Home

ଶହେ ବର୍ଷର କଇଁଛ: ପାଲଟିଲାଣି ୮ ଶହ ଛୁଆଙ୍କ ଜନକ

କାଲିଫର୍ନିଆ,୧୩।୧: ଆମେରିକା କାଲିଫର୍ନିଆରେ ରହିଛି ଏକ କଇଁଛ। ଏହାକୁ ଏବେ ଶହେ ବର୍ଷରୁ ଅଧିକ ବୟସ। ଇତିମଧ୍ୟରେ ସେ ୮ଶହ ଛୁଆଙ୍କ ଜନକ ପାଲଟିସାରିଛି। ଡିଏଗୋ ନାମକ ଏହି କଇଁଛର ଓଜନ ୮୦ କିଲୋଗ୍ରାମ୍‌। ଏହା ସ୍ଥାନୀୟ ଗାଲାପୋଗାସ୍‌ ଆଇଲାଣ୍ଡରେ ରହିଛି।…

ଭିଆଇପି ସୁରକ୍ଷାରୁ ହଟିବେ ଏନ୍‌ଏସ୍‌ଜି କମାଣ୍ଡୋ

ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦେବାକୁ ଚାହୁଁଥିବା ଜଣାପଡିଛି। ଏହି କ୍ରମରେ ଏବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ…

ନରାଓ୍ବଣେଙ୍କୁ ପ୍ରଶଂସା କଲା ଶିବସେନା

ମୁମ୍ବାଇ,୧୩।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ଶିବସେନା ପକ୍ଷରୁ ପ୍ରଶଂସା କରାଯାଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା ପ୍ରକାଶ ପାଇଛି। ଦାୟିତ୍ୱ ଗ୍ରହଣ ପରେ ନରାଓ୍ବଣେ ଜଣେ ମରାଠା ହେବାର…

ନିଜକୁ ଐଶ୍ୱର୍ଯ୍ୟାଙ୍କ ପୁଅ ବୋଲି ଦାବିକଲେ ଯୁବକ

କିଛିଦିନ ତଳେ ଜଣେ ମହିଳା ନିଜକୁ ଅନୁରାଧା ପଡ଼ଓ୍ବାଲଙ୍କ ଝିଅ କହି ଚର୍ଚ୍ଚାକୁ ଆସିଥିବାବେଳେ ଏବେ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କ ପୁଅ ବୋଲି ଦାବି କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରାୟ ବର୍ଷକ ତଳେ ସଂପୃକ୍ତ ଯୁବକ…

ଶାହିନ୍‌ ବାଗ୍‌ରେ ସିଏଏ-ଏନ୍‌ଆର୍‌ସିକୁ ବିରୋଧ: ହିନ୍ଦୁ-ମୁସଲମାନ୍‌-ଶିଖ୍‌-ଖ୍ରୀଷ୍ଟିଆନ୍‌ ଏକାଠି କଲେ ପୂଜା

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ ଜାରି ରହିଛି। ରବିବାର ପ୍ରଦର୍ଶନରେ ସାମିଲ୍‌ ଥିବା ହିନ୍ଦୁ-ମୁସଲମାନ୍‌-ଶିଖ୍‌-ଖ୍ରୀଷ୍ଟିଆନ୍‌ ଏକାଠି ନିଜ ନିଜ ପରମ୍ପରା ଅନୁସାରେ ପୂଜା କରିଛନ୍ତି। ଗତ…

କାଶୀ ବିଶ୍ୱନାଥଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ପାଇଁ ଡ୍ରେସ୍‌ କୋଡ୍‌: ପିନ୍ଧି ହେବନି ଜିନ୍ସ୍‌

ବାରାଣସୀ, ୧୩।୧: ଏବେ କାଶୀ ବିଶ୍ୱନାଥଙ୍କୁ ଦର୍ଶନ କରିବା ଲାଗି ଆସୁଥିବା ଶ୍ରଦ୍ଧାଳୁ ଜିନ୍ସ୍‌ ପିନ୍ଧି ପାରିବେ ନାହିଁ। ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ପୁରୁଷଙ୍କ ନିମନ୍ତେ ଧୋତି-କୁର୍ତ୍ତା ଏବଂ…

ଜଳିଗଲା ଭାଜପା କାର୍ଯ୍ୟାଳୟ

ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଦାୟୀ କରିଛି। ଭାଜପା କହିଛି ଦଳୀୟ କାର୍ଯ୍ୟାଳୟ ଜଳିଯିବା ପଛରେ ଟିଏମ୍‌ସିର…

କାର୍ଯ୍ୟକ୍ଷମ ହେଲା ୩୦ଟି ଫୁଟବଲ ପଡ଼ିଆ ସହ ସମାନ ବୃହତମ ରେଡ଼ିଓ ଟେଲିସ୍କୋପ୍‌

ବେଜିଂ, ୧୩।୧: ଚାଇନାରେ ବୃହତମ ରେଡ଼ିଓ ଟେଲିସ୍କୋପ୍‌ କାର୍ଯ୍ୟକ୍ଷମ ହୋଇଛି। ୩ ବର୍ଷ ଧରି ଟ୍ରାଏଲ୍‌ ହେବା ପରେ ଏହା କାର୍ଯ୍ୟ ଆରମ୍ଭ କରିଛି। ଏହାର ନିର୍ମାଣ ପାଇଁ ୨୦ ବର୍ଷ ଲାଗିଥିବା କୁହାଯାଉଛି। ଆମେରିକା, ବ୍ରିଟେନ୍‌, ପାକିସ୍ତାନ ସମେତ ୧୦ଟି…

୩୭ ବର୍ଷରେ ଇମରାନ୍‌ ଖାଁ: ୧୯ ବର୍ଷ ବୟସରେ ବାନ୍ଧବୀ ଅବନ୍ତିକାଙ୍କ ପ୍ରେମରେ ପଡିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଇମରାନ୍‌ ଖାଁ ସୋମବାର ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୩ ଜାନୁୟାରୀ ୧୩ରେ ଆମେରିକା ଓ୍ବସକସିନ୍‌ର ମାଡିସନ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ସେ ୧୯୮୮ରେ ଶିଶୁ କଳାାର ଭାବେ କୟାମତ୍‌ ସେ କୟାମତ୍‌ ତକ୍‌ ଫିଲ୍ମରେ…

ବିପକ୍ଷ ମେଳିରେ ଯୋଗଦେବ ନାହିଁ ଏଏପି

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରୁଥିବା ବିରୋଧୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ସୋମବାର ଦିଲ୍ଲୀରେ ଆୟୋଜିତ ବୈଠକରେ ଆମ୍‌ ଆଦମୀ ପାର୍ଟି(ଏଏପି) ଯୋଗଦେବ ନାହିଁ ବୋଲି କହିଛି। ଏହା ପୂର୍ବରୁ ଏହି ବୈଠକରେ…

ମହିଳା ଯାତ୍ରୀଙ୍କ ବିସ୍ଫୋରଣ ଧମକ: ବିମାନର ଜରୁରୀ ଅବତରଣ

କୋଲକାତା,୧୩ା୧: ବିସ୍ଫୋରଣରେ ବିମାନ ଉଡ଼ାଇଦେବେ ବୋଲି ଜଣେ ମହିଳା ଯାତ୍ରୀ ଧମକ ଦେବା ପରେ ମୁମ୍ବାଇ ଅଭିମୁଖେ ଯାଉଥିବା ଏୟାରଏସିଆର ଏକ ବିମାନକୁ ଫେରାଇ ଅଣାଯାଇ କୋଲକାତାର ନେତାଜୀ ସୁଭାଷଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା। ମୋହିନୀ ମଣ୍ଡଳ(୨୫)…

ଜେଏନ୍‌ୟୁ ହିଂସାର ମାଷ୍ଟର ମାଇଣ୍ଡ କୁଳପତି: ବହିଷ୍କାର ଦାବିକଲା କଂଗ୍ରେସ

ଜମ୍ମୁ,୧୩ା୧(ପି.ଟି.): ଜେଏନ୍‌ୟୁ ହିଂସାକାଣ୍ଡ ମାମଲାରେ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସିଧାସଳଖ କୁଳପତି ଏମ୍‌ ଜଗଦେଶ କୁମାରଙ୍କୁ ଦୋଷ ଦେଇଛି। ସେ ହିଁ ଏହିସବୁ ଘଟଣାର ମାଷ୍ଟରମାଇଣ୍ଡ ଓ ତୁରନ୍ତ ବିଦା କରାଯାଇ ତାଙ୍କ ବିରୋଧରେ ଆପରାଧିକ ତଦନ୍ତ ଆରମ୍ଭ କରାଯିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri