗଡାରେ ଘରୋଇ କମ୍ପାନୀଗୁଡିକ ଜମି ନେଇ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେଉ ନ ଥିଲେ। କିନ୍ତୁ ରାଜ୍ୟ…

ବିଦେଶରେ ରହିଛି ଅଜବ ନିୟମ, ଯିବା ପୂର୍ବରୁ ଜାଣନ୍ତୁ ଏ ସମ୍ପର୍କରେ…

ବ୍ୟସ୍ତବହୁଳ ଜୀବନରୁ କିଛି ସମୟ ଶାନ୍ତିରେ କଟାଇବା ପାଇଁ ଲୋକେ ବାହାରେ ବୁଲାବୁଲି କରିବାକୁ ପସନ୍ଦ କରିଥା’ନ୍ତି। କିନ୍ତୁ ଯେଉଁ ସ୍ଥାନକୁ ବୁଲିବାକୁ ଯିବେ ସେଠାକାର ନୀତିନିୟମ ବା କାନୁନ୍‌ ବିଷୟରେ ଯଦି ଜାଣି ନ ଥିବେ ତେବେ ବହୁ ଅସୁବିଧାର…

ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri