Home

ଗିରଫ ଡିଏସ୍‌ପିଙ୍କୁ ଆତଙ୍କବାଦୀ ଭଳି ଜେରା କରାଯିବ

ଶ୍ରୀନଗର,୧୩ା୧: ହିଜବୁଲ ମୁଜାହିଦ୍ଦିନ ଓ ଲଶ୍କର-ଇ-ତୋଇବା ଆତଙ୍କବାଦୀଙ୍କ ସହ ଧରାପଡିଥିବା ଜମ୍ମୁ-କଶ୍ମୀରର ଡିଏସ୍‌ପି ଦେବୀନ୍ଦର ସିଂଙ୍କୁ ଗିରଫ କରାଯାଇଛି। ସେ ପୂର୍ବରୁ ସ୍ପେଶାଲ ଅପରେଶନ ଗ୍ରୁପ୍‌ରେ ସାମିଲ ଥିଲେ ଓ ସାହସିକତା ପାଇଁ ଗତବର୍ଷ ସ୍ବାଧୀନତା ଦିବସରେ ରାଷ୍ଟ୍ରପତି ପଦକ ପାଇଥିଲେ।…

ଭାଜପା ଛାଡ଼ିବାକୁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସର ପ୍ରସ୍ତାବ

ଗୁଆହାଟୀ,୧୩ା୧(ପି.ଟି.): ବିଧାୟକମାନଙ୍କ ସହ ଭାଜପା ଛାଡ଼ି ସିଏଏ ବିରୋଧୀ ସରକାର ଗଠନ କରିବାକୁ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କୁ ବିରୋଧୀ ଦଳ ନେତା ଦେବବ୍ରତ ସାଇକିଆ ପ୍ରସ୍ତାବ ଦେଇଛନ୍ତି। ସୋନୋଓ୍ବାଲଙ୍କ ନେତୃତ୍ୱରେ ବିକଳ୍ପ ସରକାରକୁ କଂଗ୍ରେସ ସମର୍ଥନ ଯୋଗାଇଦେବ ବୋଲି ସେ…

ପଶ୍ଚିମବଙ୍ଗରେ ମୋଦିଙ୍କ ନିର୍ବାଚନୀ ଭାଷଣ

କୋଲକାତା,୧୩ା୧: କେନ୍ଦ୍ରରେ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ୨୦୨୧ରେ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନଜରରେ ରଖି ଭାଜପା ପାଇଁ…

ମାଟିରେ ମିଶିଲା ୪ ବେଆଇନ ଆପାର୍ଟମେଣ୍ଟ

କୋଚି,୧୩ା୧(ପି.ଟି.): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେରଳର କୋଚିସ୍ଥିତ ୪ଟି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ମାଟିରେ ମିଶିଛି। ପରିବେଶ ନିୟମ ଉଲ୍ଲଂଘନ କରି ଘର କରୁଥିବା ଲୋକମାନଙ୍କୁ ଏହା ଏକ ଶକ୍ତ ବାର୍ତ୍ତା। ମରାଡୁ ମ୍ୟୁନିସିପାଲିଟିରେ ଥିବା ହୋଲି ଫେଥ୍‌ ଏବଂ ଟୁଇନ୍‌ ଟାଓ୍ବାର ଆଲ୍‌ଫା…

ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ

କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାଲ୍‌ ନିର୍ମିତ ୮୩ ଏଲ୍‌ସିଏ ତେଜସ୍‌ ମାର୍କ୧ ଆଡଭାନ୍ସଡ୍‌ ଜେଟ୍‌ ନିର୍ମାଣ…

ରାହୁଲ, ମମତାଙ୍କୁ ଶାହାଙ୍କ ଚାଲେଞ୍ଜ: କେମିତି ନାଗରିକତ୍ୱ ଯିବ ପ୍ରମାଣ ଦିଅ

ଜବଲପୁର,୧୩ା୧(ପି.ଟି.): ସିଏଏ କାର୍ଯ୍ୟକାରୀ ହେବାର ଦୁଇଦିନ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କଂଗ୍ରେସ ଓ ଟିଏମ୍‌ସି ଉପରେ ବର୍ଷିଛନ୍ତି। ଅଯଥାରେ ଏହି ଦୁଇଦଳ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ସିଏଏ ନାଗରିକତ୍ୱ ଛଡ଼ାଇ ନେବ ବୋଲି ଯାହା କୁହାଯାଉଛି, ତାହା ସମ୍ପୂର୍ଣ୍ଣ ମିଛ।…

ସିଏଏ ବିରୋଧରେ ବିପକ୍ଷ ମେଳି ଆଜି

ନୂଆଦିଲ୍ଲୀ,୧୩ା୧ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଛାତ୍ର ଆନ୍ଦୋଳନ ପରବର୍ତ୍ତୀ ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା…

ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍‌ ଉପରେ ୮ ରକେଟ ମାଡ଼

ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ ଟାର୍ଗେଟ କରିବାକୁ ଯାଇ ୮ ରକେଟ ମାଡ଼ କରିଛି ଇରାନ। ଏଥିରେ ଇରାକ ବାୟୁସେନାର…

ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ କାମପାଳ ନାୟକ ନିର୍ବାଚିତ

ହାଟଡିହୀ,୧୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ ବରିଷ୍ଠ କର୍ମୀ କାମପାଳ ନାୟକ ନିର୍ବାଚିତ ହୋଇଛନ୍ତି । ରବିବାର ବଞ୍ଚୋ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏକ ବୈଠକରେ ବିଧାୟକ ଭାଗୀରଥି ସେଠୀ ଉପସ୍ଥିତ ରହି କାମପାଳଙ୍କୁ…

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଡେରାଡୁନରେ ରବିବାର ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ…

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଭଦ୍ରକ ଅଫିସ, ୧୨।୧: ଭଦ୍ରକ ଜିଲା ଧାମନଗର ବ୍ଲକ ଇଚ୍ଛାପୁର ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦୁର୍ଯ୍ୟୋଧନ ରାଉତଙ୍କ ୪ ବଖରା ସମେତ ଘରର ସମସ୍ତ ଆସବାବପତ୍ର ଜଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ଧାମନଗର…

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ମମତା ବାନାର୍ଜୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri