୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ
ଅକଲାଣ୍ଡ,୧୨।୧(ଏଏଫ୍ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଅକ୍ଲାଣ୍ଡ କ୍ଲାସିକ୍ ଟୁର୍ନାମେଣ୍ଟରେ ସେ ରବିବାର ଫାଇନାଲ ମ୍ୟାଚ୍ରେ ନିଜ ଦେଶର ଜେସିକା…
ବ୍ରିସ୍ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ
ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ବିଶ୍ୱର ୨ ନମ୍ବର ଖେଳାଳି ପ୍ଲିସ୍କୋଭା ୬-୪, ୪-୬, ୭-୫…
୭ ବର୍ଷ ବାଳକଙ୍କ ପେଣ୍ଟିଂର ଦାମ୍ ୮ ଲକ୍ଷ
ବର୍ଲିନ: ଜର୍ମାନୀର ଜଣେ ୭ ବର୍ଷର ବାଳକ କରିଥିବା ପେଣ୍ଟିଂ ୮ ଲକ୍ଷରେ ବିକ୍ରି ହୋଇଛି। ଏହାକୁ କିଣିବା ପାଇଁ ସମଗ୍ର ବିଶ୍ୱରୁ ଲୋକେ ବର୍ଲିନ୍ରେ ପହଞ୍ଚିଥିଲେ। ୨୦୧୨ରେ ଜନ୍ମ ନେଇଥିବା ମିଖାଇଲ୍ ଅକର ୪ ବର୍ଷ ବୟସରୁ ପେଣ୍ଟିଂ ଆରମ୍ଭ…
ମଣିଷଙ୍କ ପରି ପ୍ରାଣୀ ବି ସମ୍ବେଦନଶୀଳ
ଭିଏନା,୧୨।୧: ମଣିଷ ମଧ୍ୟରେ ସମ୍ବେଦନଶୀଳ ଗୁଣ ରହିଥାଏ। ଏହା ଦ୍ୱାରା ଅନ୍ୟ ପ୍ରତି ସହାନୁଭୁତି, ଇର୍ଷା, ଭଲ ପାଇବା ଆଦି ମଣିଷ ପ୍ରଦର୍ଶନ କରିଥାଏ। ମଣିଷ ପ୍ରେମ ପରିପ୍ରକାଶ ପାଇଁ ଚୁମ୍ବନ ଦେଇଥାଏ। ସେହିପରି ଅନ୍ୟ ସମ୍ବେଦନଶୀଳ ଗୁଣର ପରିପ୍ରକାଶ ଲାଗି…
୧ ନଂ. ଶୁଟିଂ ଦେଶ ଭାବେ ୨୦୧୯ ଶେଷ କଲା ଭାରତ
ନୂଆଦିଲ୍ଲୀ,୧୨।୧(ପି.ଟି.)- ୨୦୧୯ରେ ଭାରତ ଶୁଟିଂରେ ଜବରଦସ୍ତ ପ୍ରଦର୍ଶନ କରିଛ। ଫଳରେ ବିଶ୍ୱର ୧ ନମ୍ବର ଶୁଟିଂ ଦେଶ ଭାବେ ଭାରତ ୨୦୧୯ ବର୍ଷ ଶେଷ କରିଛି। ଏହି କ୍ରମରେ ସେ ଅଲିମ୍ପିକ୍ ହେଭିଓ୍ବେଟ୍ ଚାଇନା ଓ ଆମେରିକାକୁ ମଧ୍ୟ ଭାରତ ପଛରେ…
ପୂର୍ବତନ ଏମ୍ପି ମୋରିସ କୁଜୁରଙ୍କ ପରଲୋକ
ସୁନ୍ଦରଗଡ଼,୧୨।୧(ଡି.ଏନ୍.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ…
ପଞ୍ଜାବ-ରାଜସ୍ଥାନରେ ଡ୍ରୋନ୍ ଏବଂ କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ
ନୂଆଦିଲ୍ଲୀ,୧୨।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ଳାଗି ରହିଛି। ଶୀତଦିନେ ଘନ କୁହୁଡ଼ିର ସାହାରା ନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଦ୍ୱାରା ତାଲିମପ୍ରାପ୍ତ ଆଫଗାନିସ୍ତାନ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ କରିବାର ଉଦ୍ୟମ କରୁଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ…
ଭାରତୀୟ ପ୍ରତିରକ୍ଷା ବ୍ୟବସ୍ଥାକୁ ତାରିଫ୍ କଲେ ନରାଓ୍ବଣେ: ହେବନି ଇରାନ ଭଳି ଭୁଲ
ନୂଆଦିଲ୍ଲୀ,୧୨।୧: ଭାରତୀୟ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ରବିବାର ଭାରତୀୟ ପ୍ରତିରକ୍ଷା ବ୍ୟବସ୍ଥାକୁ ତାରିଫ୍ କରିଛନ୍ତି। ନରାଓ୍ବଣେ କହିଛନ୍ତି ଇରାନ ଭୁଲରେ ୟୁକ୍ରେନ ଯାତ୍ରୀବାହୀ ବିମାନକୁ ଟାର୍ଗେଟ୍ କରିଥିଲା। ତେବେ ଏଭଳି ଭୁଲ ଭାରତର ହେବ ନାହିଁ। ଭାରତ ପାଖରେ…
ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଜେଲ୍ରୁ ବାହାରିଲେ ପୁଞ୍ଜିଲାଲ୍
ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଥିଲା। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିଲେ।…
ଇନଷ୍ଟାଗ୍ରାମ୍ରେ କିଙ୍ଗ୍ ଖାଁଙ୍କ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଲା
ମୁମ୍ବାଇ: କିଙ୍ଗ୍ ଖାଁ ଶାହରୁଖଙ୍କ ପ୍ରଶଂସକଙ୍କ ପାଇଁ ଭଲ ଖବର ଆସିଛି। ଏବେ ଶାହରୁଖ ଖାଁଙ୍କ ଇନଷ୍ଟାଗ୍ରାମ୍ରେ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଛି। ଏବେ ଇନଷ୍ଟାରେ ବିଗ୍ ବି ଅମିତାଭ ବଚ୍ଚନଙ୍କ ଫଲୋଅର୍ସଙ୍କ ସଂଖ୍ୟା ସବୁଠାରୁ ଅଧିକ ରହିଥିଲା। ଏହା…
୯୨ ବର୍ଷରେ ବି ହାରିଯାଇନାହାନ୍ତି: ସପ୍ତାହରେ ଦେଖୁଛନ୍ତି ୬୦୦ ରୋଗୀ
ବେଜିଂ: ଚାଇନାର ଜିୟାଙ୍ଗସୁ ଜିଲା ନାନ୍ଜିଙ୍ଗ୍ ସହରର ସିଟି ହସ୍ପିଟାଲରେ ୯୨ ବର୍ଷୀୟା ମହିଳା ଡାକ୍ତର ଆଓ ଏ ବୟସରେ ଶହ ଶହ ରୋଗୀ ଦେଖୁଛନ୍ତି। ୧୯୯୪ରୁ ସେ ଅବସର ନେଇସାରିଲେଣି। ମାତ୍ର ସେ କୁହନ୍ତି, ଜୀବନରେ ଅବସର କ’ଣ? ମଣିଷ…
ଥରିଲା ଲଦାଖ
ଲଦାଖ,୧୨।୧: ରିକ୍ଟର ସ୍କେଲରେ ୫.୩ ତୀବ୍ରତାର ଏକ ଭୁକମ୍ପ ରବିବାର ଲଦାଖରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହା ସକାଳ ପ୍ରାୟ ୧୦ଟା ୫୪ରେ ଅନୁଭୂତ ହୋଇଥିବା ବେଳେ ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଅନ୍ୟପଟେ ରବିବାର ସକାଳେ…
Archives


