Home

ଭାଲେଣ୍ଟାଇନ୍‌ ଡେ’ରେ ବିବାହ କରିବେ ନେହା-ଆଦିତ୍ୟ, କାର୍ଡ ଭାଇରାଲ

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ କୁଆଡେ, ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ଆସନ୍ତା ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍‌…

ମୋଦି-ଯୋଗୀଙ୍କ ବିରୋଧରେ କହୁଥିବା ଲୋକଙ୍କୁ ମାଟିରେ ପୋତି ଦିଆଯିବା ଆବଶ୍ୟକ: ଉତ୍ତରପ୍ରଦେଶ ଶ୍ରମମନ୍ତ୍ରୀ

ଲକ୍ଷ୍ନୌ,୧୩।୧: ଉତ୍ତରପ୍ରଦେଶର ଶ୍ରମମନ୍ତ୍ରୀ ରଘୁରାଜ ସିଂଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସିଏଏ ସମର୍ଥନରେ ଆଲିଗଡ଼ରେ ଆୟୋଜିତ ଏକ ସଭାରେ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ…

ଜାମିଆ ହିଂସା: ବିନା ଅନୁମତିରେ କ୍ୟାମ୍ପସ୍‌ରେ ପଶି ମାରପିଟ୍‌ କରିଥିଲା ପୋଲିସ; ଭିସି

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିରେ ସୋମବାର ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ କୁଳପତି ନଜ୍‌ମା ଅଖତର ଭେଟିଛନ୍ତି। ସେହି ସମୟରେ ଗତ ମାସରେ କ୍ୟାମ୍ପସ୍‌ ଭିତରେ ହୋଇଥିବା ହିଂସାକୁ ନେଇ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଛାତ୍ରମାନେ ଦାବି କରିଥିଲେ।…

ପୋଲତଳକୁ ଖସିଲା ପୋଲିସ ଗାଡ଼ି, ଥାନାଧିକାରୀ ଗୁରୁତର

ରାଇକିଆ,୧୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆଠାରେ ଏକ ଗଞ୍ଜେଇ ଗାଡ଼ିକୁ ପିଛା କରୁଥିବା ବେଳେ ସୋମବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ ପୋଲିସ ଗାଡ଼ି ଖସିପଡ଼ିଛି। ଫଳରେ ରାଇକିଆ ଥାନାଧିକାରୀ ଅଲେଖ ଗରଡ଼ିଆ ଏବଂ ହୋମଗାର୍ଡ ତଥା ଡ୍ରାଇଭର ଆର୍ଯ୍ୟଦେବ ପ୍ରଧାନ…

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ ଏରିୟନ୍‌-୫-ଇସିଏ ଦ୍ୱାରା ଏହାକୁ ଭାରତୀୟ ସମୟ ରାତି ୨ଟା ୩୫ ମିନିଟରେ ଉତ୍‌କ୍ଷେପଣ…

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏବେ ଏହି ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଉତ୍ତରାଖଣ୍ଡ…

୨ ଦିନିଆ ବାର୍ଷିକ ଧର୍ମ ସମ୍ମିଳନୀ: ଟ୍ରେନ୍‌ ଇଞ୍ଜିନ୍‌ରେ ବସି ଯାତ୍ରା କଲେ ଲୋକେ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଢ଼ାକା,୧୩।୧: ଭାରତରେ ବିଭିନ୍ନ ପାର୍ବଣ ଅବସରରେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ପ୍ରାୟତଃ ଭିଡ଼ ଦେଖିବାକୁ ମିଳିଥାଏ। ତେବେ ବାଂଲାଦେଶରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବିଶ୍ୱ ଧର୍ମ ସମ୍ମିଳନୀରେ ଦେଶର ପ୍ରତିଟି ପ୍ରାନ୍ତରୁ ଲୋକେ ଆୟୋଜନ ସ୍ଥଳକୁ ଆସିଥାନ୍ତି। ଚଳିତ ବର୍ଷ…

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି।…

ସିଆର୍‌ପିଏଫ୍‌ ଗାଡ଼ି ଉପରକୁ ଗୁଳିମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର,୧୩।୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ସୋମବାର ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ସ୍ଥାନୀୟ ଅନନ୍ତନାଗରେ ଏହା ଘଟିଛି। କିଛି ଆତଙ୍କବାଦୀ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଛନ୍ତି। ଅନନ୍ତନାଗ-ପହଲଗାମ୍‌ ରାସ୍ତାରେ ଥିବା ସରନାଲ୍‌ ଅନନ୍ତନାଗଠାରେ ହଠାତ୍‌ ସିଆର୍‌ପିଏଫ୍‌…

ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଭିସି କାର୍ଯ୍ୟାଳୟ ଘେରାଓ କଲେ ଛାତ୍ର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିର ଛାତ୍ରମାନେ ସୋମବାର କୁଳପତିଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି। କୁଳପତି ନଜମା ଅଖତରଙ୍କ କାର୍ଯ୍ୟାଳୟ ବାହାରେ ଛାତ୍ରମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସ୍ଲୋଗାନ ଦେଇଛନ୍ତି। ଏଥିରେ ପରୀକ୍ଷା ତାରିଖକୁ ପୁନଃନିର୍ଦ୍ଧାରଣ, ପୋଲିସ ବିରୋଧରେ…

୨ ଆତଙ୍କବାଦୀଙ୍କୁ ଚଣ୍ଡିଗଡ଼ରେ ପହଞ୍ଚାଇବା ପାଇଁ ଡିଏସ୍‌ପି କରିଥିଲେ ୧୨ ଲକ୍ଷ ଟଙ୍କାର ଡିଲ୍‌

ଶ୍ରୀନଗର,୧୩।୧: ଡିଏସ୍‌ପି ଦେବିନ୍ଦର ସିଂଙ୍କୁ ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଗିରଫ କରାଯାଇଛି। କଶ୍ମୀରର କୁଲଗାମ୍‌ରେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ୨ ଆତଙ୍କବାଦୀଙ୍କୁ ଚଣ୍ଡିଗଡ଼ରେ ପହଞ୍ଚାଇବା ପାଇଁ ଦେବିନ୍ଦର ୧୨ ଲକ୍ଷ ଟଙ୍କାର ଡିଲ୍‌ କରିଥିଲେ।…

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ବାଂଶଡା ଥାନା ଅଧୀନ ବାଂଶଡା ଗ୍ରାମର ଉତ୍ତମ ରାଉଳ(୨୫)। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri